Latest Odisha News

BREAKING NEWS

Browsing Category

ପୁରୀ

Puri

ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନାରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

 ପୁରୀ : ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଥାନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ…

ଆଜି ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ

ପୁରୀ: ଆଜି ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନାରେ ସୁସଜ୍ଜିତ ହେବେ ମହାବାହୁ । ସୁନାବେଶରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୁରତି । ୧୩୮ ସୁନା ପିନ୍ଧି ଝଟକିବେ ଶ୍ରୀଜିଉ । ଗତକାଲି ଶୃଙ୍ଖଳିତ ଭାବେ ବାହୁଡ଼ା ନୀତି ସମ୍ପର୍ଣ୍ଣ ହୋଇଥିବା ବେଳେ ଏବେ ତିନି ରଥ…

ରେଡ୍ ଜୋନରେ ଭୁବନେଶ୍ବର, ପୁରୀ ଓ କଟକ: ମାସ୍କ ନ ପିନ୍ଧିଲେ ଫାଇନ୍ କଟିବ

ଭୁବନେଶ୍ବର: କୋଭିଡ୍ ରେଡ୍ ଜୋନରେ ରାଜ୍ୟର ତିନି ପ୍ରମୁଖ ସହର। ରାଜ୍ୟ ସରକାରଙ୍କ ପ୍ରଦତ୍ତ ସୂଚନା ଅନୁଯାୟୀ ରାଜଧାନୀ ଭୁବନେଶ୍ବର କୋଭିଡ୍ ରେଡ୍ ଜୋନକୁ ଫେରିଛି। ଏହାଛଡ଼ା ପୁରୀ ଓ କଟକ ଜିଲ୍ଲା ବି ରେଡ୍ ଜୋନରେ ସାମିଲ ହୋଇଛି। ରାଜଧାନୀ ଭୁବନେଶ୍ବରରେ ଟିପିଆର ରେଟ୍ ୧୦.୬ ରହିଛି ।…

ଜଗନ୍ନାଥଙ୍କ ପହଣ୍ଡି ବିଜେ । ଟାହିଆ ଲଗାଇ ଝୁଲି ଝୁଲି ଆସୁଛି କାଳିଆ..

ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା  । ମହାବାହୁ ନିଳାଚଳିଆ, ଭଉଣୀ ସୁଭଦ୍ରା, ବଡ଼ ଭାଇ ବଳଭଦ୍ର ବାହୁଡି ଆସିବେ  । ଗୁଣ୍ଡିଚା ମନ୍ଦିରରୁ ଆଜି ଶ୍ରୀମନ୍ଦିର ଅଭିମୁଖେ ଧାଇଁ  ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ଯିବେ ଚତୁର୍ଦ୍ଧା ବିଗ୍ରହ । ପହଣ୍ଡିରେ ରଥକୁ…

[ଦେଖନ୍ତୁ ଭିଡିଓ] ଆଡପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ: ସଂଧ୍ୟା ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

 ପୁରୀ : ଆଡପ ମଣ୍ଡପରେ ଶେଷ ହେଲା ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା । ରାତି ପାହିଲେ ଜନ୍ମବେଦୀ ଛାଡି ମହାପ୍ରଭୁ ବାହୁଡିବେ ରତ୍ନବେଦୀକୁ। ଅନ୍ୟପଟେ ଆଜି ସଂଧ୍ୟାଦର୍ଶନରେ ପ୍ରବଳ ଭକ୍ତଙ୍କ ଭିଡ଼ ହୋଇଛି । ଆଜି ଶେଷ ଆଡପ ଅଭଡ଼ା ଓ ଶେଷ ଦର୍ଶନ ହୋଇଥିବାରୁ ଭକ୍ତମାନେ ଏହି ସୁଯୋଗକୁ ହାତଛଡା…

ବାହୁଡାଯାତ୍ରାରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ : ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ସରି ସରି ଆସୁଛି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନର ଅପୂର୍ଵ ସୁଯୋଗ ।  ଆଡପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଚତୁର୍ଦ୍ଧାମୂରତି। । ଆଡ଼ପମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହେବ । ସେପଟେ ବାହୁଡାଯାତ୍ରା ପାଇଁ ହୋଇସାରିଛି ପ୍ରସ୍ତୁତି।…

ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ, ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲାଗିଛି ଭିଡ଼

ପୁରୀ: ଆଜି ପବିତ୍ର ନବମୀ ତିଥି । ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ ବା ନବମୀ ଦର୍ଶନ ଅନୁଷ୍ଠିତ ହେଉଛି । ଆସନ୍ତାକାଲି ବାହୁଡ଼ା ଯାତ୍ରା ଶୃଙ୍ଖଳିତ କରିବା ପାଇଁ ନୀତିକାନ୍ତିକୁ ତ୍ୱରାନିତ କରିବା ଉଦ୍ଦେଶ୍ୟରେ ଆଜି ସଂଧ୍ୟା ଦର୍ଶନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି…

[ଦେଖନ୍ତୁ ଭିଡିଓ] ଜଗାର ପସନ୍ଦ ମାଉସୀ ମାଆ ଘର ପୋଡ଼ ପିଠା

ପୁରୀ : ସ୍ନେହମୟୀ ଗୁଣ୍ଡିଚା ମାଉସୀ ମହାପ୍ରଭୁଙ୍କ ପାଇଁ ତିଆରି କରିଛନ୍ତି ପୋଡ଼ପିଠା , ଖାଦ୍ୟପ୍ରିୟ ମହାପ୍ରଭୁଙ୍କ ପାଖେ ଲାଗି ହେବ ପୋଡ଼ପିଠା  ।  ଦିନକ ପରେ ବାହୁଡ଼ା ଯାତ୍ରା ।  ବାହୁଡ଼ିବେ ମହାପ୍ରଭୁ । ମହାପ୍ରଭୁଙ୍କ  ବାହୁଡା ଯାତ୍ରାରେ ମାଉସୀ ମା’ ମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହୁଏ…

ଜଗା ପାଇଁ ପୋଡ ପିଠା : ମାଉସୀ ମାଆ ମନ୍ଦିରରେ ସ୍ୱତନ୍ତ୍ର ପଦ୍ଧତିରେ ପିଠା ପ୍ରସ୍ତୁତି

ପୁରୀ : ସ୍ନେହମୟୀ ଗୁଣ୍ଡିଚା ମାଉସୀ ମହାପ୍ରଭୁଙ୍କ ପାଇଁ ତିଆରି କରିଛନ୍ତି ପୋଡ଼ପିଠା , ଖାଦ୍ୟପ୍ରିୟ ମହାପ୍ରଭୁଙ୍କ ପାଖେ ଲାଗି ହେବ ପୋଡ଼ପିଠା  ।  ଦିନକ ପରେ ବାହୁଡ଼ା ଯାତ୍ରା ।  ବାହୁଡ଼ିବେ ମହାପ୍ରଭୁ । ମହାପ୍ରଭୁଙ୍କ  ବାହୁଡା ଯାତ୍ରାରେ ମାଉସୀ ମା’ ମନ୍ଦିରରେ ଶ୍ରୀଜିଉଙ୍କୁ ଲାଗି ହୁଏ…

ଆଜି ହେରାପଞ୍ଚମୀ । ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ: ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିବେ  ମାଆ ମହାଲକ୍ଷ୍ମୀ । ପ୍ରଭୁ ଶ୍ରୀ ଜଗନ୍ନାଥ ବଡ଼ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିବା ବେଳେ ଏଥିରେ ରାଗ ପରବସ ହୋଇଛନ୍ତି ମାଆ ଲକ୍ଷ୍ମୀ । ସନ୍ଧ୍ୟାଧୂପ ପରେ ମହାଲକ୍ଷ୍ମୀ ବିମାନରେ…