Latest Odisha News

BREAKING NEWS

Browsing Category

ପୁରୀ

Puri

[ଦେଖନ୍ତୁ ଭିଡିଓ] ଜଳକ୍ରୀଡା ମଣ୍ଡପରେ ମହାପ୍ରଭୁଙ୍କ ପ୍ରଥମ ଜଳକ୍ରୀଡା ଏକାଦଶୀ ନୀତି

ପୁରୀ : ଆଜି ପବିତ୍ର ଜଳକ୍ରୀଡା ଏକାଦଶୀ ।  ଭିତର ଚନ୍ଦନ ଯାତ୍ରା ଅନ୍ତର୍ଗତ ଆଜି ଶ୍ରୀ ମହାପ୍ରଭୁଙ୍କ ପ୍ରଥମ ଜଳକ୍ରୀଡା ନୀତି ଜଳକ୍ରୀଡା ମଣ୍ଡପରେ ଅନୁଷ୍ଠିତ ହୋଇଛି ।  ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ବଢିସାରିବା ପରେ ଶ୍ରୀ ମଦନମୋହନ ଏବଂ ଶ୍ରୀଦେବୀ ରତ୍ନସିଂହାସନକୁ ବିଜେ କରିଥାନ୍ତି ଏବଂ…

[ଦେଖନ୍ତୁ ଭିଡିଓ] ରଥ ନିର୍ମାଣ ନେଇ ରଥ ଖଳା ଚଳଚଞ୍ଚଳ: ୪୨ ଚକ ମଧ୍ୟରୁ ୩୧ ଚକ ନିର୍ମାଣ ଶେଷ

 ପୁରୀ:  ରଥ ନିର୍ମାଣ ନେଇ ରଥ ଖଳା ଚଳଚଞ୍ଚଳ ।  ୨୩ ଦିନରେ ପହଞ୍ଚିଲା ରଥ ନିର୍ମାଣ କାମ । ଶ୍ରୀକ୍ଷେତ୍ରରେ ଭଉଁରୀ ପରେ ଜୋରସୋରରେ ଆଗେଇଛି ରଥ ନିର୍ମାଣ କାମ । ମହାରଣା ସେବାୟତଙ୍କ ହାତରେ ତର ନାହିଁ । ତିନି ରଥର ମୋଟ ୪୨ ଚକ ମଧ୍ୟରୁ ୩୧ଟି ଚକର ନିର୍ମାଣ କାମ ଶେଷ ହୋଇଛି । ପ୍ରତ୍ୟେକ ରଥ…

ପ୍ରେମିକା ଘରେ ପ୍ରେମିକ ଆତ୍ମହତ୍ୟା କରିଥିବା ଅଭିଯୋଗ

ବ୍ରହ୍ମଗିରି(ପୁରୀ): ପ୍ରେମିକା ଘରେ ପଶି ପ୍ରେମିକ ଆତ୍ମହତ୍ୟା କରିଥିବା ଅଭିଯୋଗ । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ପୁରୀ ଜିଲ୍ଲା ବ୍ରହ୍ମଗିରି ସାହୁପଡ଼ା ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ଗାଁର ସୂର୍ଯ୍ୟକାନ୍ତ ବିଶ୍ୱାଳ । ଏହା ଆତ୍ମହତ୍ୟା ନାଁ ହତ୍ୟା ଏଯାଏ…

[ଦେଖନ୍ତୁ ଭିଡିଓ] ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରାଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ

ପୁରୀ: ନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକ ଶେଷ ହୋଇଛି । ବୈଠକରେ ରାଜେନ୍ଦ୍ରାଭିଷେକ, ରକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି ପ୍ରବେଶ, ସେନାପଟା ଲାଗି, ଦେବସ୍ନାନ ପୂର୍ଣ୍ଣିମା, ଚକାବିଜେ, ଖଳିଲାଗି ଏକାଦଶୀ, ରାଜପ୍ରସାଦ ବିଜେ, ନବଯୌବନ ଦର୍ଶନ ସହ ଶ୍ରୀଗୁଣ୍ଡିଚା…

[ଦେଖନ୍ତୁ ଭିଡିଓ] ପୁରୀ ଗୁଳିମାଡ ଘଟଣାର ଖୋଲୁଛି ଗୁମର: ଗୁଳିମାଡ ପଛରେ ପ୍ରେମ ବ୍ୟାପାର

ପୁରୀ : ପୁରୀରେ  ଗୁଳିମାଡ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି ।  ଲୋକନାଥ ମନ୍ଦିର ସେବାୟତ ଶିବରାମ ପାତ୍ରକୁ ଗୁଳି କରି ହତ୍ୟା ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତକୁ ଅଟକରଖି  ପଚରା ଉଚରା କରୁଛି । ମୁଖ୍ୟ ଅଭିଯୁକ୍ତ ଚନ୍ଦନ ବାରିକକୁ ପୋଲିସ ଅଟକ ରଖିଛି । ପ୍ରେମ ବ୍ୟାପରକୁ ନେଇ…

ଚୂଡ଼ାନ୍ତ ହେବ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନୀତିକାନ୍ତି, ବସିବ ଛତିଶା ନିଯୋଗ ବୈଠକ

ପୁରୀ: ଆସନ୍ତା ଜୁନ ୧୪ ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଓ‌ ଜୁଲାଇ ୧ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ନୀତି କାନ୍ତି ଚୁଡାନ୍ତ କରାଯିବ। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ପ୍ରଥମେ ନୀତି ସବକମିଟି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଆସନ୍ତା…

ପୁରୀ ହେଉଛି ଧାର୍ମିକ ରାଜଧାନୀ : ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ପୁରୀ  :  ପୁରୀ ପରିକ୍ରମା ପ୍ରକଳ୍ପକୁ ନେଇ ବର୍ଷିଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ । ବିକାଶ ନାଁରେ ଚାଲିଥିବା କାର୍ଯ୍ୟକୁ ଜଗଦଗୁରୁଙ୍କ ନାପସନ୍ଦ । ବିକାଶ ନାଁରେ ପୁରୀର ଆଦର୍ଶକୁ ବିକୃତ ଓ ବିଲୁପ୍ତ ଉଦ୍ୟମ କରାଯାଉଛି । ବିକାଶ ହେଉ କିନ୍ତୁ ଐତିହ୍ୟ ନଷ୍ଟ କରାନଯାଉ । ଶାସନତନ୍ତ୍ର ମାର୍ଗ…

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ ୪ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏେଇ…

ପୁରୀ ଏମାର ମଠ ଖନନ ସ୍ଥଳରେ ଆଜି ପୁଣି ଜିପିଆର୍ ସର୍ଭେ

ପୁରୀ: ଏମାର ମଠ ଖନନ ସ୍ଥଳରେ ଆଜି ପୁଣି ଜିପିଆର୍ ସର୍ଭେ ହୋଇଛି । ଜିପିଆରଏସରେ ୩ ମେସିନ୍, ୫ ଇଞ୍ଜିନିୟର ଓ ୮ କାର୍ମଚାରୀ ନିୟୋଜିତ ହୋଇଛନ୍ତି । ୪ ଦିନରେ ସର୍ଭେ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ଓବିସିସି  । ଓବିସିସିର ଚିଠି ପରେ ଗୁଜୁରାଟ ଆଇଆଇଟି ପକ୍ଷରୁ ଏହି ସର୍ଭେ କରାଯାଉଛି ।…

ପୁଣି କ୍ଷୋଭ ପ୍ରକାଶ କରି ପ୍ରଶାସନିକ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଲେ ଶଙ୍କରାଚାର୍ଯ୍ୟ

ପୁରୀ: ପୁଣି କ୍ଷୋଭ ପ୍ରକାଶ କରି ସମାନ କଥା ଦୋହରାଇଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ। ପର୍ଯ୍ୟଟନ କ୍ଷେତ୍ର କରି ତୋପ ଭୂମିକୁ ଭୋଗ ଭୂମିରେ ପରିଣତ କରି ଆଜିକାଲି ବିକାଶ ବୋଲି ଦର୍ଶାଯାଇଛି। ଏଭଳି ବିକାଶ ପକ୍ଷରେ ଜନମତ ସ୍ରୁଷ୍ଟି ହେଉଛି। ତପସ୍ୟା ମୂଲ୍ୟବୋଧ ବୁଝିବାରେ ଅକ୍ଷମତା ପ୍ରକାଶ ପାଉଛି।…