Latest Odisha News

BREAKING NEWS

Browsing Category

ପୁରୀ

Puri

ଆଜି ପବିତ୍ର ଅକ୍ଷୟ ତୃତୀୟା:ଅଖିମୁଠି ଅନୁକୂଳ କରିବ ଚଷା ପୁଅ

 ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମାଆ ଲକ୍ଷ୍ମୀ…

[ଦେଖନ୍ତୁ ଭିଡିଓ] ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ : ଭକ୍ତଙ୍କ ଗହଣରେ ଚନ୍ଦନଯାତ୍ରା ବ୍ୟବସ୍ଥା

ପୁରୀ : ପବିତ୍ର ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଶ୍ରୀମନ୍ଦିରରେ ଆସନ୍ତା କାଲି ମହାପ୍ରଭୁଙ୍କ ଦ୍ଵାରଫିଟା,ମଙ୍ଗଳ ଆଳତୀ,ସକାଳଧୂପ ନୀତି ସରିବା ପରେ ଦକ୍ଷିଣ ଘର ଭୋଗ କରାଯିବ ।  ଅପରାହ୍ନ ୧ଟାରୁ ୨.୩୦ ମଧ୍ୟରେ ଯାତଭୋଗ ଓ ମଧ୍ୟାହ୍ନ ଭୋଗ ସରିବ । ଅପରାହ୍ନ ୩ଟାରେ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ଅଘଟଣ, ସିଂହଦ୍ୱାର ଗୁମୁଟରୁ ଡେଇଁ କିନ୍ନର ମୃତ

ପୁରୀ: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଅଭାବନୀୟ ଘଟଣା । ସିଂହଦ୍ୱାର ଗୁମୁଟ ଉପରୁ ଡେଇଁ କିନ୍ନରଙ୍କ ଆତ୍ମହତ୍ୟା। ଆତ୍ମହତ୍ୟା କରିଥିବା କିନ୍ନର ଜଣକ ହେଉଛନ୍ତି ନିମାପଡା ଗଡଇଟା ପୋଖରୀ ଗ୍ରାମର ବଳରାମ ରାଉତ । ଆଜି ମଧ୍ୟାହ୍ନ ସମୟରେ ଏହି ଘଟଣା ଘଟିଥିବା ବେଳେ ପୋଲିସ ଉକ୍ତ…

ଶ୍ରୀମନ୍ଦିରରେ ଘଟିଛି ବଡ଼ ଅଘଟଣ: ଗୁମୁଟରୁ ପଡ଼ି ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ : ଶ୍ରୀମନ୍ଦିରରେ ଘଟିଛି ବଡ଼ ଅଘଟଣ। ଗୁମୁଟରୁ ପଡ଼ି ଜଣେ ମହିଳାଙ୍କର ମୃତ୍ୟୁ ହୋଇଯାଇଛି। ମହିଳା ଶ୍ରଦ୍ଧାଳୁ ଜଣକ ପୁରୀ ଦର୍ଶନ କରିବାକୁ ଆସିଥିବା ବେଳେ ଦର୍ଶନ ସମୟରେ ଏହି ଅଘଟଣ ଘଟିଛି। ଗୁମୁଟରୁ ପଡ଼ିଯାଇଥିବା ବେଳେ ମହିଳା ଶ୍ରଦ୍ଧାଳୁଙ୍କ ମୁଣ୍ଡରେ ଆଘାତ ଲାଗିଛି। ମୁଣ୍ଡରୁ ଅତ୍ୟଧିକ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପାଇଁ ପୁରୀରେ ASI ଟିମ୍

ପୁରୀରେ ଉଚ୍ଚସ୍ତରୀୟ ASI ଟିମ୍ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପାଇଁ ପୁରୀ ଆସିଛନ୍ତି ASI ଟିମ୍ । ଆଞ୍ଚଳିକ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ ଟିମ୍ ପୁରୀ ଆସିଛି । OBCC ଓ ଟାଟା ପ୍ରୋଜେ କର୍ତ୍ତୃପକ୍ଷଙ୍କ ସହ ଜିଲ୍ଲାପାଳ ମଧ୍ୟ ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା…

ପୁରୀ ବେଳାଭୂମିରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ

ପୁରୀ : ପୁରୀରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ। ଦୂରଦୂରାନ୍ତରୁ ପୁରୀ ଆସୁଥିବା ପର୍ଯ୍ୟଟକ, ସ୍ଥାନୀୟ ବାସିନ୍ଦା ଓ ସମୁଦ୍ର କୂଳ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ଆଜି ସ୍ବର୍ଣ୍ଣାଭ ବେଳାଭୂମିରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ ।…

ପୁରୀରେ ଏଏସଆଇ ଟିମ୍, ମେ ୯ରେ ହାଇକୋର୍ଟରେ ଶୁଣାଣି

ପୁରୀ:  ପୁରୀରେ ଏସଆଇର ଏକ ଟିମ୍ । ଆଞ୍ଚଳିକ ନିର୍ଦ୍ଦେଶକ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ଟିମ୍ ଆସି ପହଞ୍ଚିଛି । ଏହି ଗସ୍ତ ବେଳେ ପୁରୀ ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ସଂସ୍ଥା । ପ୍ରକଳ୍ପ ଅନୁଧ୍ୟାନ କରିବା ପରେ ମେ ୭ରେ ହାଇକୋର୍ଟରେ ରିପୋର୍ଟ…

[ଦେଖନ୍ତୁ ଭିଡିଓ] ଆଜିଠାରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ଦେଇ ମହାପ୍ରଭୁଙ୍କୁ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତା ୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା।ଏହି ଦିନ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବା ସହ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ଚନ୍ଦନ ଯାତ୍ରା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ…

ଆଜିଠୁ ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର : ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରୁଛନ୍ତି ଭକ୍ତ

ପୁରୀ : ଆଜିଠୁ ପଶ୍ଚିମ ଦ୍ୱାରରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ । ଉଭୟ ଶ୍ରୀମନ୍ଦିର ସିଂହଦ୍ୱାର ଓ ପଶ୍ଚିମଦ୍ୱାରରୁ ଦର୍ଶନ ପାଇଁ ଅନୁମତି ମିଳିଛି । ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ଆଜିଠୁ ଏହି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି । ଭକ୍ତଙ୍କୁ ସୁବିଧାରେ ଦର୍ଶନ…

ପୁରୀରେ ପର୍ଯ୍ୟଟକଙ୍କ ସୁରକ୍ଷା ଚିନ୍ତା : ସୁରକ୍ଷିତ ସମୁଦ୍ର ସ୍ନାନ ଉପରେ ଗୁରୁତ୍ୱ

ପୁରୀ :  ଏବେ ପର୍ଯ୍ୟଟକଙ୍କ ପାଇଁ କାଳ ସାଜିଛି ସମୁଦ୍ର । ପ୍ରଶାସନର ବେଫିକର ମନୋଭାବ ଯୋଗୁଁ ଗୋଟିଏ ପରେ ଗୋଟିଏ ଜୀବନକୁ ଗିଳି ଦେଉଛି ସମୁଦ୍ର। ପ୍ରତିଦିନ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। କିନ୍ତୁ ସମୁଦ୍ର ଗାଧୁଆ ଏବେ ଅସୁରକ୍ଷିତ ହୋଇପଡିଥିବାରୁ ପର୍ଯ୍ୟଟକ ମାନେ ଗାଧେଇବା ବେଳେ…