Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି : ଚାରି ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ…

ଶ୍ରୀମନ୍ଦିର ପ୍ରକଳ୍ପକୁ ନେଇ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟ

ଭୁବନେଶ୍ୱର : ଶ୍ରୀମନ୍ଦିର ପ୍ରକଳ୍ପକୁ ନେଇ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟ । ରାଜନୀତି ନକରି ASI କ’ଣ କହୁଛି, ତା’ ପାଇଁ ଅପେକ୍ଷା କରିବା ଦରକାର । ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହୁ । ମହାପ୍ରଭୁ…

ପୁରୀ ପଦଯାତ୍ରାକୁ ମିଳିଲାନି ଅନୁମତି, ପ୍ରସ୍ତୁତି ଦେଖି ଡରିଗଲା କି ପ୍ରଶାସନ ?

ପୁରୀ: ଶ୍ରୀକ୍ଷେତ୍ରରେ ଐତିହ୍ୟ ପ୍ରକଳ୍ପକୁ ବିରୋଧ କରି ହେବାକୁ ଥିବା ପଦଯାତ୍ରାକୁ ମିଳିଲାନି ଅନୁମତି । ଆସନ୍ତାକାଲି ପୁରୀରେ ଏହି ପଦଯାତ୍ରା ହୋଇଥାନ୍ତା । ଏଥିପାଇଁ ଐତିହ୍ୟ ପ୍ରକଳ୍ପକୁ ବିରୋଧ କରୁଥିବା ଅନେକ ବ୍ୟକ୍ତି, ସଂଗଠନ ପୁରୀ ଆସିଥାନ୍ତେ । ନିଜେ ଭୁବନେଶ୍ୱର ସାଂସଦ ଅପରାଜିତା…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୨୪୮ କୋଟି ଟଙ୍କାର ବଜେଟ ପାରିତ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୨୪୮ କୋଟି ଟଙ୍କାର ବଜେଟ ପାରିତ ହୋଇଛି । ସେବାୟତ ଗୁରୁକୁଳ ପାଇଁ MOU ଅନୁଧ୍ୟାନ ସରିଥିବା ବେଳେ ସେବାୟତଙ୍କ ବାସଗୃହ ଯୋଜନା ପାଇଁ ଜମି ଚି଼ହ୍ନଟ କରାଯାଇଛି । ଖୁବ ଶୀଘ୍ର ବାସଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମୁଖ୍ୟ ପ୍ରଶାସକ…

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି : ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆସନ୍ତାକାଲି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଆପାତତଃ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି…

ବାହାଘର ପ୍ରୋସେସନ ବେଳେ ତୁମୁଳକାଣ୍ଡ: ଟେଣ୍ଟ ମାଲିକଙ୍କୁ ହତ୍ୟା

ଗୋପ: ଗୋପ ଥାନା ବାଲିକନ୍ଦଳ ଗାଁରେ ହତ୍ୟା ।  ଗତକାଲି ରାତିରେ ବାହାଘର ପ୍ରୋସେସନ ବେଳେ ତୁମୁଳକାଣ୍ଡ ଘଟିଥିଲା। ଟେଣ୍ଟ ମାଲିକଙ୍କୁ ଭୁଜାଲିରେ ଆକ୍ରମଣ କରି ଡିଜେ ମାଲିକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଣେ ଘଟଣାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ପିପିଲି- କୋଣାର୍କ ରାସ୍ତାର ବେଗୁନିଆ…

ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର: ସହଜ ହେବ ଶ୍ରୀମନ୍ଦିର ପ୍ରବେଶ ଓ ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିର ବଜେଟ ପୂର୍ଣ୍ନାଙ୍ଗ ହୋଇପାରିନି । ଆସନ୍ତା ୨୫ ତାରିଖରେ ପୁର୍ନବାର ବୈଠକ ବସି ବଜେଟ ଚୂଡ଼ାନ୍ତ ହେବ । ବୈଠକରେ ନୀତି ସବକମିଟିରେ ନିଆଯାଇଥିବା ନିଷ୍ପତ୍ତି ଓ ଚନ୍ଦନଯାତ୍ରା ନୀତିନିର୍ଘଣ୍ଟକୁ ମୋହର ମାରିଛି ପରିଚାଳନା କମିଟି । ସହଜ ହେବ ଶ୍ରୀମନ୍ଦିର ପ୍ରବେଶ ଓ ଜଗା…

ୱାର୍ଲ୍ଡ ଆର୍ଥ ଡେ: ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ବାର୍ତ୍ତା

ପୁରୀ: ଆଜି ‘ ୱାର୍ଲ୍ଡ ଆର୍ଥ ଡେ ’। ଧରିତ୍ରୀକୁ ସମ୍ମାନ ଦେବା ସହ ଏହାର ସୁରକ୍ଷା ଲାଗି ପ୍ରତି ବର୍ଷ ଏପ୍ରିଲ୍ ୨୨ ତାରିଖକୁ ‘ ୱର୍ଲ୍ଡ ଆର୍ଥ ଡେ ’ ବା ବିଶ୍ୱ ଧରିତ୍ରୀ ଦିବସ ଭାବେ ପାଳନ କରାଯାଏ। ୧୯୭୦ ମସିହାରେ ଆରମ୍ଭ ହୋଇଥିବା ଏହି ପରମ୍ପରା ବର୍ତ୍ତମାନ ୧୯୨ ଦେଶରେ ପ୍ରଚଳିତ ହେଉଛି ।…

ବିନା ଡିପିଆରରେ ଐତିହ୍ୟ ପ୍ରକଳ୍ପ କାମ କରିବା ଠିକ୍ ନୁହେଁ: ସଂସଦୀୟ କମିଟି

ପୁରୀ: ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ବିନା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ନିର୍ମାଣ କାମ ଜାରି ରଖିବା ଠିକ୍ ନୁହେଁ । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରାଳୟ ଅଧୀନରେ ଥିବା ସଂସଦୀୟ କମିଟିର ସଦସ୍ୟ ସାମ୍ଭାଜୀ ରାଜେ ଛତ୍ରପତି ପୁରୀ ଗସ୍ତରେ ଆସି ଏହା କହିଛନ୍ତି ।…

ବିଶ୍ୱ ଐତିହ୍ୟ ଦିବସରେ ସରକାରଙ୍କୁ ଐତିହ୍ୟ ରକ୍ଷା ଦିଗରେ ସଦବୁଦ୍ଧି ଦେବାକୁ ପ୍ରାର୍ଥନା କଲା ଜଗନ୍ନାଥ ସେନା

ପୁରୀ : ବିଶ୍ୱ ଐତିହ୍ୟ ଦିବସରେ ଶ୍ରୀମନ୍ଦିର ଏତିହ୍ୟ ସୁରକ୍ଷା ଦିଗରେ ସ୍ୱର ଉଠାଇଲା  ଜଗନ୍ନାଥ ସେନା । ପୁରାତନ ଐତିହ୍ୟ ଓ କୀର୍ତ୍ତିରାଜିକୁ ସଂରକ୍ଷଣ ଓ ପ୍ରସାର କରିବା ଏହି ଦିବସର ମହାନ ଉଦ୍ଦେଶ୍ୟ ।  । ବିଗତ କିଛିଦିନ ହେବ ଓଡିଆଙ୍କ ଆସ୍ଥାର ପ୍ରତୀକ ଶ୍ରୀମନ୍ଦିରକୁ ବିପଦରେ ପକାଇ ଚାଲିଛି…