Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ସମୁଦ୍ରକୂଳରେ ଥିବା ହୋଟେଲରେ ପର୍ଯ୍ୟଟକଙ୍କୁ ବାସି ଖାଦ୍ୟ ଦିଆଯାଉଥିବା ଅଭିଯୋଗରେ ଚଢାଉ

ପୁରୀ : ପୁରୀ ସମୁଦ୍ରକୂଳରେ ଥିବା ହୋଟେଲରେ ଚଢାଉ । ପର୍ଯ୍ୟଟକଙ୍କୁ ବାସି ଖାଦ୍ୟ ଦିଆଯାଉଥିବା ଅଭିଯୋଗରେ ଏହି ଚଢାଉ କରାଯାଇଛି । ପୁରୀ ପୌର ପାଳିକା ସ୍ୱାସ୍ଥ୍ୟ ଅଧିକାରୀ, ଖାଦ୍ୟ ସୁରକ୍ଷା ଅଧିକାରୀ ଓ ପୋଲିସ ଟିମ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଇଥିଲା । ହୋଟଲରେ ଥିବା ଖାଦ୍ୟ ଗୁଡିକୁ…

ଛତିଶା ନିଯୋଗ ବୈଠକ : ଚନ୍ଦନଯାତ୍ରା ଓ ଅକ୍ଷୟ ତୃତୀୟା ପ୍ରସ୍ତୁତି ନେଇ ଆଲୋଚନା

ପୁରୀ  : ମଙ୍ଗଳବାର ବସିବ ଛତିଶା ନିଯୋଗ ବୈଠକ । ଅପରାହ୍ନରେ ଅନୁଷ୍ଠିତ ହେବ ଏହି ଛତିଶା ନିଯୋଗ ବୈଠକ ।  ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ତେବେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ…

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ,ଭର୍ଚୁଆଲ ମୋଡରେ ଯୋଗଦେଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ…

ପୁରୀ : ପୁରୀରେ ଆଜି ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଉଦଘାଟନ ହୋଇଯାଇଛି । ୨୫ ଏକର ଜାଗାରେ ନିର୍ମିତ ଏହି ମେଡିକାଲର ଶୁଭ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ କେନ୍ଦ୍ର…

ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଲୋକାର୍ପିତ

ପୁରୀ:  ପୁରୀଠାରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସପିଟାଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ଲାଲ ମାଣ୍ଡଭ୍ୟ ଭର୍ଚୁଆଲ ମୋଡରେ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମେଡିକାଲ କଲେଜ ଉଦଘାଟନ…

ଶ୍ରୀମନ୍ଦିର ଭିତରକାଠରେ ରକ୍ତଛିଟା , ମହାପ୍ରଭୁଙ୍କ ହେଲା ବଡମହାସ୍ନାନ ନୀତି

ପୁରୀ : ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡିଲା ରକ୍ତଛିଟା । ମହାପ୍ରଭୁଙ୍କ ହେଲା ମହାସ୍ନାନ ନୀତି । ସୋମବାର ଶ୍ରୀମନ୍ଦିର ଭିତରକାଠ ନିଟକରେ ରକ୍ତଛିଟା ପଡିଥିବା ଦେଖିବାକୁ ମିଳିଥିଲା । କେହି ଜଣେ ସେବାୟତ ଝୁଣ୍ଟି ପଡିବାରୁ ରକ୍ତଛିଟା ପଡିଥିବା ସନ୍ଦେହ କରାଯାଉଛି ।ଏହା ପରେ ସମସ୍ତ…

ଶ୍ରୀକ୍ଷେତ୍ରରେ ଶ୍ରୀରାମ ଜନ୍ମରୁ ପାରମ୍ପରିକ ସାହିଯାତ ଆରମ୍ଭ

 ପୁରୀ:  ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ପାରମ୍ପରିକ ସାହିଯାତ | ଶ୍ରୀମନ୍ଦିର ରୀତିନୀତି ସହ ସମ୍ପୃକ୍ତ ଏହି ସାହିଜାତରେ ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ପର୍ଯ୍ୟନ୍ତ ଚାଲିବ | ଗତକାଲି ପ୍ରଥମ ଦିନରେ କାଳିକାଦେବୀ ସାହି ପକ୍ଷରୁ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି କରାଯାଇଥିବା…

ପ୍ରତୀକ୍ଷାର ଘଟିବ ଅନ୍ତ, ଲୋକାର୍ପଣ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଆଣ୍ଡ ହସପିଟାଲ

ପୁରୀ : ଲୋକାର୍ପଣ ହେବ ପୁରୀ ବାଲିଗୁଆଳି ଠାରେ ନିର୍ମିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜର ଲୋକାର୍ପଣ କରିବେ। ପ୍ରଥମ ବ୍ୟାଚରେ ଆଡମିଶନ କରିଥିବା ଶହେ ଜଣ MBBS ଛାତ୍ରଛାତ୍ରୀଙ୍କ ସହ…

ରଥଯାତ୍ରା: ଦୁଇ ବର୍ଷ ପରେ ରଥ ଟାଣିବେ ଭକ୍ତ

ପୁରୀ: କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସିଛି । ତେଣୁ ଦୁଇ ବର୍ଷ ପରେ ଚଳିତଥର ଭକ୍ତ ତିନି ଠାକୁରଙ୍କୁ ଦର୍ଶନ କରିବା ସହିତ ରଥଯାତ୍ରାରେ ରଥ ଟାଣିବାର ଯଥେଷ୍ଟ ସମ୍ଭାବନା ରହିଛି । ସେହିପରି ଏହା ପୂର୍ବରୁ ହେବାକୁ ଥିବା ଚନ୍ଦନ ଯାତ୍ରା ଏବଂ ସ୍ନାନଯାତ୍ରା ମଧ୍ୟ ଦେଖିବାକୁ ଭକ୍ତଙ୍କୁ…

[ଦେଖନ୍ତୁ ଭିଡିଓ] ରାମନବମୀରେ ରଥକାଠ ଚିରଟର ଶୁଭାରମ୍ଭ: ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ

 ପୁରୀ : ଆଜିଠୁ ରଥ କାଠ ଚିରଟର ପରମ୍ପରା । ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ । ଆଜି ପବିତ୍ର ଶ୍ରୀରାମ ନବମୀ ଅବସରରେ ରଥକାଠ ଚିରଟର ପରମ୍ପରା ରହିଛି । ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଆଜି ଶ୍ରୀମନ୍ଦିରରୁ…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା

ପୁରୀ: ଦିନକୁ ଦିନ ଭୟାବହ ହେବାରେ ଲାଗିଛି ଋଷ-ୟୁକେନ୍ ଯୁଦ୍ଧ। ଋଷର ବର୍ବରତା ବଢିଚାଲିଥିବା ବେଳେ ପ୍ରତିଦିନ ଲୋମହର୍ଷଣକାରୀ ଘଟଣା ସାମନାକୁ ଆସିଛି । ଏନେଇ ସମଗ୍ର ବିଶ୍ୱରେ ଶାନ୍ତି ସ୍ଥାପନା କରିବାକୁ ସମସ୍ତଙ୍କ ଅନୁରୋଧ । ପୁରୀ ବେଳାଭୂମିରେ ତିଆରି ହୋଇଛି ଏକ ବାଲୁକା କଳା ଯେଉଁଥିରେ…