Latest Odisha News

BREAKING NEWS

Browsing Category

ପୁରୀ

Puri

ପବିତ୍ର ରାମ ନବମୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାମଜନ୍ମ ନୀତି

ପୁରୀ  : ପବିତ୍ର ଶ୍ରୀରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ…

ବାଲୁକା କଳା ମାଧ୍ୟମରେ ରାମ ନବମୀ ଶୁଭେଚ୍ଛା

ପୁରୀ : ଆଜି ପବିତ୍ର ରାମ ନବମୀ । ରାମନବମୀ ଅବସରରେ ସୁବଆଡେ ଚଳଚଞ୍ଚଳ। ପ୍ରଭୁ ରାମଚନ୍ଦ୍ରଙ୍କ ପୂଜାର୍ଚ୍ଚନା ଚାଲିଥିବା ବେଳେ ବିଭିନ୍ନ ମନ୍ଦିର ଗୁଡିକରେ ଲାଗିଛି ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ୍। କରୋନା କଟକଣା ପରେ ପରେ ମନ୍ଦିରରେ ଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି ଶ୍ରଦ୍ଧାଳୁ।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ : ଜବାବ ମାଗିଲେ ହାଇକୋର୍ଟ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ  ଜବାବ ମାଗିଲେ ହାଇକୋର୍ଟ   ଶ୍ରୀମନ୍ଦିର ଚାରିପଟେ କ’ଣ ନିର୍ମାଣ ଚାଲିଛି, ନିର୍ମାଣ ପାଇଁ ଅନୁମତି ଅଛି କି ନାହିଁ ଜଣାଇବାକୁ ନିର୍ଦ୍ଦେଶ । ରାଜ୍ୟ ସରକାର ଓ ଏଏସଆଇଙ୍କୁ ଜବାବ ତଲବ କରିଛନ୍ତି କୋର୍ଟ । ଶ୍ରୀମନ୍ଦିର ଚାରିପଟେ କଣ…

[ଭିଡିଓ] ଏଣିକି ପ୍ରତି ସପ୍ତାହରେ ଶ୍ରୀମନ୍ଦିର ସୁରକ୍ଷା ବୈଠକ, ନିଆଗଲା ନିଷ୍ପତ୍ତି , ଲାଗିବ ୧୩୫ଟି ସିସିଟିଭି

ପୁରୀ : ଶ୍ରୀମନ୍ଦିର ଚୁଲିଭଙ୍ଗା ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା ।ଏନେଇ ପୁରୀ ଜିଲ୍ଲା ପ୍ରଶାସନ ତତ୍ପର ହୋଇ ପଡିଛି । ଶ୍ରୀମନ୍ଦିର ରୋଷଶାଳା ଚୁଲି ଭାଙ୍ଗିଥିବା ଦୁବୃର୍ତ୍ତ ଜେଲ ଯିବା ପରେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ଏକ ବୈଠକ ଅନୁଷ୍ଠିତ…

ବିଶ୍ଵ ସ୍ଵାସ୍ଥ୍ୟ ଦିବସ ୨୦୨୨: ବାଲୁକା କଳାରେ ସୁସ୍ଥ ରହିବାର ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ବାଲୁକା କଳାରେ ସୁସ୍ଥ ରହିବାର ବାର୍ତ୍ତା ଦେଲେ ବାଲୁକା ଶିଳ୍ପୀ ମାନସ ସାହୁ । ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ବାଲୁକା ଶିଳ୍ପୀ ମାନସ ସାହୁ ପୁରୀରେ ବାଲୁକା କଳାରେ ସୁସ୍ଥ ରହିବାର ବାର୍ତ୍ତା ଦେଇଛନ୍ତି । ପୁରୀ…

୧୪ ଦିନିଆ ରିମାଣ୍ଡରେ ଜଗନ୍ନାଥ ଚୁଲି ଭାଙ୍ଗିଥିବା ଅଭିଯୁକ୍ତ ଜଗନ

ପୁରୀ: ପୁରୀ ଶ୍ରୀମନ୍ଦିର ରୋଷେଇ ଘର ଚୁଲି ଭାଙ୍ଗିବା ମାମଲାର ମୁଖ୍ୟ ଅଭିଯୁକ୍ତ ଜଗନ ମହାପାତ୍ରଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଏହାପରେ ପୁରୀ ଏସଡିଜିଏମ କୋର୍ଟ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଭିଯୁକ୍ତ ଜଣକ କହିଛନ୍ତି, ରୋଷେଇ ଘରେ ସବୁଠି ପ୍ରସାଦ ଏଣେ…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା, ଏସପି ମାପିଚୁପି ବୟାନ ରଖୁଛନ୍ତି କି ?

ପୁରୀ: ଶ୍ରୀମନ୍ଦିର ରୋଷ ଘର ଚୁଲି ଭଙ୍ଗା ଘଟଣାରେ ପୁରୀ ଏସପି କନଓ୍ୱର ବିଶାଲ ସିଂଙ୍କ ବୟାନ ଏବେ ପ୍ରସଙ୍ଗକୁ ଜଟିଳ କରିଛି । ଏସପି କହିଛନ୍ତି, ଅଭିଯୁକ୍ତ ଜେ. ମହାପାତ୍ର ସ୍ୱୀକାର କରିଛନ୍ତି ତାଙ୍କ ଦୋଷ । ସେ ମନ୍ଦିର ବୁଲିବାକୁ ଆସିଥିଲେ, ଏହି ସମୟରେ ତାଙ୍କୁ ଭଲ ଲାଗିଲାନି ତେଣୁ ସେ…

ପୁଲିସ ଆଗରେ ଅଭିଯୁକ୍ତ ବଖାଣିଲା, କାହିଁକି ଜଗା ଚୁଲି ଭାଙ୍ଗିଥିଲା

ପୁରୀ: ଶ୍ରୀମନ୍ଦିର ରୋଷଘର କାହିଁକି ଭାଙ୍ଗିଥିଲା ପୁଲିସ ହାତରେ ଧରାପଡିବା ପରେ ଅଭିଯୁକ୍ତ ଗଗନ ମହାପାତ୍ର ବଖାଣିଛି ସେଦିନର କଥା । ଗତକାଲି ପୁରୀ ପୁଲିସ ଖୋର୍ଦ୍ଦାରୁ ଅଭିଯୁକ୍ତକୁ ଗିରଫ କରିଥିଲା। ଏହାପରେ ରାତିରେ ଅଟକ ଅଭିଯୁକ୍ତକୁ ଜେରା କରିଛି । ଜେରା ବେଳେ ଅଭିଯୁକ୍ତ କହିଛି, ଲୋକେ…

ଶ୍ରୀମନ୍ଦିର ରୋଷଘରେ ଚୁଲି ଭାଙ୍ଗିବା ଘଟଣା: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ବାର ଥାନାରେ ଏତଲା

ପୁରୀ: ଶ୍ରୀମନ୍ଦିରର ରୋଷଘରେ ଚୁଲି ଭାଙ୍ଗିବା ଘଟଣାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ବାର ଥାନାରେ ଏତଲା ଦିଆଯାଇଥିବାର ସୂଚନା ମିଳିଛି । ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଶ୍ରୀମନ୍ଦିର ଚୁଲି ଭଙ୍ଗାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଏକ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିର ରୋଷ ଶାଳା ଚୁଲିକୁ ଭାଙ୍ଗିଦେଲେ ଦୁର୍ବୁତ୍ତ

 ପୁରୀ: ଶ୍ରୀମନ୍ଦିର ରୋଷ ଶାଳାର ଚୁଲିକୁ ଭାଙ୍ଗିଦେଲେ ଦୁର୍ବୁତ୍ତ। ଗତ ରାତିରେ ଦୁର୍ବଳ ସୁରକ୍ଷା ବ୍ୟବସ୍ଥାର ସୁଯୋଗ ନେଇ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୁତ୍ତ। ଗତକାଲି ରାତିରେ ମହାପ୍ରଭୁଙ୍କ ବଡ଼ସିଂହାର ଭୋଗ ପରେ ରୋଷ ଶାଳାକୁ ସୁରକ୍ଷା…