Latest Odisha News

BREAKING NEWS

Browsing Category

ପୁରୀ

Puri

ମହାଶିବରାତ୍ରୀରେ ଲୋକନାଥ ମନ୍ଦିରରୁ ଚୋରି ,ମହିଳାଙ୍କ ବେକରୁ ୧୪ ଗ୍ରାମର ସୁନା ଚେନ୍ ଲୁଟିନେଲେ ଦୁବୃର୍ତ୍ତ

ପୁରୀ: ଲୁଟେରାଙ୍କ ଟାର୍ଗେଟରେ ଏବେ ପୁରୀ ଲୋକନାଥ ମନ୍ଦିର । ମହାଶିବରାତ୍ରୀରେ ଦର୍ଶନ ପାଇଁ ଆସିଥିବା ବେଳେ ପୁରୀ ଲୋକନାଥ ମନ୍ଦିରରେ ଲୁଟର ଶିକାର ହୋଇଛନ୍ତି ମହିଳା ଭକ୍ତ ।ମନ୍ଦିର ଗମ୍ଭୀରା ଭିତରେ ମହିଳାଙ୍କ ବେକରୁ ଦବୃର୍ତ୍ତ ମାନେ ଲୁଟି ନେଇଛନ୍ତି ସୁନା ଚେନ୍ । ଲୁଟରେ ଶିକାର ହୋଇଥିବା…

[ଦେଖନ୍ତୁ ଭିଡିଓ] ଶ୍ରୀ ଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ

ପୁରୀ  : ପୁରୀର ଶ୍ରୀ ଲୋକନାଥଙ୍କ ପୀଠରେ ଆଜି ପଙ୍କୋଦ୍ଧାର ଏକାଦଶୀ ପାଳିତ ହୋଇଛି । ଏହି ଅବସରରେ ଲୋକନାଥ ଦେବଙ୍କ ଗମ୍ଭିରାରୁ ବର୍ଷ ତମାମ ଜମା ହୋଇ ରହିଥିବା ବେଲପତ୍ର, ପୁଷ୍ପ, ନୈବେଦ୍ୟ ଇତ୍ୟାଦିକୁ ପଙ୍କ ହିସାବରେ ପରମ୍ପରା ଅନୁସାରେ କଢ଼ା ଯାଇଥିଲା। ଲୋକନାଥ ଦେବ ବର୍ଷ ତମାମ ପୁଷ୍ପ…

ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ, ଗମ୍ଭୀରାରୁ ବାବା ଲୋକନାଥଙ୍କ ଦର୍ଶନ

ପୁରୀ : ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ । ଏହି ଅବସରରେ ପୁରୀର ଶ୍ରୀ ଶ୍ରୀ ଲୋକନାଥ ଦେବଙ୍କ ଗମ୍ଭୀରାରୁ ବର୍ଷ ତମାମ ସଞ୍ଚିତ ହୋଇ ରହିଥିବା ବେଲପତ୍ର, ପୁଷ୍ପ, ନୈବେଦ୍ୟ ଇତ୍ୟାଦିକୁ ପଙ୍କ ହିସାବରେ ପରମ୍ପରା ଅନୁସାରେ କଢ଼ାଯିବ। ବର୍ଷ ତମାମ ଜଳରାଶି ମଧ୍ୟରେ ଧ୍ୟାନସ୍ଥ ରହିବା ପରେ…

ପୁରୀରେ ପଛରେ ପଡିଲେ ବିରୋଧୀ ,୧୧ ଆସନରେ ଆଗୁଆ ବିଜେଡି

ପୁରୀ: ପୁରୀରେ ପଛରେ ପଡିଲେ ବିରୋଧୀ । ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ ବିଜେଡି, ବିରୋଧୀ ଦଳମାନଙ୍କୁ ମାତ୍ ଦେଇ ଆଗୁଆ ଚାଲିଥିବାବେଳେ, ବିଜେପି ଓ କଂଗ୍ରେସ ବହୁ ପଛରେ ପଡିଯାଇଛନ୍ତି । ତେବେ ଯଦି ପୁରୀ ଜିଲ୍ଲାରେ ଏବେ ସୁଦ୍ଧା ଗଣତି ହୋଇଥିବା ସମସ୍ତ ୧୧ ଜିଲ୍ଲା ପରିଷଦ ଆସନରେ ଶାସକ ବିଜେଡି…

[ଦେଖନ୍ତୁ ଭିଡିଓ] ୟୁକ୍ରେନରେ ଫସିଛନ୍ତି ଓଡ଼ିଆ ଛାତ୍ର ଛାତ୍ରୀ: ସୁରକ୍ଷିତ ଫେରାଇ ଆଣିବାକୁ ଅନୁରୋଧ

ଭୁବନେଶ୍ୱର: ୟୁକ୍ରେନରେ ଯୁଦ୍ଧ ଫଳରେ ସେଠାରେ ହଜାର ହଜାର ସଂଖ୍ୟାରେ ଭାରତୀୟ ଛାତ୍ରଛାତ୍ରୀ ଓ ନାଗରିକ ଫସି ରହିଛନ୍ତି । ଓଡ଼ିଶାରୁ ମଧ୍ୟ କିଛି ଛାତ୍ର ଏବେ ୟୁକ୍ରେନରେ ଫସି ରହିଛନ୍ତି । ୟୁକ୍ରେନରେ ଯୁଦ୍ଧ ଆରମ୍ଭ ଫଳରେ ସେଠାରେ ଫସିଯାଇଛନ୍ତି କିଛି ଓଡ଼ିଆ ଛାତ୍ର । ୟୁକ୍ରେନରେ…

[ଦେଖନ୍ତୁ ଭିଡିଓ] କଡ଼ା ସୁରକ୍ଷା ବଳୟ ଭିତରେ ସାନି ମତଦାନ ଶେଷ

ପୁରୀ : ଆଜି ପୁରୀ ଜିଲ୍ଲାର ପୁରୀ ୫ଟି ବୁଥରେ ସ୍ଥାନରେ ସାନି ମତଦାନ ହୋଇଛି । ଜିଲ୍ଲାରେ ୫ଟି ସ୍ଥାନରେ ଗଣ୍ଡଗୋଳ ଘଟି ମତଦାନ ବାଧାପ୍ରାପ୍ତ ହୋଇଥିଲା । ଫଳରେ ଏହି ବୁଥ ମାନଙ୍କରେ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନକୁ ଆବେଦନ କରାଯାଇ ଥିଲା । ପୁରୀର କଣାସ ବ୍ଲକ ଅଡାଲ ଗ୍ରାମପଞ୍ଚାୟତର…

ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କୃଷ୍ଣ ସପ୍ତମୀ ତିଥି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବାର ରହିଛି ପରମ୍ପରା  । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ ।…

[ଦେଖନ୍ତୁ ଭିଡିଓ] ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ଚତୁର୍ଥ ପର୍ଯ୍ୟାୟ ମତଦାନ

ନୂଆପଡା: ନୂଆପଡା ଜିଲ୍ଲାର ଖଡ଼ିଆଳବ୍ଲକରେ  ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ହୋଇଛି ।। ଆଜି ଜିଲ୍ଲାର ୧୨,୧୩ ଓ ୧୪ ନଂ ଜିଲ୍ଲା ପରିଷଦ ସହ ୨୭ ଗୋଟି ଗ୍ରାମ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ପଦ ସହ ୱାର୍ଡ ସଭ୍ୟ ପଦ ପାଇଁ ୩୨୧ ବୁଥରେ  ପ୍ରାର୍ଥୀ ଙ୍କ ଭାଗ୍ୟ…

[ଦେଖନ୍ତୁ ଭିଡିଓ] ପୁରୁଣା ଧର୍ମ ସଂସ୍କୃତି ବହନ କରୁଥିବା ଶ୍ରୀଚୈତନ୍ୟ ଗୌଡୀୟ ମଠ

ପୁରୀ: ଭାରତ ବର୍ଷରେ କିଛି ମଠ ମନ୍ଦିର ପୁରୁଣା ସଂସ୍କୃତି ସହ ଜଡିତ । ଯେମିତି ଶ୍ରୀଚୈତନ୍ୟ ଗୌଡୀୟ ମଠ । ବୈଷ୍ଣବ ଧର୍ମ ଓ ସନାତନ ଧର୍ମର ପ୍ରଚାରପ୍ରସାର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ପରମଭକ୍ତ ଶ୍ରୀଚୈତନ୍ୟଙ୍କ ରହିଛି ଅନେକ ଅବଦାନ । ସେପଟେ ଶ୍ରୀଚୈତନ୍ୟଙ୍କ ପରମଶିଷ୍ୟ ଶ୍ରୀଳ ପ୍ରଭୂପାଦ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ହଟିଲା ସମସ୍ତ କଟକଣା ଓ ସହଜ ହେଲା ଜଗା ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଜଗା ଦର୍ଶନ ପାଇଁ ହଟିଲା ସମସ୍ତ କଟକଣା ଓ ସହଜ ହେଲା ଜଗା ଦର୍ଶନ। ଆଜିଠାରୁ ପରବର୍ତ୍ତୀ ଏସଓପି ଆସିବା ପର୍ଯ୍ୟନ୍ତ ଜଗା ଦର୍ଶନ ପାଇଁ ଉଭୟ କୋଭିଡ୍ ଆରଟିପିସିଆର୍ ନେଗେଟିଭ୍ ରିପୋର୍ଟ ଦେଖାଇବାକୁ ପଡିବ ନାହିଁ ।  ଦୁଇଟି ଡୋଜ୍ ନେଇଥିବା ଟିକାର ପ୍ରମାଣପତ୍ର ଆଉ…