Latest Odisha News

BREAKING NEWS

Browsing Category

ପୁରୀ

Puri

ପୁନଃନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ଵର : ପଞ୍ଚାୟତ ନିର୍ବାଚନରେ  ପ୍ରାର୍ଥୀପତ୍ର ଦାଖଲ ହୋଇନଥିବା ସ୍ଥାନରେ ଆଉଥରେ ନାମାଙ୍କନ ଦାଖଲ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁ ସ୍ଥାନରେ ପ୍ରାର୍ଥୀ ପତ୍ର ଦାଖଲ ହୋଇନାହିଁ କି କୌଣସି କାରଣରୁ ପ୍ରାର୍ଥୀ ପତ୍ର ନାକଚ ହୋଇଯାଇଛି । ସେସବୁ ସ୍ଥାନରେ ପୂନର୍ବାର ପ୍ରାର୍ଥୀପତ୍ର…

[ଭିଡ଼ିଓ] ଯୁବ ଶିଳ୍ପୀଙ୍କ ନିଆରା କଳାକୃତି, ଆଇସକ୍ରିମ କାଠି ଚିତ୍ରକଳାରେ ସହିଦଙ୍କୁ ସମ୍ମାନ

ପୁରୀ: ସାଧ଼ାରଣତନ୍ତ୍ର ଦିବସ ଅବସରରେ ନିଆରା କଳାକୃତି । ଏହି ଦିବସ ଅବସରରେ ଦେଶବାସୀଙ୍କୁ୍ ଶୁଭେଚ୍ଛା ଜଣାଇଛନ୍ତି ଜଣେ ଯୁବ ଶିଳ୍ପୀ। ଆଇସକ୍ରିମ କାଠିରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ତିଆରି କରିଛନ୍ତି କଳାକୃତି । ସମସ୍ତଙ୍କୁ ସାଧାରଣତନ୍ତ୍ର ଦିବସ ଶୁଭେଚ୍ଛା ଜଣାଇବା ସହିତ ସହିଦଙ୍କୁୁ…

ପୁରୀରେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ , ଅଭିଯୁକ୍ତକୁ ଖୋଜୁଛି ପୋଲିସ

ପୁରୀ : ପୁରୀରେ ପୁଣି ଲଜ୍ଜା । ୫ ବର୍ଷର ଶିଶୁ କନ୍ୟାକୁ ଅମାନୁଷିକ ଭାବେ ଦୁଷ୍କର୍ମ କରାଯାଇଛି । ପୁରୀ ଟାଉନା ଥାନା ସିଦ୍ଧ ବକୁଳ ଲେନ୍ ଅଞ୍ଚଳରେ ଏପରି ଘଟଣା ଘଟିଛି । ଶିଶୁଟିର ଅବସ୍ଥା ଗୁରୁତର ହେବାରୁ ଶିଶୁକୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଶିଶୁଟିକୁ ଦୁଷ୍କର୍ମ…

[ଭିଡ଼ିଓ] ଭୋଟରଙ୍କ ଅଭିନଵ ପ୍ରତିବାଦ, ଭଙ୍ଗା ଘର କାନ୍ଥରେ ପୋଷ୍ଟର ମାରି ଗୁହାର

ପିପିଲି: ଗାଁରେ ସମସ୍ୟା ମାଳ ମାଳ । ପ୍ରତିଥର ଲଗାଯାଉଛି ଗୁହାର । ହେଲେ ଶୁଣିବାକୁ କେହି ନାହିଁ । ପ୍ରତିଥର ନିର୍ବାଚନ ଆସିଲେ ଭୋଟ୍ ପାଇଁ ସବୁ ହାଜର ହୋଇଯାନ୍ତି । ଗଣ୍ଡା ଗଣ୍ଡା ପ୍ରତିଶ୍ରୁତି ବି ଅଜାଡି ଦିଅନ୍ତି । ହେଲେ ଏବେ କିନ୍ତୁ ଗାଁର ଲୋକେ ଏକଜୁଟ ହୋଇ ନିଆରା ଢଙ୍ଗରେ ପ୍ରତିବାଦ…

[ଭିଡ଼ିଓ] ଦ୍ୱିତୀୟ କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମାଣ ଉଚ୍ଛେଦ

ପୁରୀ:  ଦୀର୍ଘ ଦିନର ବିବାଦର ଅବସାନ ଘଟିଛି। ବେଆଇନ୍ ଭାବେ କରାଯାଉଥିବା କୋଣାର୍କ ଚନ୍ଦ୍ରଭାଗା ନିକଟରେ ଦ୍ୱିତୀୟ କୋଣାର୍କ ସୂର୍ଯ୍ୟ ମନ୍ଦିର  ଶେଷରେ ଉଚ୍ଛେଦ ହୋଇଛି । ଏହି ନିର୍ମାଣ ବେଆଇନ୍ ହୋଇଥିବା ବେଳେ ସ୍ଥାନୀୟ ଲୋକେ ବି ଏହାକୁ ବିରୋଧ କରିଆସୁଥିଲେ। ଆଜି ଶେଷର ଏହି ନିର୍ମାଣ ବନ୍ଦ…

[ଭିଡ଼ିଓ] ଧଳାଜହର ବେପାରୀଙ୍କ ପେଣ୍ଠସ୍ଥଳୀ ପୁରୀ, ୧୭୨ ଗ୍ରାମ ବ୍ରାଉନସୁଗର ଜବତ

ପୁରୀ: ଧଳାଜହର ବେପାରୀଙ୍କ ପେଣ୍ଠସ୍ଥଳୀ ପାଲଟିଛି ପୁରୀ । ଆଜି ପୁରୀ ପୋଲିସକୁ ପୁଣିଥରେ ମିଳିଛି ବଡ଼ ସଫଳତା । ଏସଟିଏଫ ଓ ସମୁଦ୍ର କୂଳ ଥାନା ପୋଲିସ ଦ୍ୱାରା ୧୭୨ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି । ତାଳବଣିଆ ଆଇଟିଆଇ ଛକ ନିକଟରୁ ୩ ମୁଖ୍ୟ ବ୍ରାଉନସୁଗାର ବେପାରୀଙ୍କୁ ସମୁଦ୍ର କୂଳ ଥାନା…

ସେନା ଦିବସରେ ଦିଆସିଲି କାଠିରେ ଟ୍ୟାଙ୍କ ତିଆରି କଲେ ଯୁବଶିଳ୍ପୀ ଶାଶ୍ୱତ

ପୁରୀ : ଦିଆସିଲି କାଠିରେ ସେନା ଦିବସର ଶୁଭେଚ୍ଛା । ଏହି ଅବସରରେ ଦେଶର ରିଅଲ ହିରୋଙ୍କୁ କଳା ମାଧ୍ୟମରେ ସମ୍ମାନ ଜଣାଇଛନ୍ତି ପୁରୀ କୁମ୍ଭାରପଡାର ଯୁବଶିଳ୍ପୀ ଶାଶ୍ୱତ ରଞ୍ଜନ ସାହୁ ।  ଆଜି ଦେଶ ପାଳୁଛି ୭୪ ତମ ଜାତୀୟ ସେନା ଦିବସ । ଶାଶ୍ୱତ ରଞ୍ଜନ ସାହୁ ଦିଆସିଲ କାଠିରେ ଏକ ଦେଶୀ ଟି -୯୦…

ବାଲୁକା ଚିତ୍ରକଳାରେ ଅଭିନେତା ମିହିର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଓଡ଼ିଆ ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଛି । ଏହି ଖବର ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ମିହିର ଦାସଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ପରିପ୍ରେକ୍ଷୀରେ ବାଲୁକା ଚିତ୍ରକଳାରେ ନିଜର ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ…

ଭିଜିଲାନ୍ସ ଜାଲରେ ପୂର୍ବତନ ଏଆରସିଏସ୍‌

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ ଜିଲ୍ଲା ବ୍ରହ୍ମଗିରିର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର୍ କୋ-ଅପରେଟିଭ୍ ସୋସାଇଟି ବା ଏଆରସିଏସ୍‌ । ତାଙ୍କ ନାଁ ରାଜକିଶୋର ପରିଡ଼ା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ ।…

ଚନ୍ଦନପୁରରୁ ୧୬୫ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ପୁରୀ: ପୁରୀ ପୋଲିସକୁ ମିଳିଛି ବଡ଼ ସଫଳତା । ଚନ୍ଦନପୁରରୁ ୧୬୫ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ । ଏହାସହ ୭ହଜାର ୫୬୦ ନଗଦ ଟଙ୍କା, ଦୁଇଟି ମୋବାଇଲ, ଗୋଟିଏ ବାଇକ ଜବତ କରାଯାଇଛି । ଘଟଣାରେ ଦୁଇଜଣଙ୍କୁ ପୋଲିସ ଗିରଫ କରିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧୬ ଲକ୍ଷ ୫୦ହଜାର ଟଙ୍କା ।…