Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିର ଐତିହ୍ୟ କରିଡର ପାଇଁ ଦ୍ୱିତୀୟ ଦିନରେ ଚାଲିଛି ଉଚ୍ଛେଦ

ପୁରୀ: ଆଜି ଦ୍ୱିତୀୟ ଦିନରେ ପୁରୀରେ ଆରମ୍ଭ ହୋଇଛି ଉଚ୍ଛେଦ ପ୍ରକିୟା । ନୂଆ ବର୍ଷରୁ ପୁଣି ଥରେ ଶ୍ରୀମନ୍ଦିର ଐତିହ୍ୟ ସୁରକ୍ଷା ପ୍ରାଚିର ନିର୍ମାଣ ପାଇଁ ମେଘନାଦ ପାଚେରୀ ଠାରୁ ୭୫ ମିଟର ପରିଧି ଭିତରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି । ଗଡ଼ନ୍ତିଛକ ନିକଟ ୩ ମହଲା ବିଶିଷ୍ଟ ରଘୁନାଥ ଅତିଥି…

ପୁଣି ପୁରୀକୁ ଫେରିଲା କଣ୍ଟେନମେଣ୍ଟଜୋନ୍, ୩ ଓିମକ୍ରନ୍ ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ

ପୁରୀ: ପୁୂଣି ପୁରୀକୁ ଫେରିଲା କଣ୍ଟେନମେଣ୍ଟଜୋନ୍ । ପୁରୀ ସହରକୁ ଫେରିଲା ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍। ୧୧ନମ୍ବର ୱାର୍ଡରେ ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା। ଏକ ହୋଟେଲର ୨ ଜଣ କର୍ମଚାରୀ ଓ ଜଣେ ପର୍ଯ୍ୟଟକ ଓମିକ୍ରନ ଚିହ୍ନଟ ପରେ ନିଆଯାଇଛି ପଦକ୍ଷେପ। ହୋଟେଲ ସଂଲଗ୍ନ…

[ଭିଡ଼ିଓ] ପୁରୀ କୁମ୍ଭାରପଡ଼ା ହତ୍ୟାକାଣ୍ଡ ଘଟଣା, ୪ ଗିରଫ

ପୁରୀ : ପୁରୀ କୁମ୍ଭାରପଡ଼ା ହତ୍ୟାକାଣ୍ଡ ଘଟଣା। ଏହି ଘଟଣାରେ ଆଜି ୪ଜଣଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ ରାୟ ବାହାଦୂର ଲେନର ରାକେଶ ମହାପାତ୍ର ଓ ତାଙ୍କ ପତ୍ନୀ ନମିତା ବେହେରା । ଆଉ ଦୁଇ ଅନ୍ୟ ଅଭିଯୁକ୍ତ ହେଲେ ପୁରୀ ସଦର ଥାନା ପତିତପାବନ ନଗରର ପୂର୍ଣଚନ୍ଦ୍ର ବେହେରା,…

[ଭିଡ଼ିଓ] ନୂଆବର୍ଷରେ ରତ୍ନ ସିଂହାସନରେ ଚତୁର୍ଦ୍ଧା ମୂର୍ତ୍ତି ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ: ନୂଆବର୍ଷରେ କଟକଣା ପରେ ଆଜି ଦର୍ଶନ ଦେଲେ ମହାପ୍ରଭୁ । ରତ୍ନ ସିଂହାସନରେ ପ୍ରଭୁଙ୍କୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ମଙ୍ଗଳଆରତୀ ସରିବା ପରେ କଟକଣା ଭିତରେ ଶ୍ରଦ୍ଧାଳୁ ମାନେ ତିନିଦିଅଁଙ୍କୁ ଦର୍ଶନ କରିଥିଲେ । ତିନିଦିନର ବିରତି ପରେ ଆଜି ଦର୍ଶନ ପାଇଁ ଖୋଲିଛି…

[ଭିଡ଼ିଓ] ପୁରୀରେ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ

ପୁରୀ: ପୁରୀରେ ପୁୂଣି ଆରମ୍ଭ ହୋଇଛି ଉଚ୍ଛେଦ। ଶ୍ରୀମନ୍ଦିର ଚତୁର୍ପାଶ୍ୱ ହେରିଟେଜ କରିଡରରେ ପୁଣି ଉଚ୍ଛେଦ ଅଭିଯାନ ଆରମ୍ଭ କରଯାଇଛି। ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ପଶ୍ଚିମ ଦ୍ୱାରରେ ଥିବା କୋଠା ଗୁଡିକର ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି । ପୂର୍ବରୁ ୯୫ ପ୍ରତିଶତ ଅଂଚଳରୁ…

ମହାପ୍ରଭୁଙ୍କ ଦର୍ଶନ କଲେ ନୂଆ ପୋଲିସ ଡିଜିପି ସୁନୀଲ ବଂଶଲ

ପୁରୀ : ନୂଆ କରି ଦାୟିତ୍ୱ ନେବା ପରେ ପୋଲିସ ଡିଜିପି ସୁନୀଲ ବଂଶଲ ପୁରୀରେ ପହଁଞ୍ଚିଛନ୍ତି । ବଂଶଲ ଆଜି ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । କଡା ସୁରକ୍ଷାର ସହ ସୁନୀଲ ବଂଶଲ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଗତ ୩୧ ତାରିଖରେ ନୂଆ ଡିଜିପି ଭାବେ ଦାୟିତ୍ୱ ନେଇଥିଲେ ସୁନୀଲ…

[ଭିଡ଼ିଓ] ଝିଅ କାନ୍ଧରେ ମାଆର ଶେଷ ଯାତ୍ରା

ପୁରୀ: କଳି ଯୁଗର କୁଳାଙ୍ଗାର ପୁଅ । ପରିଣତ ବୟସରେ କୋଳ ପୋଛା ପୁଅ ପର କରିଦେଲା ଜନ୍ମ କଲା ମାଆକୁ । ଲହୁ ଲୁହକୁ ଏକାଠି କରି ଛୋଟରୁ ବଡ଼ କରିଥିବା ମାଆକୁ ଶେଷ ସମୟରେ ପଚାରିଲାନି । ହେଲେ ଶେଷରେ ମାଆକୁ କାନ୍ଧ ଦେଇଛନ୍ତି ୪ ଝିଅ । ନିଜେ ମାଆର ମୃତ ଦେହକୁ ସ୍ୱର୍ଗ ଦ୍ୱାର ବୋହି ନେଇ ସେଠାରେ…

ପଚାରିଲେନି ପୁଅ, ମା’କୁ କାନ୍ଧ ଦେଲେ ଚାରି ଝିଅ

ପୁରୀ: ମା’ ବାପାଙ୍କ ଆଶା ଥାଏ, ମଲାପରେ ପୁଅ ମୁଖାଗ୍ନି ଦେବ । ହେଲେ ପୁରୀରେ ଦେଖିବାକୁ ମିଳିଥିଲା ଅଲଗା କିଛି ଦୃଶ୍ୟ । ଏହି ଦୃଶ୍ୟ ଯେତିକି ମନକୁ କଷ୍ଟ ଦେଉଥିଲା, ସେତିକି ପ୍ରଶ୍ନ ମଧ୍ୟ ସୃଷ୍ଟି କରୁଥିଲେ । ସତରେ କଣ ମରିଯାଇଛି ମାନବିକତା? ଛୋଟରୁ ବଡ଼ କରିଥିବା ମା’ ପାଇଁ ଥିବା ନିଜ…

ଆସନ୍ତାକାଲି ଶ୍ରୀମନ୍ଦିରରେ ‘ବଉଳ ଅମାବାସ୍ୟା’ ପାଳନ ହେବ

ପୁରୀ : ରବିବାର ଶ୍ରୀମନ୍ଦିରରେ ବକୁଳ ଅମାବାସ୍ୟା ନୀତି ପାଳିତ ହେବ । ରୀତି ନୀତି ଅନୁସାରେ ମହାପ୍ରଭୁଙ୍କ ଠାରେ ଲାଗିହେବ ବଉଳ । ବଉଳ ପଡି ତିଆରି କରାଯାଇଥିବା ଗଇଁଠା ପିଠା ମହାପ୍ରଭୁଙ୍କ ଠାରେ ଅର୍ପଣ କରାଯିବ । ବଉଳ ଗଇଁଠା ଲାଗି ହେବ ମହାପ୍ରଭୁଙ୍କ ନିକଟରେ ଏବଂ ମହାପ୍ରଭୁଙ୍କୁ ଲାଗି ହେବ…

ନୂଆବର୍ଷ ପାଇଁ ଅଲାରନାଥ ଓ ବାଲି ହରଚଣ୍ଡୀ ପୀଠରେ ୧୪୪ ଧାରା ଜାରି

ବ୍ରହ୍ମଗିରି : ଓମିକ୍ରନ ଭୟ ସହ କରୋନା ସଂକ୍ରମଣ କୁ ଦୃଷ୍ଟିରେ ରଖି ଏବେ ସମସ୍ତ ଧାର୍ମିକଅନୁଷ୍ଠାନ ଗୁଡିକରେ କଟକଣା ଜାରି କରାଯାଇଛି । ଏଥିସହ ନୂଆ ବର୍ଷରେ ଜନଗହଳିକୁ ରୋକିବା ପାଇଁ ଆଜିଠାରୁ ୩ ତାରିଖ ପର୍ଯ୍ୟନ୍ତ ଅଲାରନାଥ ଓ ବାଲିହରଚଣ୍ଡୀ ପୀଠରେ ୧୪୪ ଧାରା ଜାରି କରାଯାଇଛି । ନୂଆ ବର୍ଷରେ…