Latest Odisha News

BREAKING NEWS

Browsing Category

ପୁରୀ

Puri

ବାଲୁକା କଳାରେ ଏଡ୍‌ସ ସଚେତନତା

ଆଜି ବିଶ୍ୱ ଏଡ୍ସ ଦିବସ । ଡିସେମ୍ବର ୧ ତାରିଖକୁ ପ୍ରତିବର୍ଷ ଏଡସ୍ ଦିବସ ଭାବେ ପାଳିତ ହେଉଛି । ଏଡସ୍ ର ଭୟାବହତାରୁ ରକ୍ଷା କରିବା ଓ ସାବଧାନତା ଅବଲମ୍ବନ କରିବା ସହ ଲେକାଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳିତ ହେଉଛି । ଏଡସ୍ ଦିବସ ଅବସରରେ ପୁରୀ ବେଳାଭୂମିରେ ତିଆରି ହୋଇଛି…

ଡିସେମ୍ବର ୧ରୁ କରୋନା କଟକଣା ମଧ୍ୟରେ କୋଣାର୍କ ମହୋତ୍ସବ ଆରମ୍ଭ ହେବ ,ସଜେଇ ହେଲାଣି ରଙ୍ଗମଞ୍ଚ

କୋଣାର୍କ : କରୋନା କଟକଣା ମଧ୍ୟରେ ଚଳିତ ବର୍ଷ ଡିସେମ୍ବର ୧ ତାରିଖରୁ କୋଣାର୍କ ମହୋତ୍ସବ ଓ ଅନ୍ତର୍ଜାତୀୟ ବାଲୁକାକଳା ଉତ୍ସବ ଆରମ୍ଭ ହେବ। ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ଓ ସଂଗୀତ , ଚନ୍ଦ୍ରଭାଗା ବେଳେଭୂମିରେ ଆନ୍ତର୍ଜାତୀୟ ବାଲୁକାକଳା ଉତ୍ସବ ନିମନ୍ତେ ସମସ୍ତ ପ୍ରସ୍ତୁତି…

ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ମାର୍ଗଶୀର କୃଷ୍ଣଦଶମୀ ତିଥି। ଶ୍ରୀମନ୍ଦିରରେ  ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ପାଇଁ ଦର୍ଶନ କଟକଣା ଜାରି…

ରାସ୍ତାକଡ଼ରୁ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର

ପୁରୀ: ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା । ଜନ୍ମ କଲା ଶିଶୁକୁ ରାସ୍ତାକଡ଼ରେ ଫୋପାଡ଼ିଦେଇ ଚାଲିଗଲା ମା’ । କନ୍ୟା ଭ୍ରୁଣ ହତ୍ୟା ରୋକିବାକୁ ସରକାର ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରୁଛନ୍ତି । ହେଲେ ଆଜିବି ଅନେକ ସ୍ଥାନରେ ଶିଶୁକନ୍ୟାଙ୍କୁ ରାସ୍ତାକଡ଼ରେ ଫୋପାଡ଼ି ଦେଇ ଚାଲିଯାଉଥିବା ଦୃଶ୍ୟ…

ମୁଖ୍ୟମନ୍ତ୍ରୀଙ୍କ କାରକେଡ଼ ଉପରକୁ ଅଣ୍ଡା ମାଡ଼

ପୁରୀ: ମୁଖ୍ୟମନ୍ତ୍ରୀଙ୍କ କାରକେଡ଼୍ ଉପରକୁ ଅଣ୍ଡା ମାଡ଼ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତକୁ ବିରୋଧ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକ୍ରମରେ ଫେରିବାବେଳେ ମେଡ଼ିକାଲ ଛକରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ଼୍ ଉପରକୁ ଅଣ୍ଡା ମାଡ଼ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ ହୋଇଛି । ଗଜପତି ମହାରାଜ ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଏକ ମଡେଲ ଅନାବରଣ କରିଥିଲେ । ପ୍ରକଳ୍ପ…

ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ମହାଯଜ୍ଞର ଆଜି ହେଉଛି ପୂର୍ଣ୍ଣାହୂତି । ଆଜି ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ଯୋଗଦେଇ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ସକାଳ ୯ଟା ୪୫ରୁ ୧୦ଟା ମଧ୍ୟରେ ଶିଳା ବିଜେ, ୧୦ଟା ୧୫ରୁ ୧୦.୩୦ ମଧ୍ୟରେ ଶିଳା ସ୍ଥାପନ ଓ…

ଆସନ୍ତାକାଲି ପୁରୀ ଯିବେ ମୁଖ୍ୟମନ୍ତ୍ରୀ ; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କରିବେ ଶିଳାନ୍ୟାସ

ପୁରୀ : ଆସନ୍ତାକାଲି ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନାର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାଲି ସକାଳ ୭ ଟାରୁ ୯ ଟା ମଧ୍ୟରେ ସୂର୍ଯ୍ୟପୂଜା,ଅଗ୍ନିପୂଜା ଓ ଯଜ୍ଞ ବିଧି ସମ୍ପନ୍ନ ହେବ। ସକାଳ ୯.୩୦ ରେ ପୁରୀ ରେ ପହଞ୍ଚିବେ…

ପୁରୀରେ ହେବେ ଗ୍ରୀନ ଫିଲ୍ଡ ଏୟାରପୋର୍ଟ : ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ

ପୁରୀ : ଶ୍ରୀକ୍ଷେତ୍ର ପୁରୀରେ ହେବ ଗ୍ରୀନ ଫିଲ୍ଡ ଏୟାରପୋର୍ଟ । ଝାରସୁଗୁଡାରେ ଆୟୋଜିତ ଉଡାନ୍ ଉତ୍ସବରେ ଯୋଗଦେଇ କେନ୍ଦ୍ର ବେସମାରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ପୁରୀକୁ ଗ୍ରିନ୍ ଫିଲ୍ଡ ଏୟାରପୋର୍ଟ ପାଇଁ ରାଜ୍ୟକୁ ବିସ୍ତୃତ…

ମହାପ୍ରଭୁଙ୍କ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ

ପୁରୀ: ଆଜି ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ । ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ଏହାପରେ ତାଙ୍କୁ ମହାପ୍ରଭୁଙ୍କ…