Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୂଜାର୍ଚ୍ଚନା ଆରମ୍ଭ ,୨୪ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ୨୪ ତାରିଖର ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ । ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ ଭିତ୍ତି ପ୍ରସ୍ତର ସ୍ଥାପନା ପୂର୍ବରୁ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । ଏନେଇ ଯଜ୍ଞ ମଣ୍ଡପ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଁଞ୍ଚିଥିବା ବେଳେ ଆସନ୍ତା କାଲି…

[ଭିଡ଼ିଓ] ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୁର୍ଲଭ ରାଜରାଜେଶ୍ଵର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ପାରମ୍ପରିକ ରୀତି ମତେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ବିରାଜିତ ତିନି ଠାକୁରଙ୍କୁ ରାଜରାଜେଶ୍ୱର ବେଶରେ ସଜିତ କରାଯାଇଥାଏ । ଆଜି ଅବକାଶ ନୀତି ଶେଷ ହେବା ପରେ…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ସୁନାବେଶ, ଦର୍ଶନରୁ ବଞ୍ଚିତ ଭକ୍ତ

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଧର୍ମମାସ ମାସର ଶେଷ ଦିନ । ପଞ୍ଚୁକ ବି ସରୁଛି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହେଉଛି । ମଙ୍ଗଳ ଆଳତି, ଅବକାଶ ନୀତି ପରେ ସୁନାବେଶରେ ଝଟକିବେ ମହାପ୍ରଭୁ । କିନ୍ତୁ ଏହି ଦୁର୍ଲଭ ବେଶ…

ଡ଼ଙ୍ଗା ଭସାଇବାବେଳେ ପୋଖରୀରେ ବୁଡ଼ି ମା’ ଓ ପୁଅଙ୍କ ମୃତ୍ୟୁ

ପୁରୀ: ପୁରୀ ଜିଲ୍ଲା କାକଟପୁର ବ୍ଲକ ବେଢ଼ାବନ୍ଦ ଗାଁରେ ଦୁଃଖଦ ଘଟଣା ଘଟିଛି । ପୋଖରୀରେ ବୁଡ଼ି ମା’ ଓ ପୁଅଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ରିତା ମିଶ୍ର ଓ ପ୍ରଭୁ ମିଶ୍ର । ସୂଚନା ଅନୁସାରେ, ରିତା ମିଶ୍ର ଓ ତାଙ୍କ ପୁଅ ପ୍ରଭୁ ମିଶ୍ର ସକାଳୁ ଗାଁ ପୋଖରୀରେ ଡ଼ଙ୍ଗା ଭସାଇବାକୁ…

ପଞ୍ଚୁକର ଚତୁର୍ଥ ଦିନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ

ପୁରୀ: ପବିତ୍ର କାର୍ତ୍ତିକମାସ ଶୁଳ୍କପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି । ପଞ୍ଚୁକରେ ବିଭିନ୍ନ ବେଶ ଧାରଣ କରୁଛନ୍ତି ମହାପ୍ରଭୁ । ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ଗହଳି ଜମୁଛି । ପଞ୍ଚୁକ ଚତୁର୍ଥ ଦିନରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ…

[ଭିଡିଓ] ଚଳିତ ବର୍ଷ ଆୟୋଜିତ ହେବ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ , କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ

ପୁରୀ : ଚଳିତ ବର୍ଷ ପୁଣି ଆରମ୍ଭ ହେବ ଇକୋ ରିଟ୍ରିଟ୍ ଫେଷ୍ଟିଭାଲ । କୋଭିଡ ଗାଇଡଲାଇନ ଅନୁସାରେ କୋଣାର୍କ ଉତ୍ସବ ଓ ଇକୋ ରିଟ୍ରିଟ ଆରମ୍ଭ ହେବାକୁ ଯାଉଛି । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନ ବିଭାଗ ପ୍ରସ୍ତୁତି ଚଳାଇଛି । ଏଥିପାଇଁ ଜିଲ୍ଲାପାଳ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ…

ଆହତ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କଲା ୧୦୮ ଆମ୍ବୁଲାନ୍ସ

ପୁରୀ: ପୁରୀ ରେଳ ଷ୍ଟେସନ ଶୌଚାଳୟ ନିକଟରୁ ଆହତ ଅବସ୍ଥାରେ ଜଣେ ବ୍ୟକ୍ତି ଉଦ୍ଧାର । ୧୦୮ ଆମ୍ବୁଲାନ୍ସ ବ୍ୟକ୍ତିଙ୍କୁ ଉଦ୍ଧାର କରିଛି । ବ୍ୟକ୍ତିଙ୍କୁ କେତେକ ଲୋକ ମାରି ଆହତ କରିଥିବା ନେଇ ସୂଚନା ମିଳିଛି । ତେବେ ବ୍ୟକ୍ତିଙ୍କ ପରିଚୟ ଏଯାଏଁ ସ୍ପଷ୍ଟ ହୋଇନଥିବାବେଳେ ତାଙ୍କ ନାମ ଉଡ଼ ଲାଲୁ…

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ, ଜାଣନ୍ତୁ ଏହାର ମାହାତ୍ମ

ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଆରମ୍ଭ ହୋଇଥାଏ ଏହି ବେଶ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ…

[ଭିଡ଼ିଓ] ମହାପ୍ରଭୁଙ୍କ ପାଇଁ ପଦ୍ମ ତୁଳସୀ

ପୁରୀ: ଶ୍ରୀଜଗନ୍ନାଥଙ୍କ ପ୍ରତି ଅଗାଢ ବିଶ୍ୱାସ । ବର୍ଷକୁ ଥରେ ହେଉ ପଛେ ଦର୍ଶନ କରିବାକୁ ଦଉଡି ଆସିଥାଏ ଭକ୍ତଟିଏ । ସେମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା ପୁରୀ ଶ୍ରୀକ୍ଷେତ୍ରରେ । ପାତାଳି ଶ୍ରୀକ୍ଷେତ୍ର ସୁବର୍ଣ୍ଣପୁରରୁ କିଛି ଶ୍ରଦ୍ଧାଳୁ ଦିଅଁଙ୍କୁ ଦର୍ଶନ କରିବାକୁ ଆସିଥିଲେ ।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବେ ଭକ୍ତ

ପୁରୀ: କାର୍ତ୍ତିକ ମାସର ପବିତ୍ର ପଞ୍ଚୁକର ଆଜି ଦ୍ୱିତୀୟ ଦିନ । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବେ ଭକ୍ତ । ମହାପ୍ରଭୁଙ୍କ ବେଶ ମଧ୍ୟରେ ବାଙ୍କଚୂଡ଼ା ବେଶ ଅନ୍ୟତମ । କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡ଼ୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ…