Latest Odisha News

BREAKING NEWS

Browsing Category

ପୁରୀ

Puri

ଅଳିଆ ପାଇଁ ୟୁଜର୍ସ ଫି’ ଦେବେ ପୁରୀବାସୀ

ପୁରୀ : ଅଳିଆ ପାଇଁ ୟୁଜର୍ସ ଫି ଦେବେ ପୁରୀବାସୀ ।  ଆସନ୍ତା ୧୦ ତାରିଖରୁ ଫି ଆଦାୟ ନେଇ ନିର୍ଦ୍ଦେଶାନାମା ଜାରି କରିବା ପରେ ସହରବାସୀଙ୍କ ଚିନ୍ତା ବଢିଛି । ୫୦୦ ବର୍ଗ ଫୁଟ ବିଶିଷ୍ଟ ଘର ପାଇଁ ୨୫ ଟଙ୍କା, ୧୨୦୦ ବର୍ଗ ଫୁଟ ଘର ପାଇଁ ୫୦ ଟଙ୍କା, ୩ହଜାର ବର୍ଗ ଫୁଟ ଘର ପାଇଁ ୭୦ ଟଙ୍କା ଓ ୫ହଜାର…

ଶ୍ରୀମନ୍ଦିରରେ ହରିହର ବେଶରେ ଦର୍ଶନ ଦେବେ ବଡଠାକୁର

ପୁରୀ: ଆଜି ଶ୍ରୀମନ୍ଦିରରେ ହରହରି ବେଶରେ ଦର୍ଶନ ଦେବେ ବଡଠାକୁର । ପ୍ରଭୁଙ୍କ ଅବକାଶ ନୀତି ସମ୍ପନ୍ନ ହେବା ପରେ ବଡ ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ। ପରମ୍ପରା ଅନୁସାରେ କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ବଡଠାକୁରଙ୍କ ହରହରି ବେଶ…

କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ

ଗୋପ : କୁଶଭଦ୍ରା ନଦୀରେ ବୁଡ଼ି ବିଟେକ ଛାତ୍ରଙ୍କ ମୃତ୍ୟୁ । ପୁରୀ ଜିଲ୍ଲା ଗୋପ ବ୍ଲକ ବଣିଆସାହି ନିକଟ କୁଶଭଦ୍ରା ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ । ମୃତ୍ ଯୁବକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ବାପି ଦାସ । ବାପି ଜଣେ ସାଙ୍ଗ ଘରକୁ ବୁଲି ଆସିଥିବା ବେଳେ ଅପରାହ୍ନରେ ସାଙ୍ଗ ମାନଙ୍କ ସହିତ…

[ଭିଡ଼ିଓ] ଜମି ବିବାଦ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼, ଜଳିଗଲା ୩୦ ଘର

ବ୍ରହ୍ମଗିରି: ଜଳୁଛି ସାତପଡ଼ା । ଜମି ଜବରଦଖଲ ନେଇ ତୁମୁଳ କାଣ୍ଡ ଘଟିଥିବା ବେଳେ ଲଗାତର ଭାବେ ବୋମାମାଡ ହୋଇଛି । ତେବେ ବହୁ ଦିନ ବ୍ୟବଧାନରେ ଏହି ଅଞ୍ଚଳରେ ବୋମାମାଡ ହୋଇଛି । ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି । ପୁରୀ…

ଶ୍ରୀମନ୍ଦିରରେ 5T ସଚିବ ଭି.କେ ପାଣ୍ଡିଆନ୍

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି 5T ସଚିବ ।  ଆଜି ସକାଳୁ ପୁରୀ ଗସ୍ତ କରିଛନ୍ତି 5T ସଚିବ ଭି. କାର୍ତ୍ତିକେୟନ୍ ପାଣ୍ଡିଆନ । ଏହି ଅବସରରେ ସେ ଶ୍ରୀମନ୍ଦିର ଚତୁଃର୍ପାଶ୍ୱର ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା କରିଛନ୍ତି । କିଛି ଦିନ ତଳେ ପୁରୀ…

ପୁରୀରେ ଲୋକାର୍ପିତ ହେଲା ସ୍ୱର୍ଗରଥ

ପୁରୀ: ପୁରୀରେ ଆଜି ଲୋକାର୍ପିତ ହେଲା ସ୍ୱର୍ଗରଥ । ସ୍ୱର୍ଗରଥକୁ ଲୋକାର୍ପିତ କରିଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା। ପୁରୀ ପୌରାଞ୍ଚଳ ଓ ପୌରାଞ୍ଚଳ ସୀମାର ୧୦କିଲୋମିଟର ମଧ୍ୟରେ ଏହି ସେବା ଉପଲବ୍ଧ ହେବ। ମୃତଦେହକୁ ସ୍ୱର୍ଗଦ୍ୱାର ପର୍ଯ୍ୟନ୍ତ ଆଣିବା ନିମନ୍ତେ ଏହା ବାହାକଭାବେ କାର୍ଯ୍ୟ କରିବ।…

ବାଲୁକା କଳାରେ ଦୀପାବଳି ଶୁଭେଚ୍ଛା ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ବାଲୁକା କଳାରେ ଦୀପାବଳି ଶୁଭେଚ୍ଛା । ପବିତ୍ର ଦୀପାବଳି ଅବସରରେ ବାଲୁକା କଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଚଳିତ ବର୍ଷ କରୋନା କଟକଣା କାରଣରୁ ଦୀପଜାଳି ପରିବାର ସହିତ ଉତ୍ସବ ମନାଇବାକୁ ପଡୁଛି। ଏନେଇ…

ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଘଟଣ: ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଲାଗିଥିବା ଲିଫ୍ଟରେ ଫସିଲେ ୮ ଜଣ ଆଇନଜୀବୀ । ଏନେଇ ଜଣାପଡ଼ିବାର ୨୦ ମିନିଟ ପରେ ସେମାନଙ୍କୁ ଲିପ୍ଟରୁ ବାହାର କରାଯାଇଥିବା ଜଣାପଡ଼ିଛି । ଲିପ୍ଟ ଅଚଳ ହେବା ଯୋଗୁଁ ଏହି ଅଘଟଣ ଘଟିଥିବା ସାମ୍ନାକୁ ଆସିଛି। ଲିପ୍ଟରେ ୮ ଜଣ ଆଇନଜୀବୀ ଫସିଥିବା ବେଳେ…

ଦୀପାବଳି ପାଇଁ କଟକଣା, ଶ୍ରୀମନ୍ଦିର ଚାରିପଟେ ୧୪୪ ଧାରା ଲାଗୁହେବ

ପୁରୀ : ଦୀପାବଳି ପାଇଁ ଶ୍ରୀମନ୍ଦିରରେ କଟକଣା । ଆସନ୍ତା କାଲି ଦୀପାବଳୀ ଏନେଇ ସିଂହଦ୍ୱାର ଓ ଏହାର ଚତୁଃପାର୍ଶ୍ବରେ ଜନ ସମାଗମ ଉପରେ ୧୪୪ ଧାରା ଜାରି କରାଯାଇଛି । ।ଦୀପାବଳୀ ଉପଲକ୍ଷେ ପର୍ଯ୍ୟଟକଙ୍କ ଭିଡ ଓ ଗୟା ଶ୍ରାଦ୍ଧ ଦେବା ପାଇଁ ଶ୍ରଦ୍ଧାଳୁ ଭିଡ ଜମିବାର ଆଶଙ୍କା ନେଇ ପ୍ରଶାସନ ଏଭଳି…

ପୁରୀ ଜିଲ୍ଲା ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା

ପୁରୀ: ପୁରୀ ଜିଲ୍ଲା ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା  । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି । ଜିଲ୍ଲାର…