Latest Odisha News

BREAKING NEWS

Browsing Category

ପୁରୀ

Puri

[ଭିଡ଼ିଓ ] ଭିଜିଲାନ୍ସ ଜାଲରେ ନିମାପଡା ତହସିଲଦାର

ପୁରୀ : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ପୁରୀ ନିମାପଡା ତହସିଲଦାର ରାମ ଚନ୍ଦ୍ର ଜେନା ଭିଜିଲାନ୍ସ ଜାଲରେ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଂକ ନିମାପଡା କାର୍ଯ୍ୟଳୟ ନିକଟ ବାସଭବନରେ ଉପରେ ଆଜି ଚଢ଼ାଉ କରାଯାଇଛି । ନିମାପଡ଼ା ତହସିଲଦାରଙ୍କ ପୁରୀ ସରକାରୀ…

ଆଜି ଶ୍ରୀମନ୍ଦିର ପରିଚାଳନା କିମଟି ବୈଠକ ବସିବ

ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ପୂର୍ବାହ୍ନ ସାଢ଼େ ୧୦ଟାରେ ନିଳାଦ୍ରୀ ଭକ୍ତନିବାସରେ ଏହି ବୈଠକ ବସିବ। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ବିଭିନ୍ନ ତହସିଲ ଅଧିନରେ ମହାପ୍ରଭୁଙ୍କ ଜମି ହଡ଼ପ ପ୍ରସଙ୍ଗ ଓ ଜମି ସୁରକ୍ଷା ମୁଖ୍ୟ…

[ଭିଡ଼ିଓ] ମୁଁ ବି ସକ୍ଷମ. . .ବଡ଼ ଦାଣ୍ଡରେ ଖଟି ଖାଇ ବଞ୍ଚିବି

ପୁରୀ  : ପ୍ରତିକୂଳ ପରିସ୍ଥିତିରେ ବି ନିଜକୁ ସୁଦୃଢ କରିଛନ୍ତି । ସବୁ ଘାତ ପ୍ରତିଘାତ ସହି ଆଗକୁ ବଢିଛନ୍ତି । ଦୃଷ୍ଟି ଶକ୍ତି ହରାଇବା ପରେ ବି ହାର ମାନିନାହାନ୍ତି । ନିଜ ପରିବାର ପାଇଁ ନିଜ ଗୋଡରେ ନିଜେ ଛିଡା ହୋଇ ସକ୍ଷମ ହୋଇପାରିଛନ୍ତି । ଏ ହେଉଛନ୍ତି ବ୍ରହ୍ମପୁର ହୁଗୁଳାପଟା ଅଞ୍ଚଳର…

ଦୀପାବଳିରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିବା ମନା

ପୁରୀ: ଦୀପାବଳିରେ ଜଗା ଦର୍ଶନ ବନ୍ଦ ରହିବ। ଆସନ୍ତା ୪ତାରିଖରେ ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିର ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ୧୪୪ଧାରା ଜାରିହେବ। ପରମ୍ପରା ଅନୁଯାୟୀ ଦୀପାବଳି ଦିନ ଭକ୍ତମାନେ ବଡ଼ବଡ଼ିଆ ଡ଼ାକିବା ପାଇଁ ସିଂହଦ୍ୱାରରେ…

ଶ୍ରୀମନ୍ଦିରରେ ପୁରୀ ସହରବାସୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଆରମ୍ଭ

ପୁରୀ: ଶ୍ରୀମନ୍ଦିରରେ ପୁରୀ ସହରବାସୀଙ୍କ ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବ୍ୟବସ୍ଥା। ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ଏଥିପାଇଁ ନିଜର ଆଧାର କାର୍ଡ଼, କୋଭିଡ଼ ଦ୍ୱିତୀୟ ଡ଼ୋଜ ଟୀକା ସାର୍ଟିଫିକେଟ୍ ବା କୋଭିଡ଼ ନେଗେଟିଭ ଆରଟିପିସିଆର ରିପୋର୍ଟ…

ମରିଗଲା ମାନବିକତା, ଟ୍ରଲିରେ ବୁହା ହୋଇ ଗଲେ ମୃତ ମହିଳା

ପୁରୀ  : ମରିଗଲା ମାନବିକତା । ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ସଂସ୍କାର ପାଇଁ ମିଳିଲାନି ସହଯୋଗ । ଏହି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ସହରରେ । ମୃତକ ହେଉଛନ୍ତି ନରେନ୍ଦ୍ର କୋଣ ମଙ୍ଗଳା ସାହିର ମାମୁଲି ନାୟକ । ପୁରୀ ବଡ ଡାକ୍ତରଖାନାରେ ତାଙ୍କର ଦେହାନ୍ତ…

[ଭିଡ଼ିଓ] ଶ୍ରୀମନ୍ଦିର ଚାରିପାଖରୁ ପୁଣି ଉଚ୍ଛେଦ ଆରମ୍ଭ

ପୁରୀ: କିଛି ଦିନର ବ୍ୟବଧାନ ପରେ ଶ୍ରୀମନ୍ଦିର ଚାରିପାଖରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଶ୍ରୀନହର ସମ୍ମୁଖରେ ଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟର ପୁରାତନ କୋଠାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି । ଶ୍ରୀମନ୍ଦିରର ୭୫ ମିଟର ଐତିହ୍ୟ କରିଡର ମଧ୍ୟରେ ବର୍ତ୍ତମାନ ସୁଦ୍ଧା ୯୬…

ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀ: ପୁରୀରେ ପ୍ରଶାସନ ପକ୍ଷରୁ ଆରମ୍ଭ ହେଲା ଉଚ୍ଛେଦ। ମରଚିକୋଟ ଛକରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ପୋଲିସ ଛାଉଣୀ ସହ ସର୍ବସାଧାରଣଙ୍କ ପାଇଁ ବନ୍ଦ କରାଯାଇଛି। ସକାଳ ୭ଟାରୁ ଆରମ୍ଭ ହୋଇଛି ଉଚ୍ଛେଦ ପ୍ରକ୍ରିୟା। ପୁରୁଣା କୋଠାର ଉଚ୍ଛେଦ ପାଇଁ ଜେସିବି କମ୍ ବ୍ରେକର ମେସିନ ନିୟୋଜିତ…

ବାଲୁକା କଳାରେ ଲୌହ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଏହି ଦିନକୁ ସାରା ଦେଶ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରୁଛି । ବାଲୁକାକଳାରେ ଆଇରନ୍ ମ୍ୟାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୧୮୭୫ ଅକ୍ଟୋବର ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ…

ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା। ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ କିପରି ଜଗନ୍ନାଥଙ୍କ ଦର୍ଶନ କରିପାରିବେ ସେନେଇ ବ୍ୟବସ୍ଥା କରାଯାଉଛି। ସ୍ୱତନ୍ତ୍ର ରାମ୍ପ ନିର୍ମାଣ ହେଉଛି। ଉତ୍ତର ଦ୍ୱାର ଦେଇ ପ୍ରବେଶ ଓ ପ୍ରସ୍ଥାନ କରିପାରିବେ। ଦଶରୁ ଅଧିକ ହୁଇଲ…