Latest Odisha News

BREAKING NEWS

Browsing Category

ପୁରୀ

Puri

ଦାଦାବଟି ପାଇଁ ଗୁଳିମାଡ଼: ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଗୁଳି ଖାଇଲେ ସ୍ତ୍ରୀ

ପୁରୀ: ଦାଦାବଟିକୁ କେନ୍ଦ୍ର କରି ଗୁଳିମାଡ଼ । ପୁରୀରେ ଫୁଟିଲା ଗୁଳି । ନରେନ୍ଦ୍ର କୋଣ ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ଦୁର୍ବୃତ୍ତଙ୍କ ଗୁଳି ଖାଇଛନ୍ତି ସ୍ତ୍ରୀ । ଗୁଳିମାଡ଼ରେ ମହିଳା ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ…

ମହାପ୍ରସାଦକୁ ଅସମ୍ମାନ, ଚପଲ ପିନ୍ଧି ମହାପ୍ରସାଦ ସେବନ କଲେ ପର୍ଯ୍ୟଟକ

ପୁରୀ : ମହାପ୍ରସାଦକୁ ଅସମ୍ମାନ । ପୁରୀ ଲାଇଟ ହାଉସ ଅଞ୍ଚଳରେ ସିଟିଙ୍ଗ ୱାଲ ପାଚେରୀ ଉପରେ ବସି ଚପଲ ପିନ୍ଧି ପର୍ଯ୍ୟଟକ ମହାପ୍ରସାଦ ସେବନ କରୁଥିବା ଦେଖିବାକୁ ମିଳିଛି । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି।ଏହି ଘଟଣାକୁ ନେଇ ସାଧାରଣରେ ନିନ୍ଦା କରାଯିବା ସହ। ମହାପ୍ରସାଦକୁ…

କାର୍ତ୍ତିକରେ କଟକଣା, ଶ୍ରୀମନ୍ଦିରରେ ମହାପ୍ରସାଦ ବ୍ୟବସ୍ଥା ଉପରେ ଗୁରୁତ୍ୱ

ପୁରୀ : ଶ୍ରୀମନ୍ଦିରରେ ଆସନ୍ତା କାଲି କୁମାରପୂର୍ଣ୍ଣିମା ଓ ତା ପର ଦିନ କାର୍ତ୍ତିକ ବ୍ରତ ଆରମ୍ଭ ହେବ । ଏହି ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆସନ୍ତା ୨୧ ତାରିଖଠାରୁ ଶ୍ରୀମନ୍ଦିରରେ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ପ୍ରତିବର୍ଷ କାର୍ତ୍ତିକ ମାସରେ ପୁରୀରେ…

ପୁରୀ ସମୁଦ୍ରରେ ବୁଡିଗଲେ ୨ ପର୍ଯ୍ୟଟକ

ପୁରୀ: ପୁରୀ ସମୁଦ୍ରରେ ବୁଡିଗଲେ ୨ ପର୍ଯ୍ୟଟକ । ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇଛନ୍ତି ଦୁଇ ପର୍ଯ୍ୟଟକ । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ରହିଛନ୍ତି। ତେବେ ଉଦ୍ଧାର ହୋଇଥିବା ଯୁବକ ହେଉଛନ୍ତି ପଶ୍ଚିମବଙ୍ଗର ୧୬ ବର୍ଷୀୟ ଅନୁପମ…

ମୋବାଇଲ ଲୁଟେରା ଗ୍ୟାଙ୍ଗ ପ୍ରେମୀ ଯୁଗଳ

ପୁରୀ: ପୁରୀ ଟାଉନ ଥାନା ପୋଲିସ ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ମୋବାଇଲ ଲୁଟ କରୁଥିବା ଗ୍ୟାଙ୍ଗ ହେଉଛନ୍ତି ପ୍ରେମୀ ଯୁଗଳ । ପ୍ରେମୀ ଯୁଗଳ ଅଭିନବ ଉପାୟରେ ମୋବାଇଲ ଲୁଟ କରୁଥିଲେ । ଗିରଫ ପ୍ରେମୀ ଯୁଗଳ ସ୍କୁଲ ଓ କଲେଜ ଛାତ୍ର ଛାତ୍ରୀଙ୍କ ମୋବାଇଲ ଲୁଟ କରୁଥିଲେ ।…

ସଂଯୁକ୍ତ କିଶାନ ମୋର୍ଚ୍ଚାର ପୁରୀ ରେଳଷ୍ଟେସନରେ ରେଳରୋକ

ପୁରୀ: ପୁରୀ ସଂଯୁକ୍ତ କିଶାନ ମୋର୍ଚ୍ଚା ତରଫରୁ ପୁରୀ ରେଳଷ୍ଟେସନରେ ରେଳରୋକ କରାଯାଇଛି। ତିନି କଳା କୃଷି ଆଇନ ରବ୍ଦ, ସମସ୍ତ କୃଷିଜାତ ଦ୍ରବ୍ୟର ଏମଏସ୍ପି ଦେବା, ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରୀରେ କୃଷକ ଗଣହତ୍ୟା ଘଟଣାର ନିରପେକ୍ଷ ତଦନ୍ତ, କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ବରଖାସ୍ତ…

ପୁରୀରେ ରୋଟାରୀ କ୍ଲବ ପକ୍ଷରୁ ଚକ୍ଷୁ ଯତ୍ନକେନ୍ଦ୍ର ଲୋକାର୍ପିତ

ପୁରୀ : ଚକ୍ଷୁ ଯତ୍ନକେନ୍ଦ୍ର ଲୋକାର୍ପିତ। ପୁରୀ ରୋଟାରୀ କ୍ଲବ ପକ୍ଷରୁ ନିୟମିତ ଚକ୍ଷୁ ଯତ୍ନକେନ୍ଦ୍ର ଲୋକାର୍ପିତ ହୋଇଯାଇଛି । ପୁରୀ ରୋଟାରୀ କ୍ଲବ ଆନୁକୁଲ୍ୟରେ ଏବଂ କଟକ ସ୍ଥିତ ଜେପିଏମ୍ ରୋଟାରୀ ଚକ୍ଷୁ ଚିକିତ୍ସାଳୟର ସହଯୋଗରେ ପୁରୀରେ ଏକ ନୂତନ ଚକ୍ଷୁ ଯତ୍ନକେନ୍ଦ୍ର ଆରମ୍ଭ…

ସମୁଦ୍ରରେ ଭାସୁଛି ପଥର, ସୋସିଆଲ ମିଡିଆରେ ଚର୍ଚ୍ଚା

ପୁରୀ : ସମୁଦ୍ରରେ ଭାସମାନ ପଥର ନେଇ ବଢୁଛି ଚର୍ଚ୍ଚା । ମୂର୍ତ୍ତିି ବିସର୍ଜନ ବେଳେ ଏହି ପଥର ଭାସୁଥିବାର ଦେଖିବାକୁ ମିଳିଥିଲା । ପୁରୀ  ମହୋଦଧିରୁ ମିଳିଛି  ଭାସମାନ ପଥର ଖଣ୍ଡ । ସମୁଦ୍ରକୁ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବ‌େଳେ ଶୁଭେନ୍ଦୁ କୁମାର ଜାଲି ନାମକ ଜଣେ ବ୍ୟକ୍ତି ଏହି…

ସାନିଟାଇଜ ହେଲା ଶ୍ରୀମନ୍ଦିର

ପୁରୀ: ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ବନ୍ଦ ରହିଛି ଦର୍ଶନ। ଶ୍ରୀମନ୍ଦିର ପ୍ରଶାସନର ନୂଆ ଗାଇଡ଼ଲାଇନ୍ ଅନୁସାରେ ପ୍ରତି ରବିବାର ଓ ବିଶେଷ ପର୍ବପର୍ବାଣୀ ଦିନମାନଙ୍କରେ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତି ହୋଇଛି। ଆସନ୍ତାକାଲି ପୁନର୍ବାର ଦର୍ଶନ ଆରମ୍ଭ ହେବା ପୂର୍ବରୁ ଆଜି ଶ୍ରୀମନ୍ଦିରର…

ସ୍ୟାଣ୍ଡଆନିମସେନରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ୟାଣ୍ଡଆନିମେସନରେ ଜନ୍ମ ଦିନର ଶୁଭଚ୍ଛୋ । ପୁରୀର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ ଏକ ଘଣ୍ଟା୨୦ ମିନିଟ ପରିଶ୍ରମ କରି ସ୍ୟାଣ୍ଡଆନିମେସନରେ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୫ ବର୍ଷ ବୟସରେ ପାଦ…