Latest Odisha News

BREAKING NEWS

Browsing Category

ପୁରୀ

Puri

[ଭିଡ଼ିଓ] ବିଜୟାଦଶମୀରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ: ବିଜୟା ଦଶମୀରେ ମହାପ୍ରଭୁଙ୍କ ସୁନାବେଶ ।  ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ । ମହାପ୍ରଭୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ ହୋଇଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ ନୂଆ ଲୁଗା,୩୨ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ଲାଗି ପରେ…

ଛେଳି ପାଇଁ ମହାଭାରତ: ଜଣେ ମୃତ, ୨ଗୁରୁତର

ଅସ୍ତରଙ୍ଗ: ଛେଳି ପାଇଁ ଘଟିଛି ମହାଭାରତ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିଛି । ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସ୍ତରଙ୍ଗ ଥାନା ଅଧିନ ପାଟସୁନ୍ଦରପୁର ଗାଁରେ ଘଟିଛି ବିଭତ୍ସ କାଣ୍ଡ । ଛେଳିକୁ ଗାଡି…

ସମୁଦ୍ର କୂଳରେ ଅଜଣା ବ୍ୟକ୍ତିର ଗଳିତ ମୃତ ଦେହ

ପୁରୀ : ସମୁଦ୍ର କୂଳରେ ପଡ଼ିରହିଛି ଯୁବକଙ୍କ ଗଳିତ ମୃତ ଦେହ । ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଠାରୁ ୪୦୦ ମିଟର ଦୂରରେ ପଡିରହିଛି ଏହି ଗଳିତ ମୃତ ଦେହ ।  ବର୍ତ୍ତମାନ ସମୟରେ ମୃତ ଯୁବକଙ୍କର କୋଣସି ପରିଚୟ ମିଳିପାରୁନାହିଁ । ପୁରୀ ସମୁଦ୍ର କୁଳରେ ପୁରୀ ପୋଲିସ ପକ୍ଷରୁ…

ବାଲୁକା କଳାରେ ୧୨ ପ୍ରକାର ପରିବାରେ ମାଆ ଦୁର୍ଗାଙ୍କ ପ୍ରତିମା

ପୁରୀ : ବିିଭିନ୍ନ ସ୍ଥାନରେ ଚାଲିଛି ମାଆ ଦୁର୍ଗାଙ୍କ ଅରାଧନା । ବିଭିନ୍ନ ସ୍ଥାନରେ ମାଆର ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଛି । ତେବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମାଆ ଦୁର୍ଗାଙ୍କ ଏକ ପ୍ରତିମା । ଯାହାକି ବାଲୁକା କଳାରେ ଶୋଭା ପାଉଛି । ଦେବୀଙ୍କ ଏହି ପ୍ରତିମା ବାଲିରେ ତିଆରି ହୋଇଛି ।…

କୋଣାର୍କ ମନ୍ଦିରରେ ଝଲସିଲା ତ୍ରିରଙ୍ଗା ପତାକାର ଝଲକ

ପୁରୀ: ଲେଜର ଲାଇଟ୍ ମାଧ୍ୟମରେ ତ୍ରିରଙ୍ଗା ପତାକା ପରି ଚିତ୍ରିତ ହୋଇଥିଲା କୋଣାର୍କ ମନ୍ଦିର। ଆଲୋକମାଳାରେ ଝଲସୁଥିଲା ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର। ଯାହା ପର୍ଯ୍ୟଟକଙ୍କ ବେଶ୍ ଆକର୍ଷଣୀୟ କେନ୍ଦ୍ର ବିନ୍ଦୁ ହୋଇଥିଲା। କୋଭିଡ଼୍ ଟୀକାକରଣ ଭାରତବର୍ଷରେ ୧୦୦କୋଟି ପୂରଣ ହେବାକୁ ଥିବାବେଳେ…

ଶ୍ରୀମନ୍ଦିରରେ ଦଶହରାର ସ୍ୱତନ୍ତ୍ର ନୀତି

ପୁରୀ : ଆଜି ଦଶହରାରେ ସବୁଠି ଚାଲିଛି ପୂଜାର୍ଚ୍ଚନା । ସେହିଭଳି ଶ୍ରୀମନ୍ଦିରରେ ଦଶହରାରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି । ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ…

ଗୋଷାଣୀ ଯାତ୍ରାରେ କଟକଣା

ପୁରୀ: ଗୋଷାଣୀ ଯାତ୍ରାରେ ଲାଗିଲା  କଟକଣା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୬ ତାରିଖରେ ସିଂହଦ୍ବାର ସମ୍ମୁଖରେ ହେବାକୁ ଥିବା ଗୋଷାଣୀ ଯାତ୍ରା ଉପରେ ଲାଗିଲା କଟକଣା । ସର୍ବସାଧାରଣଙ୍କ ଦର୍ଶନ ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । ମେଢ ଦେଖିବାକୁ ଶ୍ରଦ୍ଧାଳୁଙ୍କ…

ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ମହିଳାଙ୍କ ଜୀବନ ,୪ ଗୁରୁତର

ପୁରୀ : ଦୁର୍ଘଟଣାରେ ଅକାଳରେ ଚାଲିଗଲା ମହିଳାଙ୍କ ଜୀବନ । କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାର ଖାଲକଟାପାଟଣା ଠାରେ ଟ୍ରାଭେରା ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ମହେଶ୍ୱର ମହାନ୍ତି ଓ…

ଦଶହରାରେ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ଚଳିତ ବର୍ଷ ଦଶହରାରେ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର । ଶନିବାର ଦିନ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ହେବ ସାଧାରଣ ଦର୍ଶନ । ଭସାଣୀ ପାଇଁ ମଧ୍ୟାହ୍ନ ୧୨ଟା ପରଠୁ ବନ୍ଦ ରହିବ ଦର୍ଶନ । ଦଶହରାରେ ଶ୍ରୀଜିଉଙ୍କ ସୁନାବେଶ କରାଯିବ ।  ଦୁର୍ଗାପୂଜା ଭସାଣୀ ପାଇଁ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ…

ରାଇବିଧାର ବଜାରରେ ଚଢ଼ାଉ କରି ବ୍ରାଉନସୁଗାର ଜବତ

ପୁରୀ: ବ୍ରହ୍ମଗିରି ଥାନା ଅଞ୍ଚଳର ରାଇବିଧାର ବଜାର ଉପରେ ଚଢ଼ାଉ କରି ବ୍ରାଉନସୁଗାର ଜବତ ହୋଇଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଅଭିରାମ ଦାସ। ବୟସ ୩୬। ଚଢ଼ାଉ କରି ତାଙ୍କଠାରୁ ୧୧୨ଗ୍ରାମ ବ୍ରାଉନସୁଗାର ଏବଂ ଗୋଟିଏ କଳା ରଙ୍ଗର ପଲସର ବାଇକ ଓଡ଼ି ୧୩ଏମ୍ ୧୭୦୧ ଜବତ କରିଛି ପୋଲିସ୍। ବ୍ରାଉନସୁଗାରର…