Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ସମୁଦ୍ରରେ ବୁଡିଗଲେ ୨ ପର୍ଯ୍ୟଟକ

ପୁରୀ: ପୁରୀ ସମୁଦ୍ରରେ ବୁଡିଗଲେ ୨ ପର୍ଯ୍ୟଟକ । ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇଛନ୍ତି ଦୁଇ ପର୍ଯ୍ୟଟକ । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ରହିଛନ୍ତି। ତେବେ ଉଦ୍ଧାର ହୋଇଥିବା ଯୁବକ ହେଉଛନ୍ତି ପଶ୍ଚିମବଙ୍ଗର ୧୬ ବର୍ଷୀୟ ଅନୁପମ…

ମୋବାଇଲ ଲୁଟେରା ଗ୍ୟାଙ୍ଗ ପ୍ରେମୀ ଯୁଗଳ

ପୁରୀ: ପୁରୀ ଟାଉନ ଥାନା ପୋଲିସ ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ମୋବାଇଲ ଲୁଟ କରୁଥିବା ଗ୍ୟାଙ୍ଗ ହେଉଛନ୍ତି ପ୍ରେମୀ ଯୁଗଳ । ପ୍ରେମୀ ଯୁଗଳ ଅଭିନବ ଉପାୟରେ ମୋବାଇଲ ଲୁଟ କରୁଥିଲେ । ଗିରଫ ପ୍ରେମୀ ଯୁଗଳ ସ୍କୁଲ ଓ କଲେଜ ଛାତ୍ର ଛାତ୍ରୀଙ୍କ ମୋବାଇଲ ଲୁଟ କରୁଥିଲେ ।…

ସଂଯୁକ୍ତ କିଶାନ ମୋର୍ଚ୍ଚାର ପୁରୀ ରେଳଷ୍ଟେସନରେ ରେଳରୋକ

ପୁରୀ: ପୁରୀ ସଂଯୁକ୍ତ କିଶାନ ମୋର୍ଚ୍ଚା ତରଫରୁ ପୁରୀ ରେଳଷ୍ଟେସନରେ ରେଳରୋକ କରାଯାଇଛି। ତିନି କଳା କୃଷି ଆଇନ ରବ୍ଦ, ସମସ୍ତ କୃଷିଜାତ ଦ୍ରବ୍ୟର ଏମଏସ୍ପି ଦେବା, ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରୀରେ କୃଷକ ଗଣହତ୍ୟା ଘଟଣାର ନିରପେକ୍ଷ ତଦନ୍ତ, କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ବରଖାସ୍ତ…

ପୁରୀରେ ରୋଟାରୀ କ୍ଲବ ପକ୍ଷରୁ ଚକ୍ଷୁ ଯତ୍ନକେନ୍ଦ୍ର ଲୋକାର୍ପିତ

ପୁରୀ : ଚକ୍ଷୁ ଯତ୍ନକେନ୍ଦ୍ର ଲୋକାର୍ପିତ। ପୁରୀ ରୋଟାରୀ କ୍ଲବ ପକ୍ଷରୁ ନିୟମିତ ଚକ୍ଷୁ ଯତ୍ନକେନ୍ଦ୍ର ଲୋକାର୍ପିତ ହୋଇଯାଇଛି । ପୁରୀ ରୋଟାରୀ କ୍ଲବ ଆନୁକୁଲ୍ୟରେ ଏବଂ କଟକ ସ୍ଥିତ ଜେପିଏମ୍ ରୋଟାରୀ ଚକ୍ଷୁ ଚିକିତ୍ସାଳୟର ସହଯୋଗରେ ପୁରୀରେ ଏକ ନୂତନ ଚକ୍ଷୁ ଯତ୍ନକେନ୍ଦ୍ର ଆରମ୍ଭ…

ସମୁଦ୍ରରେ ଭାସୁଛି ପଥର, ସୋସିଆଲ ମିଡିଆରେ ଚର୍ଚ୍ଚା

ପୁରୀ : ସମୁଦ୍ରରେ ଭାସମାନ ପଥର ନେଇ ବଢୁଛି ଚର୍ଚ୍ଚା । ମୂର୍ତ୍ତିି ବିସର୍ଜନ ବେଳେ ଏହି ପଥର ଭାସୁଥିବାର ଦେଖିବାକୁ ମିଳିଥିଲା । ପୁରୀ  ମହୋଦଧିରୁ ମିଳିଛି  ଭାସମାନ ପଥର ଖଣ୍ଡ । ସମୁଦ୍ରକୁ ମୂର୍ତ୍ତି ବିସର୍ଜନ ପାଇଁ ଯାଇଥିବା ବ‌େଳେ ଶୁଭେନ୍ଦୁ କୁମାର ଜାଲି ନାମକ ଜଣେ ବ୍ୟକ୍ତି ଏହି…

ସାନିଟାଇଜ ହେଲା ଶ୍ରୀମନ୍ଦିର

ପୁରୀ: ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ବନ୍ଦ ରହିଛି ଦର୍ଶନ। ଶ୍ରୀମନ୍ଦିର ପ୍ରଶାସନର ନୂଆ ଗାଇଡ଼ଲାଇନ୍ ଅନୁସାରେ ପ୍ରତି ରବିବାର ଓ ବିଶେଷ ପର୍ବପର୍ବାଣୀ ଦିନମାନଙ୍କରେ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତି ହୋଇଛି। ଆସନ୍ତାକାଲି ପୁନର୍ବାର ଦର୍ଶନ ଆରମ୍ଭ ହେବା ପୂର୍ବରୁ ଆଜି ଶ୍ରୀମନ୍ଦିରର…

ସ୍ୟାଣ୍ଡଆନିମସେନରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସ୍ୟାଣ୍ଡଆନିମେସନରେ ଜନ୍ମ ଦିନର ଶୁଭଚ୍ଛୋ । ପୁରୀର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ ଏକ ଘଣ୍ଟା୨୦ ମିନିଟ ପରିଶ୍ରମ କରି ସ୍ୟାଣ୍ଡଆନିମେସନରେ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୫ ବର୍ଷ ବୟସରେ ପାଦ…

[ଭିଡ଼ିଓ] ବିଜୟାଦଶମୀରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ: ବିଜୟା ଦଶମୀରେ ମହାପ୍ରଭୁଙ୍କ ସୁନାବେଶ ।  ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ । ମହାପ୍ରଭୁ ସୁନାବେଶ ବା ରାଜରାଜେଶ୍ୱର ବେଶରେ ସଜ୍ଜିତ ହୋଇଛନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ ନୂଆ ଲୁଗା,୩୨ ମୂର୍ତ୍ତି ସ୍ବର୍ଣ୍ଣ ଅଳଙ୍କାର ଲାଗି ପରେ…

ଛେଳି ପାଇଁ ମହାଭାରତ: ଜଣେ ମୃତ, ୨ଗୁରୁତର

ଅସ୍ତରଙ୍ଗ: ଛେଳି ପାଇଁ ଘଟିଛି ମହାଭାରତ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିଛି । ଗୁରୁତର ମାନଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅସ୍ତରଙ୍ଗ ଥାନା ଅଧିନ ପାଟସୁନ୍ଦରପୁର ଗାଁରେ ଘଟିଛି ବିଭତ୍ସ କାଣ୍ଡ । ଛେଳିକୁ ଗାଡି…

ସମୁଦ୍ର କୂଳରେ ଅଜଣା ବ୍ୟକ୍ତିର ଗଳିତ ମୃତ ଦେହ

ପୁରୀ : ସମୁଦ୍ର କୂଳରେ ପଡ଼ିରହିଛି ଯୁବକଙ୍କ ଗଳିତ ମୃତ ଦେହ । ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ଠାରୁ ୪୦୦ ମିଟର ଦୂରରେ ପଡିରହିଛି ଏହି ଗଳିତ ମୃତ ଦେହ ।  ବର୍ତ୍ତମାନ ସମୟରେ ମୃତ ଯୁବକଙ୍କର କୋଣସି ପରିଚୟ ମିଳିପାରୁନାହିଁ । ପୁରୀ ସମୁଦ୍ର କୁଳରେ ପୁରୀ ପୋଲିସ ପକ୍ଷରୁ…