Latest Odisha News

BREAKING NEWS

Browsing Category

ପୁରୀ

Puri

ବାଲୁକା କଳାରେ ଅମିତାଭ ବଚ୍ଚନଙ୍କୁ ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବଲିଉଡ଼ ସୁପରଷ୍ଟାର ଅଭିନେତା ଅମିତାଭ ବଚ୍ଚନଙ୍କ ଜନ୍ମଦିନ। ୭ଟନ୍ ବାଲି ସାହାଯ୍ୟରେ ପ୍ରାୟ ୧୨ଫୁଟ ଲମ୍ବ ଓ ୫ଫୁଟ୍ ଉଚ୍ଚତା ବିଶିଷ୍ଟ ଏହି କଳାକୃତି ନିର୍ମାଣ କରି ବିଗ୍ ବିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସେ ୭୯ବର୍ଷରେ ପଦାର୍ପଣ କଲେ। ତାଙ୍କର ଏହି ଜନ୍ମ ଦିବସ ଅବସରରେ ଫ୍ୟାନ୍,…

ପୁରୀରେ ନେତପିଲା ପରମ୍ପରା, ବୃନ୍ଦାବତୀଙ୍କ ନିକଟରେ ପୂଜାର୍ଚ୍ଚନା

ପୁରୀ: ଶ୍ରୀକ୍ଷେତ୍ର ପୁରୀରେ ନେତପିଲା ପରମ୍ପରା | ପୁରୀ ଶ୍ରୀମନ୍ଦିରର ସେବାୟତ ପରିବାରରେ ଶାରଦୀୟ ଦୁର୍ଗାପୂଜା ସମୟରେ ଦେଖିବାକୁ ମିଳିଥାଏ ନେତ ପିଲା ପରମ୍ପରା | ଶହଶହ ବର୍ଷ ପୂର୍ବରୁ ପାଳିତ ହୋଇଆସୁଥିବା ଏହି ପର୍ବ ଏବେ ମଧ୍ୟ ସେବାୟତ ପରିବାର ଗୁଡିକରେ ପରମ୍ପରା ମୁତାବକ ଚାଲିଆସୁଛି |…

ପୁରୀ ଶ୍ରୀମନ୍ଦିର ଓ ବାହାର ଅଞ୍ଚଳକୁ ସାନିଟାଇଜ୍

ପୁରୀ: ଆଜି ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିଛି ଦର୍ଶନ। ଶ୍ରୀମନ୍ଦିର ପ୍ରଶାସନର ନୂଆ ଗାଇଡ଼ଲାଇନ୍ ଅନୁଯାଇ ପ୍ରତି ରବିବାର ଓ ବିଶେଷ ପର୍ବପର୍ବାଣୀ ଦିନମାନଙ୍କରେ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତି ହୋଇଛି। ଆସନ୍ତାକାଲି ପୁନର୍ବାର ଦର୍ଶନ ଆରମ୍ଭ ହେବା ପୂର୍ବରୁ ଆଜି ଶ୍ରୀମନ୍ଦିର ଭିତର ଓ…

ଛାତ୍ରଛାତ୍ରୀଙ୍କୁ ନେଇ ହେରିଟେଜ ରାଇଡ଼୍ ଅନୁଷ୍ଠିତ

ପୁରୀ: ଛାତ୍ରଛାତ୍ରୀଙ୍କୁ ନେଇ ହେରିଟେଜ ରାଇଡ଼ ଅନୁଷ୍ଠିତ ହୋଇଯାଇଛି। ସକାଳୁ ନିଳାଦ୍ରୀ ବେଳାଭୂମିରୁ ପୁରୀ ଜିଲ୍ଲାସ୍କୁଲର ୩୦ଜଣ ଛାତ୍ର ବାହାରି ପୌରସଂସ୍ଥା କାର୍ଯ୍ୟାଳୟ ଦେଇ ଐତିହାସିକ ସମ୍ପୂର୍ଣ୍ଣ କାଡ଼ାର ଆଶ୍ରମ, ଶଙ୍କରାଚାର୍ଯ୍ୟ ମଠ, ତୋଟା ଗୋପୀନାଥ, ଯମେଶ୍ୱର ଓ ବଡ଼ ଓଡ଼ିଆ ମଠ ଆଦି ବୁଲି…

ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ

ପୁରୀ: ନାବାଳିକାଙ୍କୁ ଅସଦାଚରଣ କରି ଶ୍ରୀମନ୍ଦିର ପୂଜକ ଗିରଫ  । ଧର୍ମର ସ୍ଥାନରେ ଅଧର୍ମ କାମ ।  ପୁରୀ ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ କରି ପୂଜକ ଗିରଫ । ଅସଦାଚରଣ କରିଥିବା ପୂଜକଙ୍କ ନାଁ ସଂଗ୍ରାମ ଦାସ । ପୁଲିସ ଅଭିଯୋଗର ତଦନ୍ତ କରି ଶ୍ରୀମନ୍ଦିର ପରିସରରେ ଥିବା ଦଧିବାମନ…

ଉତ୍କଳମଣି ଗୋପବନ୍ଧୁଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ

ପୁରୀ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜିଲ୍ଲାସ୍ତରୀୟ ୧୪୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସମ୍ମାନିତ ଅତିଥିଭାବେ ଉପଜିଲ୍ଲାପାଳ ଭବତାରଣ ସାହୁ ଯୋଗଦେଇ ସିଂହଦ୍ୱାରସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଗୋପବନ୍ଧୁଙ୍କ…

ବସ୍ତି ସମସ୍ୟାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

ପୁରୀ: ବସ୍ତିର ସମସ୍ୟା ନେଇ ପୁରୀ ମାର୍କଣ୍ଡେଶ୍ୱର ସାହି ଜଗନ୍ନାଥ ବସ୍ତିବାସିନ୍ଦା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି। ଏହାସହ ଦାବିପତ୍ର ପ୍ରଦାନ କରାଯାଇଛି। ଲଘୁଚାପଜନିତ କିମ୍ବା ସାଧାରଣ ବର୍ଷା ହେଲେ ବସ୍ତିଟି ଜଳମଗ୍ନ ହୋଇଥାଏ। ଫଳରେ ବସ୍ତି ବାସିନ୍ଦା…

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ଦାବିରେ ଯୁବ କଂଗ୍ରେସର ବିକ୍ଷୋଭ

ପୁରୀ : ରତ୍ନ ଭଣ୍ଡାର ଖୋଲିବା ନେଇ ପୁରୀ ଯୁବ କଂଗ୍ରେସର ବିକ୍ଷୋଭ । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ସ୍ୱର୍ଣ୍ଣ ଅଳଙ୍କାର ସୁରକ୍ଷିତ କି ନୁହେଁ। କଣ ପାଇଁ ଏଯାଏଁ ଏହା ଖୋଲାଯାଉନି। ଏହି ସବୁ ପ୍ରଶ୍ନନେଇ ଆଜି ଯୁବ କଂଗ୍ରେସ ପକ୍ଷରୁ ଶୋଭାଯାତ୍ରା ସହ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ଦିଆଯାଇଛି।…

କାଲି ପୁରୀ ସମୁଦ୍ରରେ ଭାସି ଯାଇଥିଲେ, ଆଜି ମିଳିଲା ମୃତଦେହ

ପୁରୀ: ସମୁଦ୍ରରେ ଗାଧୋବା ହେଲା କାଳ । ସମୁଦ୍ର ସ୍ନାନରୁ ସଲିଳ ସମାଧି । ପୁରୀ ସମୁଦ୍ରରେ ଗତକାଲି ଗାଧୋଇବା ବେଳେ ଭାସିଯାଇ ନିଖୋଜ ଥିବା ପର୍ୟ୍ୟଟକଙ୍କର ଆଜି ମୃତଦେହ ମିଳିଛି । ପୁରୀ ଚକ୍ରତୀର୍ଥ ରୋଡ୍ ପିଙ୍କ ହାଉସ୍ ସମ୍ମୁଖ ବେଳାଭୂମିରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ…

ଦିଆସିଲି କାଠିରେ ଯୁଦ୍ଧ ବିମାନ ନିର୍ମାଣ

ପୁରୀ: ଆଜି ଦେଶ ପାଳୁଛି ନ୍ୟାସନାଲ୍ ଏୟାର ଫୋର୍ସ ଡେ । ଏହି ଅବସରରେ ପୁରୀର ଜଣେ ଯୁବ ଶିଳ୍ପୀ ଶାଶ୍ୱତ ରଞ୍ଜନ ସାହୁ ଦିଆସିଲି କାଠିରେ ନିର୍ମାଣ କରିଛନ୍ତି ବାୟୁସେନା ଯୁଦ୍ଧ ବିମାନ । ନିଆରା ଢଙ୍ଗରେ ବାୟୁସେନା ଦିବସ ପାଳନର ବାର୍ତ୍ତା ଦେଇଛନ୍ତି । ଶାଶ୍ୱତ ୧୩ଶହ ୬୦ଟି ଡିଆସିଲି କାଠିରେ…