Latest Odisha News

BREAKING NEWS

Browsing Category

ପୁରୀ

Puri

ନିୟମକୁ ଫୁ କରି ରଥ ଉପରକୁ ମୋବାଇଲ ନେଇ ଭିଡିଓ କଲେ ସେବାୟତ

ପୁରୀ; କଡ଼ା ଚେତାବନୀ ସତ୍ତ୍ବେ ମଧ୍ୟ ସୁଧୁରୁନାହାଁନ୍ତି ସେବାୟତ । ବାରମ୍ବାର କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ବାହୁଡ଼ା ଯାତ୍ରାରେ ସେବାୟତମାନେ ରଥ ଉପରେ ମୋବାଇଲ ଧରି ଭିଡିଓ କରୁଥିବାର ଦେଖିବାକୁ ମିଳିଛି। ଜଣେ କି ଦୁଇଜଣ ନୁହେଁ ଅନେକ ସେବାୟତ ରଥ ଉପରେ ମୋବାଇଲ ଧରି ଭିଡିଓ କରିବାର ଦୃଶ୍ୟ…

ବାହୁଡୁଛନ୍ତି ମହାବାହୁ: ମାଉସୀ ମା’ ହାତରୁ ଖାଇବେ ପୋଡପିଠା, ଅପେକ୍ଷାରେ ମାଉସୀ

ପୁରୀ: ବାହୁଡୁଛନ୍ତି ମହାବାହୁ । ବାହୁଡ଼ା ଯାତ୍ରାରେ ମହାପ୍ରଭୁ ଶ୍ରୀମନ୍ଦିର ଫେରିବା ବେଳେ ମାଉସୀ ମା’ଙ୍କ ହାତରୁ ପୋଡ଼ପିଠା ଖାଇବା ପରମ୍ପରା ରହିଛି । କାହିଁ କେଉଁ ଯୁଗରୁ ଏହି ପରମ୍ପରା ରହିଆସିଛି । ଏଥିପାଇଁ ମାଉସୀ ମା' ଘରେ ତିଆରି ହୋଇଛି ସ୍ଵତନ୍ତ୍ର ପୋଡ଼ପିଠା। ପୋଡପିଠା ଧରି ତିନି…

ଜନ୍ମବେଦୀରୁ ରତ୍ନବେଦୀ ବାହୁଡ଼ିଲେ ମହାପ୍ରଭୁ: ଗଡ଼ିଲା ତାଳଧ୍ୱଜ ରଥ

ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀରେ ୯ ଦିନର ଲୀଳାଖେଳା ଶେଷ କରି ଶ୍ରୀମନ୍ଦିରକୁ ବାହୁଡୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆରମ୍ଭ ହୋଇଛି ମହାପ୍ରଭୂଙ୍କ ବାହୁଡା଼ ରଥ ଟଣା। ପୂର୍ବ ନିର୍ଦ୍ଧାରିତ ସମୟ ଆଗରୁ ସବୁ ନୀତି ନିର୍ଘଣ୍ଟ ହୋଇ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି।…

ରତ୍ନଭଣ୍ଡାର ଖୋଲିବା ପରେ ବଡ ବୟାନ ଦେଲେ ମୁଖ୍ୟ ପ୍ରଶାସକ

ପୁରୀ: ୪୬ ବର୍ଷ ପରେ ପୁଣି ସେହି ଐତିହାସିକ ଦିନ । ଖୋଲିଛି ରତ୍ନଭଣ୍ଡାରର ଦ୍ବାର । ରତ୍ନଭଣ୍ଡାର ଭିତର ତଦାରଖ କରି ରତ୍ନ ସିଫ୍ଟ କରିଛନ୍ତି ନିୟୋଜିତ ୧୧ ଜଣିଆ ସଦସ୍ୟ । ତେବେ ଏହା ପରେ ରତ୍ନଭଣ୍ଡାର ବାହାରକୁ ଆସିବା ପରେ ବଡ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ…

୧ଟା ୨୮, ଶୁଭ ମୁହୂର୍ତ୍ତରେ ଖୋଲିଲା ରତ୍ନଭଣ୍ଡାର

ପୁରୀ: ଅନେକ ବର୍ଷର ଅପେକ୍ଷାର ହେଲା ଅନ୍ତ । ୪୬ ବର୍ଷ ପରେ ଖୋଲିଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ଦ୍ବାର । ରତ୍ନଭଣ୍ଡାର ଭିତରକୁ ଯିବା ନିର୍ଦ୍ଧାରିତ ହୋଇଥିବା ୧୧ ଜଣ ସଦସ୍ୟ ଶୁଭ ମୁହୂର୍ତ୍ତ ଅନୁଯାୟୀ ୧ଟା ୨୮ରେ ରତ୍ନଭଣ୍ଡାରର ପ୍ରଥମ ଦ୍ବାର ଖୋଲି ମୁଣ୍ଡିଆ ମାରି ଭିତରକୁ ପ୍ରବେଶ…

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ପାଇଁ ସ୍ବତନ୍ତ୍ର ସିନ୍ଦୁକ, କାଠ ଉପରେ ପିତଳ ଛାଉଣୀ

ପୁରୀ: ଆଉ ମାତ୍ର କିଛିଟା ମୁହୂର୍ତ୍ତ । ୪୬ ବର୍ଷ ପରେ ଖୋଲିବ ମଣିମାଙ୍କ ରତ୍ନଭଣ୍ଡାର । ଏହାରି ଭିତରେ ରତ୍ନଭଣ୍ଡାର ଭିତରକୁ ଯିବା ପାଇଁ  ନିର୍ଦ୍ଧାରିତ ୧୧ଜଣ ସଦସ୍ୟମାନେ ଶ୍ରୀମନ୍ଦିରରେ ପ୍ରବେଶ କରିସାରିଲେଣି । ଏଥିପାଇଁ ପୁରୀ ଶ୍ରୀମନ୍ଦିରେ ଆସି ପହଞ୍ଚିଛି ସ୍ବତନ୍ତ୍ର ବରାଦରେ ତିଆରି…

ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ୧୧ ସଦସ୍ୟ

ପୁରୀ: ଶ୍ରୀମନ୍ଦିର ଭିତରକୁ ଗଲେ ରତ୍ନଭଣ୍ଡାରକୁ ଯିବାକୁ ଥିବା ୧୧ ସଦସ୍ୟ । ତଦାରଖ କମିଟି ଅଧ୍ୟକ୍ଷ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ୧୧ଜଣ ସଦସ୍ୟ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି । ଶ୍ରୀମନ୍ଦିର ପରିସରରେ ଏବେ ସଦସ୍ୟମାନେ ସବିଶେଷ ଆଲୋଚନା କରୁଥିବା ସୂଚନା ମିଳିଛି । ପ୍ରଥମେ…

ଆଜି ହେବନି ଗଣତି, କେବଳ ଖୋଲାଯିବ ରତ୍ନଭଣ୍ଡାର

ପୁରୀ: ଆଜି ଗଣତି ହେବନି । ଖାଲି ଖୋଲାଯିବ ରତ୍ନଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ । ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାର୍ଯ୍ୟ ଆରମ୍ଭ ହେବ ।…

‘ଟ୍ରେଜେରୀରେ ଅଛି ଚାବି, ଦିନ ୧ଟା ୨୮ରେ ଖୋଲିବ ରତ୍ନ ଭଣ୍ଡାର’

ପୁରୀ: ଖୋଲିବ ରତ୍ନ ଭଣ୍ଡାର । ଏହା ପୂର୍ବରୁ ସରିଛି ରତ୍ନ ଭଣ୍ଡାର ଯାଞ୍ଚ କମିଟି ବୈଠକ । ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇସାରିଛି । ଏବେ ଖାଲି ଖୋଲିବାକୁ ଅପେକ୍ଷା । ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ…

ରତ୍ନଭଣ୍ଡାର ଚାବି ନେଇ ପୁରୀ ଜିଲ୍ଲାପାଳଙ୍କ ବଡ ବୟାନ……

ପୁରୀ: ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ଆଜି ଦିନ ୧ଟା ପରେ ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ସେଥିପାଇଁ ଏହା ପୂର୍ବରୁ ଚାଲିଛି ରତ୍ନଭଣ୍ଡାର ତଦନ୍ତ କମିଟି ବୈଠକ । ବୈଠକରେ ରତ୍ନ ଭଣ୍ଡାର ତାଲା ଖାଲିବା ନେଇ ଚାବି ଉପସ୍ଥାପନା କରାଯିବ । ହେଲେ ଏହାରି ଭିତରେ ବଡ ବୟାନ ଦେଇଛନ୍ତି ପୁରୀ…