Latest Odisha News

BREAKING NEWS

Browsing Category

ପୁରୀ

Puri

ସ୍ୟାଣ୍ଡ ଆନିମେସନରେ ନୂଆଖାଇର ଶୁଭେଚ୍ଛା

ପୁରୀ : ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ । ଏହି ଅବସରରେ ବାଲୁକାଶିଳ୍ପୀ ସୁଦାମ ପ୍ରଧାନ ଏକ ସୁନ୍ଦର ସ୍ୟାଣ୍ଡ ଆନିମେସନ କରି କୃଷିଭିତ୍ତିକ ପର୍ବ ନୂଆଖାଇ ପାଇଁ କୃଷକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହା ସହ ସେ ପଶ୍ଚିମ ଓଡ଼ିଶାର ଭାଇ ଭଉଣୀ ମାନଙ୍କୁ ନୂଆଖାଇ ଜୁହାର…

ଶିକ୍ଷୟିତ୍ରୀଙ୍କ ଗଣେଶ ମୂର୍ତ୍ତି ସଂଗ୍ରହ ନିଶା

ପୁରୀ: ପେଶାରେ ଜଣେ ଶିକ୍ଷୟତ୍ରୀ l ହେଲେ ଗଣେଶ ମୂର୍ତ୍ତି ସଂଗ୍ରହ କରିବା ତାଙ୍କ ନିଶା l ଏମିତି ନିଶା ଯୋଗୁଁ ଏବେ ତାଙ୍କ ଫାଖରେ ୬୦୦ରୁ ଅଧିକ ଗଣେଶ ମୂର୍ତ୍ତି ରହିଛି l ତାହା ପୁଣି ବିଭିନ୍ନ ଧାତୁ ଓ ସାମଗ୍ରୀରେ ତିଆରି l ଏମିତି ଜଣେ ନିଆରା ଶିକ୍ଷୟତ୍ରୀ ହେଉଛନ୍ତି ପୁରୀ ବାସେଳୀ ସାହିର…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାତ୍ମକ ଆକ୍ରମଣ

ପୁରୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ ଅଭିଯୋଗ । ପୁରୀ ଚୁଡଙ୍ଗ ସାହି ଖୁଣ୍ଟିଆ ବଗିଚାର ରଞ୍ଜନ ଭୋଇଙ୍କୁ ମରଣାତ୍ମକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ରଞ୍ଜନ ଅପରାହ୍ନରେ ନିଜ ଘର ପାଖରେ ଠିଆ ହୋଇ ରାସ୍ତା ମରାମତି କାମ ଦେଖୁଥିବାବେଳେ ଦଶ ରୁ ବାର ଜଣ ଯୁବକ ମାରଣାସ୍ତ୍ର ଧରି…

ଚର୍ଚ୍ଚାରେ ଦିଆସିଲ କାଠିରେ ତିଆରି ଗଣେଶ

ପୁରୀ : ଗଣେଶ ପୂଜା ଅବସରରେ ପୁରୀ ଯୁବଶିଳ୍ପୀଙ୍କ ନିଆରା କଳାକୃତି । ପୁରୀ କୁମ୍ଭାରପଡ଼ା ସାହିର ଶାଶ୍ୱତ ରଞ୍ଜନ ସାହୁ ଦିଆସିଲ କାଠି ସାହାର୍ଯ୍ୟରେ ଗଣେଶ ପ୍ରତିମୂର୍ତ୍ତି ତିଆରି କରି ସମସ୍ତଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି । ଏହି ପ୍ରତିମୂର୍ତିଟି ୫ ହଜାର ଛଅଶହ ଏକୋଇଶି ଟି ଦିଆସିଲ୍…

ଏଣିକି ସପ୍ତାହରେ ୬ ଦିନ ଶ୍ରୀମନ୍ଦିର ଖୋଲା, ବଢ଼ିଲା ସର୍ବସାଧାରଣ ଦର୍ଶନ ଅବଧି

ପୁରୀ: ଶ୍ରୀଜିଉଙ୍କୁ ଏଣିତିକ ସପ୍ତାହରେ ୬ ଦିନ ଦର୍ଶନ କରିପାରିବେ ଭକ୍ତ । ଶନିବାର ବି ଶ୍ରଦ୍ଧାଳୁଙ୍କ ପାଇଁ ଖୋଲା ରହିବ ବଡ଼ଦେଉଳ ଦୁଆର । ଭିଡିଓ କନଫରେନସିଂ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି  ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏନେଇ ସାନି ଏସଓପି ଜାରି ହୋଇଛି । ଏଥିସହ…

ଶ୍ରୀମନ୍ଦିରରେ ସବୁଦିନ ଦର୍ଶନ ନେଇ ଆଜି ହୋଇପାରେ ନିଷ୍ପତ୍ତି

ପୁରୀ: ଶ୍ରୀମନ୍ଦିରରେ ସବୁ ଦିନ ଶ୍ରୀଜିଉଙ୍କୁ ଦର୍ଶନ ଅନୁମତି ମିଳିବ କି ? ଆଜି ଆସିପାରେ ନିଷ୍ପତ୍ତି । ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ କୋହଳ ହୋଇପାରେ ଏସଓପି । ଏନେଇ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି । ବର୍ତ୍ତମାନ କୋଭିଡ୍ ସ୍ଥିତି ଓ…

ଆଜି ସପ୍ତପୁରୀ ଅମାବାସ୍ୟା

ପୁରୀ: ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ । ଏହି ଅମାବାସ୍ୟା ତିଥିରେ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ। ଆଜି ଠାକୁରଙ୍କ ଅବକାଶ ନୀତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା । ଗମ୍ଭୀରାର ପାଣି ପେଡ଼ି ଟେରା ବନ୍ଧାଯିବା…

[ଭିଡିଓ] ବିଳମ୍ବିତ ରାତିରେ କିନ୍ନର ଓ ପୋଲିସ ମୁହାଁମୁହିଁ

ପୁରୀ: ଦିନକୁ ଦିନ କିନ୍ନରମାନଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଗତକାଲି ରାତିରେ ପୁରୀରେ ସାମ୍ନାକୁ ଆସିଥିଲା ଅପ୍ରିତୀକର ଘଟଣା । କର୍ତ୍ତବ୍ୟରତ ପୋଲିସ ସହ ମାରପିଟ୍ କରିବା ଅଭିଯୋଗରେ ଏକାଧିକ କିନ୍ନର ଥାନାରେ ଅଟକ ରହିଥିବା ସୂଚନା ରହିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଗତକାଲି…

[ଭିଡିଓ] ଶ୍ରୀକ୍ଷେତ୍ରରେ ଗୋବିନ୍ଦା

ପୁରୀ:ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା । ଗୋବିନ୍ଦା ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତିା ରତ୍ନସିଂହାସନସ୍ଥିତ ଚତୁର୍ଦ୍ଦାବିଗ୍ରହ,ମା ବିମଳା ମନ୍ଦିର,ମହାଲକ୍ଷ୍ମୀ ମନ୍ଦିର,ପାର୍ଶ୍ୱ ର୍ଦେବାଦେବୀଙ୍କୁ ସେ ଦର୍ଶନ କରିବା ସହ ପୂଜାର୍ଚ୍ଚନା…

ବାଲୁକା କଳାରେ ତାଲିବାନୀଙ୍କ ବର୍ବରତାର ଚିତ୍ର

ପୁରୀ:ବାଲୁକା କଳାରେ ତାଲିବାନୀଙ୍କ ହିଂସ୍ରତାର ଝଲକ। ଆଫଗାନିସ୍ତାନରେ ମହିଳାଙ୍କ ଉପରେ ଚାଲିଥିବା ଅତ୍ୟାଚାର ବର୍ବରତା ଦିନକୁ ଦିନ ବଢିଚାଲିିଛି। ଏମିତି ଛାତିଥରା ଦୃଶ୍ୟର ଛବିକୁ ବାଲୁକା କଳା ମାଧ୍ୟମରେ ଲୋକ ଲୋଚନକୁ ଆଣିଛନ୍ତି ପୁରୀର ପ୍ରଖ୍ୟାତ ଭାସ୍କଯ୍ୟ ଶିଳ୍ପୀ ଶ୍ରୀଧର ଦାସ। ସମଗ୍ର…