Latest Odisha News

BREAKING NEWS

Browsing Category

ପୁରୀ

Puri

ପୁରୀ ସ୍ୱର୍ଗଦ୍ୱାରରେ ଆଜିଠୁ ଜିଲ୍ଲା ବାହାର ଲୋକ କରିପାରିବେ ଶବ ସତ୍କାର

ପୁରୀ: ଆଜିଠୁ ପୁରୀ ସ୍ୱର୍ଗଦ୍ୱାରରେ ଜିଲ୍ଲା ବାହାର ଲୋକଙ୍କର ଶବ ସତ୍କାର କରିପାରିବେ ଆତ୍ମୀୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଜାରି କରିଥିବା କଟକଣାକୁ କୋହଳ କରିଛି । କେବଳ କୋଭିଡ୍ ନେଗେଟିଭ୍ ରିପୋର୍ଟ ଥିବା ବ୍ୟକ୍ତିଙ୍କର ଶବ ସତ୍କାର କରିପାରିବେ । ଅନ୍ତିମ…

ଖୋଲିଲା ବଡ଼ଦେଉଳ: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରୀକ୍ଷେତ୍ରବାସୀ

ପୁରୀ: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । କେବଳ ପୁରୀ ସହର ବାସିନ୍ଦା ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ୍ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଓ୍ୱାର୍ଡଓ୍ୱାରୀ…

କାଲିଠୁ ସର୍ବସାଧାରଣ ଦର୍ଶନ, ଆଜି ଶ୍ରୀମନ୍ଦିରକୁ କରାଗଲା ସାନିଟାଇଜ୍

ପୁରୀ: କାଲିଠୁ ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ସାଧାରଣ ଭକ୍ତ । ପୁରୀ ସହର ବାସୀ ଶ୍ରଜିଉଙ୍କୁ ଦର୍ଶନ କରିବେ । ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିଛି ପ୍ରଶାସନ । ତାପୂର୍ବରୁ ଆଜି ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରାଯାଇଛି । ସିଂହଦ୍ୱାର ପରିସରକୁ ସମ୍ପୂର୍ଣ୍ଣ…

ପୁରୀ ବୋମାମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ

ପୁରୀ: ଅପରାଧୀଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ଜାରି ରଖିଛି ପୁରୀ ପୋଲିସ । ଏକ ବୋମାମାଡ଼ ଘଟଣାରେ ପୋଲିସ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ଜଣକ ହେଲା ସଦାଶିବ ମାନସିଂହ ।  ଟାଉନ ଥାନା ଅନ୍ତର୍ଗତ ଚକ୍ରକୋଟ ଲେନର ବୈଦ୍ୟନାଥ ମହା ସୁଆରଙ୍କ ଘର ଉପରେ ଅଭିଯୁକ୍ତ ଓ ତାର…

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ସେବାୟତଙ୍କ ପରିବାର

ପୁରୀ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଦର୍ଶନ । ଆଜି ଓ ଆସନ୍ତାକାଲି ସେବାୟତଙ୍କ ପରିବାର ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଆଜି ସକାଳ ୭ଟାରୁ ଦର୍ଶନ ଆରମ୍ଭ ହୋଇଛି । ସେବାୟତଙ୍କ ପରିବାର ସଦସ୍ୟ ଯେକୌଣସି ଦ୍ୱାର ଦେଇ ମନ୍ଦିର ଭିତରେ ପ୍ରବେଶ କରିପାରୁଛନ୍ତି । ଏଥିପାଇଁ…

ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି: କିଏ କେବେ କରିବେ ଦର୍ଶନ, ଜାଣନ୍ତୁ

ପୁରୀ: ଆସନ୍ତା ୧୬ ତାରିଖରୁ ଭକ୍ତଙ୍କ ପାଇଁ ଖୋଲିବ ଜଗା ଦୁଆର । ତାପୂର୍ବରୁ ସେବାୟତ ପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବେ । ଶ୍ରୀମନ୍ଦିର ଖୋଲିବା ନେଇ ଜାରି ହୋଇଛି ଏସଓପି । ଆସନ୍ତା ୧୨ ଓ ୧୩ ତାରିଖରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ସେବାୟତ ପରିବାର । ସେହିପରି ୧୬ରୁ ୨୦ ତାରିଖ ଯାଏ…

ଭିଜିଲାନ୍ସ ଜାଲରେ ପୁରୀ ସିଡିପିଓ ଅଫିସର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ

ପୁରୀ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟର ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ତାଙ୍କ ନାଁ କୃଷ୍ଣଚନ୍ଦ୍ର ଜେନା । ଏକକାଳୀନ ୪ଟି ସ୍ଥାନରେ ରେଡ୍ ଚାଲିଛି । ପୁରୀରେ ତିନିଟି ଓ ଭୁବନେଶ୍ୱରରେ ଗୋଟିଏ…

ପୁରୀରେ ପୁଣି ଆରମ୍ଭ ଉଚ୍ଛେଦ କାର୍ଯ୍ୟ

ପୁରୀ  : ଦୀର୍ଘଦିନ ପରେ ପୁଣି ଆଜିଠାରୁ ଆରମ୍ଭ ହେଲା ଶ୍ରୀମନ୍ଦିର ୭୫ ମିଟର ଐତିହ କରିଡରର ଉଚ୍ଛେଦ କାର୍ଯ୍ୟ । ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟକୁ ତ୍ବାରାନ୍ବିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଅଣ୍ଟାଭିଡି ଥିବାବେଳେ ଆଜି ବାସେଳୀ ସାହି ଠାକୁରାଣୀଙ୍କ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ।…

ବାଲୁକା କଳାରେ ଖେଳାଳିଙ୍କୁ ଶୁଭେଚ୍ଛା

ପୁରୀ: ବାଲୁକା କଳାରେ ଖେଳାଳିଙ୍କୁ ଶୁଭେଚ୍ଛା । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଜାଭଲିନ ଥ୍ରୋ ଖେଳାଳି ନିରଜ ଚୋପ୍ରାଙ୍କୁ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି | ସେ ତାଙ୍କ ବାଲୁକା କଳା ମାଧ୍ୟମରେ ଆଶା ବ୍ୟକ୍ତ କରିଛନ୍ତି ଖେଳାଳି ନିରଜ ଚୋପ୍ରା ଅଲିମ୍ପିକ୍ ରେ…

ଶ୍ରୀଜିଉଙ୍କ ଦର୍ଶନ ଲାଗି ନୂଆ ଗାଇଡ଼୍‌ଲାଇନ୍‌ ଜାରି

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜାରି ହେଲା ନୂଆ ଏସ୍‌ଓପି । ତେବେ ଏହି ଏସ୍‌ଓପି କେବଳ ପୁରୀବାସୀଙ୍କ ଲାଗି ହୋଇଛି। ପୁରୀ ପୌରଞ୍ଚଳର ୩୨ ୱାର୍ଡ଼ରେ ବଂଟନ ହେବ ଟୋକନ୍‌। ଟୋକନ୍ ସହ ଆଧାର କାର୍ଡ ଦେଖାଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ। ପୂର୍ବଭଳି କିଓସ୍କ…