Latest Odisha News

BREAKING NEWS

Browsing Category

ପୁରୀ

Puri

ସ୍ନାନ ମଣ୍ଡପରେ ଦୁର୍ଲଭ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କର ଗଜାନନ ବେଶ । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମାର ମହାର୍ଘ ଅବସରରେ ମହାପ୍ରଭୁ ଦିବ୍ୟ ଦୁର୍ଲଭ ହାତୀବେଶରେ ସଜ୍ଜିତ ହୋଇଛନ୍ତି । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳ ଲାଗି ପରେ ଦୁର୍ଲଭ ଗଜାନନ ବା ହାତୀ ବେଶରେ ସଜ୍ଜିତ ହୋଇ ଦର୍ଶନ ଦେଉଛନ୍ତି…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିଲା ସାରା ଦୁନିଆ

ପୁରୀ: ସ୍ନାନ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଆଜି ଦେବାସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । ଏଥିପାଇଁ ବଡ଼ଦେଉଳରୁ ସ୍ନାନ ମଣ୍ଡପକୁ ଓହ୍ଲାଇଛନ୍ତି ବଡ଼ ଠାକୁର ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଓ…

ଡକାୟତି ଉଦ୍ୟମ ବିଫଳ, ୬ ଗିରଫ

ପୁରୀ : ଡକାୟତି ଉଦ୍ୟମ ବିଫଳ | ତାଳବଣିଆ ଥାନା ପୋଲିସ ଡକାୟତି ଯୋଜନା କରୁଥିବା ଏକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ।  ପାଟ୍ରୋଲିଂ ସମୟରେ ଖବର ପାଇ ହୁଲୁହୁଲିଆପୋଲ ନିକଟରୁ ଏକ ୬ ଜଣିଆ ଡ଼କାୟତଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ପୁରୀ ମିଶ୍ର ସାହି ଅଧୀନସ୍ଥ ଜଗନ୍ନାଥ ବସ୍ତି ଅଞ୍ଚଳର…

ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ

ପୁରୀ : ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ । ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଭଗିନୀ ସୁଭଦ୍ରାଙ୍କର ପହଣ୍ଡି ବିଜେ ଠାରୁ ଆରମ୍ଭ କରି ସ୍ନାନ ବେଦୀ ରେ ସ୍ନାନ କରିବାର ଦୃଶ୍ୟ । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ମାଧ୍ୟମରେ…

ଏବର୍ଷ ବି ମିଳିବନି ପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ

ପୁରୀ: କରୋନା ଭକ୍ତ ଓ ଭଗବାନଙ୍କ ଭିତରେ ପାଚେରୀ ହୋଇଛି । ଏବର୍ଷ ବ୍ରହ୍ମପୁରର ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅନବସର ଦର୍ଶନ ମିଳିବ ନାହିଁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀଜିଉଙ୍କ ଅଣସର ବେଳେ ଅଲାରନାଥ ପୀଠରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଭକ୍ତଙ୍କ ସମ୍ଭାବ୍ୟ ଗହଳିକୁ…

ତିଆରି ଚାଲିଛି ତିନି ଦିଅଁଙ୍କ ପାଟ ବସ୍ତ୍ର

ରାଉତପଡ଼ା : କରୋନା କଟକଣା ଭିତରେ ବି ଚାଲିଛି ରଥଯାତ୍ରା ପ୍ରସ୍ତୁତି । ଗୋଟିଏ ପଟେ ରଥ ନିର୍ମାଣ ଚାଲିଥିବା ବେଳେ ଅନ୍ୟ ପଟେ ଚାଲିଛି ତିନି ଦିଅଁଙ୍କର ପାଟ ବସ୍ତ୍ର ତିଆରି । ଆଉ ଖାସ୍ କରି ଏହି ପାଟ ବସ୍ତ୍ର ତିଆରି କରୁଛନ୍ତୀ ଖୋର୍ଦ୍ଧା ରାଉତପଡ଼ା ଗାଁର ବୁଣାକାର ମାନେ । ଛୋଟର ବଡ଼ ସଭିଏଁ…

ଦେବସ୍ନାନ ପୂର୍ଣ୍ଣିମା ଶୃଙ୍ଖଳିତ କରିବାକୁ ବୈଠକ

ପୁରୀ : ଦେବସ୍ନାନ ପୂର୍ଣ୍ଣିମା କିଭଳି ଶାନ୍ତି ଶୃଙ୍ଖଳାରେ ଅୟୋଜନ କରାଯିବ ସେ ନେଇ ହୋଇଛି ଆଲୋଚନା । ପୁରୀ ଏସପି କେ ବିଶାଳ ସିଂ ଆଜି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏକ ବୈଠକରେ ଆଲୋଚନା କରିଛନ୍ତି। ସେହିପରି କିଭଳି ସୁରକ୍ଷା ବ୍ୟବସ୍ଥା ରହିବ , କେଉଁ ଅଫିସର କେଉଁଠି ଡ୍ୟୁଟିରେ ରହିବେ,…

ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ଅନୁଷ୍ଠିତ

ପୁରୀ: ଦିନେ ପରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ତାପୂର୍ବରୁ ଆଜି ଦଇତା ସେବକମାନେ ମଙ୍ଗଳ ଆଳତୀ ପରେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ପରମ୍ପରା ଅନୁସାରେ, ସ୍ନାନଯାତ୍ରା ପୂର୍ବରୁ ତ୍ରୟୋଦାଶୀ ତିଥିରେ ଦଇତାପତିମାନେ ଶ୍ରୀମନ୍ଦିର ପ୍ରବେଶ କରିଥାନ୍ତି ।…

ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଆସନ୍ତା ଦେବସ୍ନାନ ପୂର୍ଣ୍ଣିମାରେ କଣ ସବୁ ନୀତି ରହିବା ଓ ରଥଯାତ୍ରା ପାଇଁ କଣ ସବୁ ନୀତି ରହିବ ଏ ନେଇ ସମସ୍ତ ନୀତିନିର୍ଘଣ୍ଟ ସ୍ଥିର କରାଯାଇଛି । ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…

ଲୁଟେରା ଗ୍ୟାଙ୍ଗ ଗିରଫ

ପୁରୀ : ପୁରୀ ପୋଲିସକୁ ସଫଳତା । ମୋବାଇଲ ଲୁଟ କରୁଥିବା ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ଟାଉନଥାନା ଓ ସମୁଦ୍ରକୂଳ ଥାନା ପୋଲିସର ମିଳିତ ଟିମ ୪ଟି ମୋବାଇଲ ଓ ଦୁଇଟି ବାଇକ ଜବତ କରିଛି  । ଗିରଫ ଅଭିଯୁକ୍ତ ହେଲେ ଦୋଳମଣ୍ଡପ ସାହିର ଆଶୀର୍ବାଦ ଦାଶ, ବଡୁମହାପାତ୍ର ଯାଗାର…