Latest Odisha News

BREAKING NEWS

Browsing Category

ପୁରୀ

Puri

ଶ୍ରୀମନ୍ଦିରରେ ଭିଡ଼ ନେଇ କଟକଣା

ପୁରୀ : ସାବିତ୍ରୀ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ଲାଗିବ ଭିଡ଼ । ଏନେଇ ଏବେଠାରୁ କଟକଣା । ମହାପ୍ରସାଦ ନେବା ପାଇଁ ଭକ୍ତଙ୍କ ବେଶ ଭିଡ଼ ହୋଇ ଥାଏ । ତେବେ କୋଭିଡ ସମୟରେ କିଭଳି ଭକ୍ତଙ୍କ ଗହଳି କମ ରହିବ ଏବଂ ଶୃଙ୍ଖଳିତ ଭାବେ ସମସ୍ତେ ମହା ପ୍ରସାଦ ପାଇ ପାରିବେ ସେନେଇ ପ୍ରଶାସନ ପକ୍ଷରୁ…

ଶ୍ରୀମନ୍ଦିର ପ୍ରଶାସନ କର୍ମଚାରୀଙ୍କୁ କୋଭିଡ୍ ଓ୍ୱାରିୟର୍ସ ଘୋଷଣା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିଶ

ପୁରୀ: ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କୋଭିଡ୍ ଓ୍ୱାରିୟର୍ସ (ପ୍ରମୁଖ ଯୋଦ୍ଧା) ଭାବରେ ଘୋଷଣା କରାଯାଉଛି । ଏନେଇ ରାଜ୍ୟ ସରକାରଙ୍କୁ ସୁପାରିଶ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାର । ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କୁ ସେ…

ବିଶ୍ୱ ମହାସାଗର ଦିବସରେ ବାଲୁକା କଳା

ପୁରୀ : ଆଜି ହେଉଛି ବିଶ୍ୱ ମହାସାଗର ଦିବସ ବା ‘ୱାର୍ଲଡ ଓସନ୍ ଡେ’ । ପ୍ରତିବର୍ଷ ଜୁନ୍ ମାସ ୮ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ମହାସାଗର ଜଳରାଶି ପ୍ରଦୂଷଣ ମୁକ୍ତ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ମହାସାଗର ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ମାନ…

ଦର ବୃଦ୍ଧି ପ୍ରତିବାଦରେ CPIMର ବିକ୍ଷୋଭ

ପୁରୀ : ତୈଳ ଓ ଖାଦ୍ୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ ପୁରୀ ଜିଲ୍ଲା CPIMର ବିକ୍ଷୋଭ । ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପତ୍ରର ଦର ବୃଦ୍ଧି ବିରୁଦ୍ଧରେ ଓ କରୋନା ସହାୟତା ପାଇଁ ଆଜି CPIM ର ପୁରୀ ବଡଦାଣ୍ଡରେ ଥିବା ପେଟ୍ରୋଲ ଟାଙ୍କି ସାମନାରେ ପ୍ରତିବାଦ…

କୋଭିଡ୍ ସେଣ୍ଟର ବର୍ଜ୍ୟବସ୍ତୁ ନେଇ ବଢୁଛି ଅସନ୍ତୋଷ

ତାଳବଣିଆ : କୋଭିଡ୍ ସେଣ୍ଟରରେ ବ୍ୟବହୃତ ବର୍ଜ୍ୟବସ୍ତୁ ନେଇ ବଢୁଛି ଅସନ୍ତୋଷ । ତାଳବଣିଆ ପାଖରେ ଏଭଳି କୋଭିଡ ବର୍ଜ୍ୟବସ୍ତୁ ଚାରିଆଡେ ଫିଙ୍ଗାଯାଇଥିବା ଦେଖିବାକୁ ମିଳିଛି | ପୂର୍ବରୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ କୋଭିଡ କେୟାର ସେଣ୍ଟରରେ କରୋନା ବର୍ଜ୍ୟବସ୍ତୁ ଏଣେତେଣେ ବିଛାଡି ହୋଇ…

ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା: ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ଉଭଁରୀ ଯାତ୍ରା । ଏହି ଅବସରରେ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଆଜି ଶ୍ରୀଜିଉଙ୍କ ସକାଳ ଧୂପ ସରିବା ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡାମାନେ…

ବିଶ୍ୱ ସାଇକେଲ ଦିବସ : ୩୬୫୩ ଦିଆସିଲି କାଠିରେ ପୁରୀର ଶାଶ୍ୱତ ତିଆରି କଲେ ସାଇକେଲ

ଭୁବନେଶ୍ୱର: ବିଶ୍ୱ ସାଇକେଲ ଦିବସ ଅବସରରେ ପୁରୀରେ ୧୮ ବର୍ଷୀୟ ଶାଶ୍ୱତ ରଂଜନ ସାହୁ ତିଆରି କରିଛନ୍ତି ଦିଆସିଲିରେ ସାଇକେଲ । ଆମେ ସୁସ୍ଥ ରହିବା ପାଇଁ ବିଶ୍ୱକୁ ପ୍ରଦୂଷଣ ମୁକ୍ତ କରିବା ପାଇଁ ଏହି ଦିଆସିଲିରେ ତିଆରି ସାଇକେଲ ଜରିଆରେ ସେ ବାର୍ତ୍ତା ଦେଇଛନ୍ତି । ପ୍ରାୟ ୩,୬୫୩ଟି…

ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା: ୩ ରଥର ଅଖ ସହ ଚକ ଡେରା ନୀତି ସମ୍ପାଦିତ ହେବ

ପୁରୀ: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ରଥଖଳା ଚଳଚଞ୍ଚଳ । ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଭଉଁରୀ ଯାତ୍ରା । ଏହି ଅବସରରେ ତିନିଟ ରଥର ଅଖ ସହ ଚକ ଡେରା ନୀତି ଆଜି ସମ୍ପାଦିତ ହେବ । ୨ଟି ଲେଖାଏ ଚକ ସହ ଅଖ ସଂଯୋଗ ହେବ । ଶ୍ରୀମନ୍ଦିରରରେ ସକାଳ ଧୂପ…

ପୁରୀରେ ପହଂଚିଲା ରଥ ଦଉଡି

ପୁରୀ: କରୋନା ମହାମାରୀରେ କଟକଣା ଅନୁଯାୟୀ ଚଳିତବର୍ଷ ଅନୁଷ୍ଠିତ ହେବ ବିଶ୍ୱପ୍ରସିଦ୍ଧ ତଥା ଓଡିଆଙ୍କ ଗର୍ବ ଗୌରବ ପବିତ୍ର ରଥଯାତ୍ରା । ଏଥିପାଇଁ ଶ୍ରୀକ୍ଷେତ୍ରରେ ଆସି ପହଂଚିଛି ରଥ ଦଉଡି । ଯେଉଁଥିରେ ୧୪ଟି ଦଉଡି ରଥ ପାଇଁ ଆସିଥିବାବେଳେ କର୍ଡନ୍ ପାଇଁ ୬ଟି ଦଉଡି ଅଣାଯାଇଛି । ସର୍ବମୋଟ…

ରତ୍ନସିଂହାସନରୁ ଚତୁର୍ଦ୍ଧା ମୂର୍ତ୍ତି ଫଟୋ ଭାଇରାଲ୍ !

ପୁରୀ: ପୁଣି ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତରୁ ଫଟୋ । ଏଥର ମନ୍ଦିର ନୁହେଁ ସିଧାସଳଖ ରତ୍ନସିଂହାସନରୁ ଦିଅଁଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କର ଫଟୋ ଚିତ୍ର ବାହାରେ ବୁଲୁଛି । ରତ୍ନସିଂହାସନରେ ବିରାଜିତ ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ଫଟୋଚିତ୍ର…