Latest Odisha News

BREAKING NEWS

Browsing Category

ପୁରୀ

Puri

ରଥଯାତ୍ରା ପ୍ରସ୍ତୁତି: ଶ୍ରୀକ୍ଷେତ୍ରରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୭ଖଣ୍ଡ ଅସନ ଓ ଧଉରା କାଠ ରହିଛି । ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ । ପୂର୍ବବର୍ଷର ୬୯ ଖଣ୍ଡ…

ଆଜିଠୁ ଭକ୍ତଙ୍କ ପାଇଁ ବଡ଼ଦେଉଳ ଦୁଆର ବନ୍ଦ

ପୁରୀ: କରୋନା ଟାଣିଛି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା । ଆଜିଠୁ ଆଉ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଶ୍ରଦ୍ଧାଳୁ । ଭକ୍ତଙ୍କ ପାଇଁ ବଡ଼ଦେଉଳ ଦୁଆର ବନ୍ଦ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ବସାଧାରଣ ଦର୍ଶନ ବନ୍ଦ ହୋଇଛି । ମେ’ ୧୫ ତାରିଖ ଯାଏ…

ପିପିଲି ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବିଶ୍ୱକେଶନ

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ଆଜି ନାମାଙ୍କନ ଦାଖଲ କରିବେ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର । ନିଜ ସମର୍ଥକଙ୍କ ସହ ଜିଲ୍ଲା କଂଗ୍ରେସ ଭବନ ନିକଟରେ ପହଞ୍ଚିବା ପରେ କରୋନା କଟକଣା ଭିତରେ ଜିଲ୍ଲାପାଳଙ୍କ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ । ଅଜିତ…

ପୁରୀରେ ସପ୍ତାହନ୍ତ ସଟଡାଉନ୍

ପୁରୀ: କରୋନା ଦ୍ୱିତୀୟ ଲହର ଯୋଗୁ ବିଭିନ୍ନ ସ୍ଥାନରେ ସତର୍କତା ଅବଲମ୍ବନ କରାଯାଉଛି । ଏନେଇ ସପ୍ତାହନ୍ତ ସଟଡାଉନ୍ ଜାରି ରହିଛି । ଶନିବାର ଓ ରବିବାର ଦୁଇ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ପୁରୀରେ ମଧ୍ୟ ରାସ୍ତାଘାଟ ଜନଶୂନ୍ୟ ହୋଇପଡିଥିବା ବେଳେ ପୁଲିସର କଡାକଡି ଯାଂଚ ଚାଲିଛି ।

ପୁରୀରେ ସପ୍ତାହନ୍ତ ସଟଡାଉନ୍

କରୋନା ଦ୍ୱିତୀୟ ଲହର ଯୋଗୁ ବିଭିନ୍ନ ସ୍ଥାନରେ ସତର୍କତା ଅବଲମ୍ବନ କରାଯାଉଛି । ଏନେଇ ସପ୍ତାହନ୍ତ ସଟଡାଉନ୍ ଜାରି ରହିଛି । ଶନିବାର ଓ ରବିବାର ଦୁଇ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ପୁରୀରେ ମଧ୍ୟ ରାସ୍ତାଘାଟ ଜନଶୂନ୍ୟ ହୋଇପଡିଥିବା ବେଳେ ପୁଲିସର କଡାକଡି ଯାଂଚ ଚାଲିଛି ।

ପୁରୀରେ ସାହିଯାତ ଆରମ୍ଭ

ପୁରୀ: ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି। ଗତକାଲି ଶ୍ରୀରାମ ନବମୀ ଠାରୁ ଶ୍ରୀମନ୍ଦିରରେ ରୀତିନୀତି ସହ ସମ୍ପୃକ୍ତ ଏହି ସାହିଜାତରେ ଶ୍ରୀରାମ ଜନ୍ମ ଠାରୁ ଆରମ୍ଭ କରି ରାମାଭିଷେକ ଯାଏଁ ଚାଲିଥାଏ। ସୂଚନା ଅନୁଯାୟୀ ଗତକାଲି ପ୍ରଥମ ଦିନରେ କାଳିକାଦେବୀ ସାହି ପକ୍ଷରୁ…

ଆଜି ଆରମ୍ଭ ହେବ ରଥକାଠ ଚିରଟ କାର୍ଯ୍ୟ, ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ଟିମ ପହଁଞ୍ଚିଛନ୍ତି କଟକରେ

ପୁରୀ: ଆଜି ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଆଜିର ପବିତ୍ର ରାମନବମୀ ତିଥିରେ ମାଳମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ତିନିଜଣିଆ ଟିମ କଟକରେ ପହଁଞ୍ଚିଛନ୍ତି । କଟକ ଖପୁରିଆ ସ୍ଥିତ ସ ମିଲରେ ରାମନବମୀ…

ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା, ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ସଚେତନ କଲେ ବାଲୁକାଶିଳ୍ପୀ…

ପୁରୀ: ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଳୁକାକଳା । ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ସଚେତନତାର ବର୍ତ୍ତା ଦେଇଛନ୍ତି । ରାଜ୍ୟରେ କରୋନା ମହାମାରୀର…

କୋଭିଡ୍ କଟକଣାରେ ଏବର୍ଷ ଶ୍ରୀକ୍ଷେତ୍ରରେ ସାହି ଯାତ

ପୁରୀ: କୋଭିଡ କଟକଣା ମଧ୍ୟରେ ଚଳିତବର୍ଷ ପୁରୀରେ ସାହି ଯାତ ଅନୁଷ୍ଠିତ ହେବ । ସ୍ୱଳ୍ପ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ କରିବା ନେଇ ଜିଲ୍ଲାପାଳ ସାହି ମୁରବୀମାନଙ୍କ ସହ ବୈଠକ ପରେ ନିଷ୍ପତ୍ତି ହୋଇଛି । ଶ୍ରୀରାମ ନବମୀ ଅର୍ଥାତ ଅପ୍ରେଲ ୨୧ ତାରିଖରୁ ମେ ମାସ ୪ତାରିଖ ରାମାଭିଷେକ ଯାଏ ସାହି ଯାତ…

ରଥଯାତ୍ରା ପ୍ରସ୍ତୁତି: ନୟାଗଡ଼ ବନଖଣ୍ଡରୁ ପୁରୀ ଆସିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ । ନୟାଗଡ ବନଖଣ୍ଡରୁ ଗୋଟିଏ ରଥକାଠ ବୋଝେଇ ଟ୍ରକ ଆଜି ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୩ଟି ଫାସୀ କାଠ ରହିଛି । ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ । ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା…