Latest Odisha News
Browsing Category

ରାୟଗଡ଼ା

Rayagada

ପୋଲିସ ଇନଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ଗୁଳି କରି ହତ୍ୟା କଲେ ମାଓବାଦୀ

ରାୟଗଡ଼ା: ପୋଲିସ ଇନଫର୍ମର ସନ୍ଦେହରେ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ । ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡା ଗାଁ ନିକଟରେ ତାଙ୍କୁ ହତ୍ୟା କରାଯାଇଛି । ମୃତକ ହେଲେ ସନ୍ତୋଷ ଦଣ୍ଡସେନା । ଗତକାଲି ରାତି ପ୍ରାୟ ୧୦ଟା ବେଳେ ସଶସ୍ତ୍ର ମାଓବାଦୀମାନେ ଆସି ସନ୍ତୋଷକୁ ଘରୁ…

ଲାଞ୍ଚ ମାଗି ରାୟଗଡ଼ା ଅବକାରୀ ଅଧୀକ୍ଷକ ଚାକିରିରୁ ସସପେଣ୍ଡ, ଭିଡିଓ ଭାଇରାଲ୍ ପରେ ଆକ୍ସନ

ରାୟଗଡା: ମଦ ବ୍ୟବସାୟୀଙ୍କୁ ଲାଞ୍ଚ ମାଗି ଚାକିରିରୁ ସସପେଣ୍ଡ ହେଲେ ରାୟଗଡ଼ା ଜିଲ୍ଲା ଅବକାରୀ ଅଧୀକ୍ଷକ । ଏସମ୍ପର୍କିତ ଅଡ଼ିଓ ଭାଇରାଲ୍ ପରେ ଅବକାରୀ ଅଧୀକ୍ଷକ ପ୍ରସନ୍ନ କୁମାର ନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ବିବାଦ ତେଜିବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରିବା ସହ …

୯ ମ ଶ୍ରେଣୀ ଛାତ୍ର ଦଶମ ପାସ୍ ହେବା ଘଟଣା,୩ ଜଣିଆ କମିଟିର ତଦନ୍ତ

ରାୟଗଡା: ୯ ମ ଶ୍ରେଣୀ ଛାତ୍ର ଦଶମ ପାସ୍ ହେବା ଘଟଣା । ତଦନ୍ତ ପାଇଁ ଗଠନ ହେଲା ୩ ଜଣିଆ କମିଟି । ରାୟଗଡା ଜିଲ୍ଲା ଟିକିରି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଙ୍କ ଦଶମ ପାସ୍ ହେବା ଘଟଣାର ଆରମ୍ଭ ହୋଇଛି ଖୋଲତାଡ । ଛାତ୍ର ଜଣକ ୫ ହଜାର ଟଙ୍କା ଲାଞ୍ଚ ଦେଇ ଦଶମ ଶ୍ରେଣୀରେ ପାସ୍ ହେବା ଘଟଣା ପ୍ରଘଟ…

ଶୌଚ ସମୟରେ ବଜ୍ରାଘାତ, ଟଳିପଡିଲେ ମହିଳା

ଗୁଣୁପୁର: ଅକାଳରେ ଚାଲିଗଲା ନୀରିହ ଜୀବନ । ବଜ୍ରାଘାତରେ ରାମନାଗୁଡା ବ୍ଲକ ରାମଗିରି ଗାଁରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି । ଆଜି ମଧ୍ୟାହ୍ନରେ ପ୍ରବଳ ବର୍ଷା ସହ ଘଡଘଡି ମଧ୍ୟରେ ଜଣେ ମହିଳାଙ୍କ ଉପରେ ତୀବ୍ର ମାତ୍ରାରେ ବଜ୍ରାଘାତ ହୋଇଥିଲା । ମୃତ ମହିଳାଙ୍କ ପରିଚୟ ୨୭ ବର୍ଷୀୟା ସୁନିଳା…

ନବମରେ ଟିସି ନେଇଥିଲେ ଦଶମ ପରୀକ୍ଷା କେମିତି ଦେଲେ ?

ରାୟଗଡା:ଦଶମ ଶ୍ରେଣୀ ପରୀକ୍ଷାରେ ସାଙ୍ଘାତିକ ବ୍ୟତିକ୍ରମ । ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଟିକିରି ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ର ନବମରେ ଟିସି ନେଇଯାଇଥିଲେ ।ହେଲେ ସେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଉତିନ୍ନ ହୋଇଛନ୍ତି ।ଯାହାକୁ ନେଇ ବିବାଦ ଦେଖିଦେଇଛିା ଛାତ୍ରଜଣକ ହେଉଛନ୍ତି…

ବିକାଶରୁ ବଞ୍ଚିତ ନିୟମଗିରି ଡଙ୍ଗରିଆ

ରାୟଗଡା: ବିକାଶରୁ ବଞ୍ଚିତ ନିୟମଗିରି ଡଙ୍ଗରିଆ, ଓପିଇଲିପି ମାରି ନେଉଛି ଲକ୍ଷ ଲକ୍ଷ ଟଙ୍କା । ଆରମ୍ଭ ହୋଇଛି ମେଳି । ଆଦିବାସୀ ଜନଜାତିଙ୍କ ଉନ୍ନତି ପାଇଁ ସରକାର ଅନେକ ଯୋଜନା କରିଛନ୍ତି । ହେଲେ ତାହା କେବଳ ଯୋଜନାରେ ରହିଛି । ରାଜ୍ୟ ସରକାରଙ୍କ OPELIP ସଂସ୍ଥା କୋଟି କୋଟି ଟଙ୍କା ହଡପ…

ସାରା ବିଶ୍ୱରେ ପରିଚୟ ପାଇବ ନିୟମଗିରି ଡଙ୍ଗରିଆଙ୍କ ଝାଡୁ

ଗୁଣୁପୁର: ବିଷମକଟକର ଡଙ୍ଗରିଆ ଜନଜାତିଙ୍କ ଉନ୍ନତିରେ ଲାଗିପଡିଛନ୍ତି ରାଜ୍ୟ ସରକାର । ଦେଶବିଦେଶରେ ପରିଚୟ ପାଇବ ଡଙ୍ଗରିଆଙ୍କ ଝାଡୁ । ଏଥିପାଇଁ ରାୟଗଡା ଜିଲ୍ଲା ପ୍ରଶାସନ ବିଭିନ୍ନ ପ୍ରକାର ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରାଇଛନ୍ତି । ପୂର୍ବରୁ ଜିଲ୍ଲାର କପାଡାଗୁଡା ସାଲ୍ ର ଚାହିଦା…

[ଭିଡିଓ] ଆମ୍ବୁଲାନ୍ସ ପାଇଁ ୩ କି.ମି ଚାଲିଲେ ଗର୍ଭବତୀ ମହିଳା

ରାୟଗଡା: ଜନନୀ ଭୋଗୁଛି ଯନ୍ତ୍ରଣା । ସାମ୍ନାକୁ ଆସିଲା ଆଉ ଏକ ଅଭାବନୀୟ ଘଟଣା । ଜଣେ ଗର୍ଭବତୀ ମହିଳାଙ୍କୁ ନେଇ ଚର୍ଚ୍ଚାକୁ ଆସିଛି ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ପଂଚୁବାଇ ଗାଁ । ଡାକ୍ତରଖାନା ଯିବା ପାଇଁ ଜଣେ ଗର୍ଭବତୀ ମହିଳାଙ୍କୁ ଦୀର୍ଘ ରାସ୍ତା ଅତିକ୍ରମ କରିବାକୁ ପଡିଥିଲା ।…

ଗୁଣୁପୁରରେ ଜାତୀୟ ସଦଭାବନା ଦିବସ ପାଳିତ

ଗୁଣୁପୁର: ଆଜି ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟ, କେନ୍ଦ୍ର ସମାଜ କଲ୍ୟାଣ ବୋର୍ଡ ନୂଆଦିଲ୍ଲୀ ଓ ରାଜ୍ୟ ସମାଜ କଲ୍ୟାଣ ବୋର୍ଡ ଆନୁକୂଲ୍ୟରେ ଜାତୀୟ ସଦଭାବନା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ…

ସାଧାରଣ ଯାତ୍ରୀଙ୍କ ଭଳି ମନ୍ତ୍ରୀ ଅଶ୍ୱୀନ ବୈଷ୍ଣବଙ୍କ ରେଳ ଯାତ୍ରା

ଭୁବନେଶ୍ୱର: ନା ଅଛି ସୁରକ୍ଷା ପ୍ରୋଟୋକଲ ନା ଅଛନ୍ତି ସିକ୍ୟୁରିଟି ଗାର୍ଡ । ସାଧାରଣ ଯାତ୍ରୀଙ୍କ ଭଳି ଟ୍ରେନରେ ଯାତ୍ରା କରିଛନ୍ତି ଖୋଦ୍ ରେଳ ମନ୍ତ୍ରୀ ।ଭୁବନେଶ୍ୱରରୁ ରାୟଗଡା ରେଳରେ ଯାତ୍ରା କଲେ ରେଳ ମନ୍ତ୍ରୀ ଅଶ୍ୱୀନ ବୈଷ୍ଣବ । ହୀରାଖଣ୍ଡ ଏକ୍ସପ୍ରେସରେ ସେ ଯାତ୍ରା କରି ଯାତ୍ରୀଙ୍କ ସହ…