Latest Odisha News

BREAKING NEWS

Browsing Category

ରାୟଗଡ଼ା

Rayagada

ରାୟଗଡ଼ାରୁ ରାଜସ୍ଥାନ ଚାଲାଣ ବେଳେ ୭.୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡା: ରାଜସ୍ଥାନକୁ ରାୟଗଡ଼ାରୁ ଗଞ୍ଜେଇ ଚୋରା ଚାଲାଣ । ସୂଚନା ପାଇ ରେଡ୍ କଲା ମୁନିଗୁଡା ପୋଲିସ । ରାଜସ୍ଥାନ ଆଜମେରକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଢ଼େପାଗୁଡା ନିକଟରେ ଟ୍ରକରେ ଲୋଡିଂ ହେଉଥିବା ବେଳେ ଚଢ଼ାଉ କଲା ପୋଲିସ । ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ଭିତରେ…

ବଜ୍ରାଘାତରେ ଗୋଟିଏ ପରିବାରର ଜଣେ ମୃତ, ୨ ଗୁରୁତର

ରାୟଗଡ଼ା : ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଲାଉଗୁଡା ଗାଁରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ଅନ୍ୟ ୨ ଜଣ ଗୁରୁତର ଅଛନ୍ତି । ଦୁଇ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ, ଲାଉଗୁଡା ଗାଁର ଅନନ୍ତ ଶବର ଦୁଇ…

ଆଦିବାସୀ ଘରୁ ସମ୍ଭ୍ରାନ୍ତ ଡ୍ରଇଁ ରୁମ୍; ଦେଶବିଦେଶରେ ଚମକୁଛି ଲାଉ ତୁମ୍ବାର କଳାକୃତି

ଆଦିବାସୀଙ୍କୁ ମିଳିଛି ବିକଳ୍ପ ରୋଜଗାରର ସୁଯୋଗ ଅବିଭକ୍ତ କୋରାପୁଟରୁ ମେଟ୍ରୋସହରରେ ଲାଉତୁମ୍ବା ରାୟଗଡ଼ା( ମୋନାଲିସା ରଥ): ଆଦିବାସୀ ଘରେ ଲାଉତୁମ୍ବା ଖାଲି ଜିନିଷ ରଖିବାର ସାମଗ୍ରୀ ଭାବେ ବ୍ୟବହୃତ ହେଉଥିଲା; ନହେଲେ ଆଦିବାସୀ ମହିଳା ପୁରୁଷ ଖାଦ୍ୟପାନୀୟ ନେଇ କାମକୁ…

ଗାଁରେ ସ୍ୱପ୍ନ ବିକାଶର ଚିତ୍ର

ରାୟଗଡା : ଚାରିଆଡେ ଡଙ୍ଗର ଆଉ ମଝିରେ ଗାଁ । ସାତ ଦଶନ୍ଦି ପରେ ବି ଲୋକେ ପାଉନାହାନ୍ତି ମୌଳିକ ସୁବିଧା । ବିକାଶର ଛାଇ ସ।ତ ସପନ ହୋଇଯାଇଛି ରାୟଗଡା ଜିଲ୍ଲାରେ । ଜିଲ୍ଲାର ଚିତ୍ର ସଂପୂର୍ଣ୍ଣ ଅଲଗା ।  ଜିଲାର ସଦର ମହକୁଠାରୁ ମାତ୍ର କେଇ କିଲୋମିଟର ଦୂରରେ ଥିବା ସେରାପଡି ଗାଁ । ରାୟଗଡା…

ବିପଦ ଡାକୁଛି ନାଗାବଳୀ ନଦୀ, ଅନିଶ୍ଚିତତା ଘେରରେ ୨୩ ଗାଁ

ରାୟଗଡା : ବିପଦ ଡାକୁଛି ନାଗାବଳୀ ନଦୀ । ଅନିଶ୍ଚିତତା ଘେରରେ ୨୩ ଗାଁ । କଲ୍ୟାଣି ଏବଂ ନାଗାବଳୀ ନଦୀର ସଙ୍ଗମସ୍ଥଳ କଲ୍ୟାଣସିଂପୁରକୁ ଆଣିଦେଇଛି ବିପତ୍ତି । କେଉଁ ମୁହୁର୍ତ୍ତରେ ନଦୀ ଗର୍ଭରେ ଲୀନ ହୋଇଯିବ ଏହି ଗାଁ ତାହା କହିହେବନି । ଦଶନ୍ଧି ଧରି ଗାଁର ଲୋକେ ଏମିତି ବିପଦ ସଙ୍କୁଳ ଅବସ୍ଥାରେ…

ମୁନିଗୁଡାରେ ଅସମ୍ଭାଳ ଗଂଜେଇ ଚାଲାଣ

ରାୟଗଡା: ରାଜ୍ୟରେ ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ନିଶା କାରବାର । ବ୍ରାଉନ୍ ସୁଗାର ଓ ଗଂଜେଇ ଚାଲାଣ ପୋଲିସ ପ୍ରଶାସନର ନିଦ ହଜାଇଦେଇଛି । ନିକଟରେ ରାୟଗଡା ଜିଲ୍ଲାରେ ଅପ୍ରତ୍ୟଶିତ ଭାବେ ବୃଦ୍ଧି ପାଇଛି ଗଂଜେଇ ଚୋରା ଚାଲାଣ । ଏହି ଧାରାରେ ଆଜି ମୁନିଗୁଡା ପୋଲିସ ୬୦ ଲକ୍ଷ ଟଙ୍କା…

ଟାଟା ମ୍ୟାଜିକ୍ ଉପରେ ମାଡ଼ି ଗଲା ଟ୍ରକ୍, ୨ ଜଣଙ୍କର ମୃତ୍ୟୁ

ରାୟଗଡ଼ା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟାଟା ମ୍ୟାଜିକ ଉପରେ ମାଡ଼ି ଗଲା ମାଲ୍ ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲା ବିଷମକଟକ ଅନ୍ତର୍ଗତ ଚାଞ୍ଚରାଗୁଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ଏତେ ଭୀଷଣ ହୋଇଛି ଯେ, ଟାଟା ମ୍ୟାଜିକ୍…

କରୋନା କୋପ, ୪ ଅନାଥ ଶିଶୁଙ୍କ ଦାୟିତ୍ୱ ନେଲା ରାୟଗଡା ଜିଲ୍ଲା ପ୍ରଶାସନ

ରାୟଗଡା: ଘାତକ କରୋନା ମହାମାରୀକୁ ନେଇ ସାରା ଦେଶ ପ୍ରଭାବିତ । କିଏ ପରିବାର ସଦସ୍ୟଙ୍କୁ ହରାଇଛନ୍ତି ତ କେହି ସର୍ବହରା ହୋଇଛନ୍ତି । ଏପରି ସ୍ଥିତିରେ ରାୟଗଡା ଜିଲ୍ଲାର ଦୁଇଟି ପରିବାର ଗଭୀର ରୂପେ ପ୍ରଭାବିତ ହୋଇଛି । ତେବେ ସେମାନଙ୍କ ଥଇଥାନ ପାଇଁ ଜିଲ୍ଲା ପ୍ରଶାସନ ପ୍ରତିଶ୍ରୁତି ଦେଇଥିବା…

ଲକଡାଉନ୍ କୋହଳ ପରେ ରାୟଗଡାରେ ଜିଲ୍ଲା ପ୍ରଶାସନର ସ୍ଥିତି ଅନୁଧ୍ୟାନ

ରାୟଗଡା: ସଦ୍ୟ ସ୍ଥିତିକୁ ସମୀକ୍ଷା କରି ରାଜ୍ୟରେ ଲକ୍‌ଡାଉନ୍‌କୁ ଆଂଶିକ କୋହଳ କରାଯାଇଛି । ତେବେ ରାୟଗଡା ଜିଲ୍ଲାରେ ସଂକ୍ରମଣ ହାର କମିଥିଲେ ବି ମୃତ୍ୟୁ ହାର କିନ୍ତୁ କମିବାର ନାଁ ଧରୁନି । ଏଥିପାଇଁ କରୋନା ସଙ୍କଟ ସମେତ ଅନ୍ୟ ସମସ୍ୟାକୁ ନେଇ ରାୟଗଡା ଓ ଗୁଣୁପୁରରେ ସ୍ଥିତି ଅନୁଧ୍ୟାନ…

ମୁନିଗୁଡାରେ ବିପୁଳ ପରିମାଣର ଗଂଜେଇ ଜବତ

ରାୟଗଡା: ଗଂଜେଇ ବେପରୀଙ୍କ ଏନ୍ତୁଡିଶାଳ ପାଲଟିଛି ମୁନିଗୁଡା । ପ୍ରତିଦିନ ଧରାପଡୁଛି ବିପୁଳ ପରିମାଣର ଗଂଜେଇ । ଗତକାଲି ମୁନିଗୁଡା ପୋଲିସ ଏକ ଟ୍ରକରୁ ୪୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ଗଂଜେଇ ଜବତ କରିଥିଲା । ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ଗତକାଲି ରାତିରେ ମୁନିଗୁଡା ଏସ୍‌ଡିପିଓ ଆକାଶ…