Latest Odisha News

BREAKING NEWS

Browsing Category

ରାୟଗଡ଼ା

Rayagada

ରାୟଗଡାର ଭୂମିହୀନ ଆଦିବାସୀଙ୍କୁ ଘରଡିହ ପଟ୍ଟା ବଣ୍ଟନ

ରାୟଗଡା: ଘରେଘରେ ସେବା ପହଂଚାଉଛି ରାଜସ୍ୱ ରଥ । ଆଜି ରାଜ୍ୟ ସରକାରଙ୍କ ରାଜସ୍ୱ ବିଭାଗ ଓ ଜିଲ୍ଲା ପ୍ରଶାସନ ତତ୍ତ୍ୱାବଧନରେ ଗୁଡାରି ବ୍ଲକର ଶିରୀଗୁଡା ଗାଁର ୬୩ ଜଣ ଭୂମିହୀନ ଆଦିବାସୀଙ୍କୁ ଘରଡିହ ପଟ୍ଟା ବଣ୍ଟନ କରାଯାଇଛି । ଏହି ଅବସରରେ ସ୍ଥାନୟ ସରପଂଚ ଜାଗାରାଙ୍ଗା ଉପସ୍ଥିତ ଥିଲେ ।…

ପୁଣି ହାତୀ ଆତଙ୍କ

ମୁନିଗୁଡା : ପୁଣି ମାତିଲା ଦନ୍ତା । ମୁନିଗୁଡା ରେଞ୍ଜରେ ହାତୀ ଆତଙ୍କ । ମୁନିଗୁଡାର ରାଜୁଲଗୁଡା ଓ ଗଣ୍ଡାବାଡିରେ ହାତୀ ପଶି ଆତଙ୍କ ଖେଳାଇଛନ୍ତି । ଘର ଦ୍ୱାର ଭାଙ୍ଗିବା ସହିତ ଫସଲ ସବୁ ନଷ୍ଟ କରିପକାଉଛନ୍ତି । ଗାଁରେ ପଶି ଚାଷ ବାସ ସହିତ ବାଡି ବଗିଚାରେ ଗଛ ସବୁ ନଷ୍ଟ କରିପକାଇଛନ୍ତି ।…

ଛୁଇଁଲା ମୌସୁମୀ, ପ୍ରଥମ ବର୍ଷାରେ ଭିଜିଲା ରାୟଗଡା

ରାୟଗଡା: ଗ୍ରୀଷ୍ମ ପ୍ରବାହରୁ ରାୟଗଡା ଜିଲ୍ଲାକୁ ନିସ୍ତାର ମିଳିଛି । ଲଗାତାର ଭାବେ ଦୁଇଦିନ ଧରି ଅବିଶ୍ରାନ୍ତ ବର୍ଷା ଓ କୋହଲା ପାଗ ଲୋକଙ୍କୁ ରୌଦ୍ର ତାପରୁ ଆସ୍ୱସ୍ତି ଦେଇଛି । ପାଣିପାଗ ବିଭାଗ ଦ୍ୱାରା ଜୁନ୍ ଦ୍ୱିତୀୟ ସପ୍ତାହ ସୁଦ୍ଧା ସାରା ରାଜ୍ୟରେ ମୌସୁମୀ ପ୍ରବେଶ ଆକଳନ ସତ ହୋଇଛି ।…

ଗଛ ମଣିଷ ବୁଦ୍ଧିଆ ସେଠୀ

ରାୟଗଡା: କମିବାରେ ଲାଗିଛି ପ୍ରାକୃତିକ ଜଙ୍ଗଲ । କାୟା ବିସ୍ତାର କରୁଛି କଂକ୍ରିଟ୍ ଦୁନିଆ । ସବୁଜିମା ପ୍ରକୃତି ବଦଳରେ ଆଜିର ଆଧୁନିକ ସମାଜ ଚିକମିକ୍ ଲମ୍ବାଲମ୍ବା ବିଲ୍ଡିଂକୁ ଅଧିକ ପ୍ରାଧାନ୍ୟ ଦେଉଛି । କଟା ଚାଲିଛି ଗଛ, ନିର୍ମିତ ହେଉଛି ସୁଉଚ୍ଚ ଅଟ୍ଟାଳିକା । ହେଲେ ଏହାରି ଭିତରେ ଜଣେ…

ବିଷମକଟକରେ ବିପୁଳ ଗଂଜେଇ ଜବତ, ୩ ଗିରଫ

ବିଷମକଟକ: ସମଗ୍ର ରାଜ୍ୟରେ ଲକ୍‌ଡାଉନ୍ ସ୍ଥିତି ଥିବାବେଳେ ବଢିବାରେ ଲାଗିଛି ଗଂଜେଇ ବେପାରୀଙ୍କ ସାହାସ । ଶୂନ୍‌ଶାନ୍ ଇଲାକାର ଫାଇଦା ଉଠାଇ ଅବାଧରେ ଚାଲିଛି ଗଂଜେଇ ଚାଲାଣ । ହେଲେ ଗତକାଲି ରାୟଗଡା ଜିଲ୍ଲାରେ ଏକ ବଡ ଧରଣର ଗଂଜେଇ ଚାଲାଣକୁ ରୋକିବାରେ ସଫଳ ହୋଇଛି ବିଷମକଟକ ପୋଲିସ । ଗତ…

ଯବାନଙ୍କୁ ମାଡ ଅଭିଯୋଗ ,ଥାନାରେ ଏତଲା

ଗୁଣୁପୁର : ଯବାନଙ୍କୁ ମାଡ ଅଭିଯୋଗ । ଆଇଆରଵି ଏନ ଯବାନଙ୍କୁ କମାଣ୍ଡାଣ୍ଟଙ୍କ ମାଡ଼ ଅଭିଯୋଗ । ଘଟଣା ନେଇ ଥାନାରେ ଏତାଲା ଦିଆଯାଇଥିବା ବେଳେ ଯବାନଙ୍କୁ ଗୁଣୁପୁର ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାୟଗଡା ଜିଲ୍ଲାର ଗୁଣୁପୁର ଭାମିନି ପୋଲିସ ବାଟାଲିଅନରେ ଘଟିଛି ଘଟଣା । କମାଣ୍ଡାଣ୍ଟ…

ପୋଲିସକୁ ବଡ଼ ସଫଳତା, ୬୫୩ କେଜି ଗଞ୍ଜେଇ ଜବତ

ରାୟଗଡା : ପୋଲିସକୁ ମିଳିଲା ବଡ଼ ସଫଳତା । ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସ ହାତରେ ଧରାପଡ଼ିଲା ଗଞ୍ଜେଇ । ରାୟଗଡା ଜିଲ୍ଲା ପାଲଟିଛି ଚୋରା ଗଞ୍ଜେଇର ପେଣ୍ଠସ୍ଥଳୀ । ଦୁର୍ଗମ ଚନ୍ଦ୍ରପୁର ବ୍ଲକର କୁଟୁଡୁକୁପା ଏବଂ ମୁଚୁକିଗୁଡା ଛକରେ ଥିବା ଏକ ଘରୁ ପ୍ରାୟ ୬୫୩ କେଜି ଗଞ୍ଜେଇ ବିକ୍ରି ହେବାକୁ…

ଓଡ଼ିଶାର ଏହି ଜେଲରେ ୭୫ ଅନ୍ତେବାସୀ କରୋନା ପଜିଟିଭ୍

ରାୟଗଡ଼ା: ଜେଲରେ ବ୍ୟାପୁଚି କରୋନା । ରାଜ୍ୟରେ ଗୋଟିଏ ପରେ ଗୋଟିଏ ଜେଲରୁ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ରାୟଗଡ଼ା ଜିଲ୍ଲା ଗୁଣପୁର ଉପକାରାଗାରରେ ୭୫ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ୭୧ ଜଣ କଏଦୀ ଓ ୪ ଜଣ କର୍ମଚାରୀ ଅଛନ୍ତି । ସମସ୍ତେ ଜେଲ ଭିତରେ…

ନିୟମଗିରିର ଦୁଇଟି ସ୍ଥାନରେ ୯୮ ଜଣ ଡଙ୍ଗରିଆ ମହିଳା ପୁରୁଷଙ୍କ ହେଲା ସ୍ୱାବ ଟେଷ୍ଟ

କଲ୍ୟାଣସିଂହପୁର : ଶେଷରେ ସ୍ୱାବ୍ ଟେଷ୍ଟ ପାଇଁ ରାଜି ହେଲେ ରାୟଗଡା କଲ୍ୟାଣସିଂହପୁର ନିୟମଗିରିର ଅଞ୍ଚଳରେ ଡଙ୍ଗରିଆକନ୍ଧମାନେ । ଆଜି ସ୍ଥାପନୀୟ ବିଡିଓ କାଳୁଚରଣ ନାୟକଙ୍କ ଉପସ୍ଥିତିରେ ନିୟମଗିରିର ସୁନାଖଣ୍ଡି ପଞ୍ଚାୟତର ଦୁଇଟି ଗାଁ କାଡ୍ରାକା ବଣ୍ଡେଲି ଓ ପାରାମାଳି ଗାଁର ମୋଟ ୯୮ ଜଣ…

ଘାଟିରେ ଓଲଟିଲା ବସ୍, ୭ ଯାତ୍ରୀ ଆହତ

ରାୟଗଡ଼ା: ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି । ଓମ୍ ସାଇ ନାମକ ବସଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୋଳ ଯାଉଥିଲା । ଘାଟି ଚଢ଼ିବା ବେଳେ…