Latest Odisha News

BREAKING NEWS

Browsing Category

ରାୟଗଡ଼ା

Rayagada

ବିଦ୍ୟୁତ ଆଘାତରେ ଶ୍ୱଶୂର-ବୋହୂ ମୃତ

ରାୟଗଡ଼ା: ଅଶୁଭ ଶନିବାର । ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ଦୁଇ ଜଣଙ୍କର ଅକାଳ ବିୟୋଗ । ଶ୍ୱଶୂର ଓ ବୋହୂଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଠଙ୍ଗପଡ଼ା ଗାଁରେ । ମୃତକମାନେ ହେଲେ ଡାଉଣୀ ମଣ୍ଡିକା ଓ ତାଙ୍କ ବୋହୂ ସୁମିତ୍ରା…

ଆଇପିଏଲ୍ ମ୍ୟାଚ୍ ଦେଖୁଦେଖୁ ଉଡିଗଲା ପ୍ରାଣବାୟୁ !

ରାୟଗଡା: କାଳ ସାଜିଲା ମୋବାଇଲରେ ଆଇପିଏଲ୍ ମ୍ୟାଚ ଦେଖିବା । ମ୍ୟାଚ ଦେଖୁଦେଖୁ ଅକାଳରେ ଚାଲିଗଲା ଜୀବନ । ଏମିତି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଓଡିଶାର ରାୟଗଡା ଜିଲ୍ଲା । ଯେଉଁଠି ଖେଳ ନିଶା ପାଇଁ ଚାଲିଯାଇଛି ଜଣେ ପୋଲିସ କର୍ମଚାରୀଙ୍କ ଜୀବନ । ତିନି ମହଲା ଉପରୁ ଖସିପଡିଥିଲେ…

ରାୟଗଡାରେ ଅନରକିଲିଂ ଅଭିଯୋଗ, ତିିନି ମାସ ପରେ ହେଲା ଘଟଣାର ପର୍ଦ୍ଦାଫାଶ

ରାୟଗଡା: ରାୟଗଡାରେ ତିନି ମାସ ତଳେ ହୋଇଥିବା ଏକ ଅନରକିଲିଂର ପର୍ଦ୍ଦାଫାଶ ହୋଇଛି । ଭଉଣୀର ପ୍ରେମିକକୁ ଭାଇ ହତ୍ୟା କରିଥିବା ଅଭିଯୋଗ ହୋଇଛି । ହତ୍ୟାକାଣ୍ଡ ପରେ ସୁରାକ ଲୁଚାଇବାକୁ ଉଦ୍ୟମ କରିଥିଲା ହତ୍ୟାକାରୀ ଭାଇ । କିନ୍ତୁ ତିନି ମାସ ପରେ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି । ସୂଚନା…

ସିଏସ୍‌ଆର୍‌: ରାୟଗଡାରେ ଉତ୍କଳ ଆଲୁମିନା ପକ୍ଷରୁ କରାଗଲା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା

ଭୁବନେଶ୍ୱର : ରାୟଗଡା ଜିଲ୍ଲା କାଶୀପୁର ବ୍ଲକର କିଛି ପଛୁଆ ଅଂଚଳ ଲୋକଙ୍କୁ ସହଜରେ ବିଶୁଦ୍ଧ ପିଇବା ପାଣିର ସୁବିଧା କଲା ଆଦିତ୍ୟ ବିର୍ଲା ଗ୍ରୁପର ଉତ୍କଳ ଆଲୁମିନା କମ୍ପାନୀ । କର୍ପୋରେଟ୍ ସାମାଜିକ ଦାୟିତ୍ୱ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ ସ୍ୱରୂପ କମ୍ପାନୀ ଏହି ସୁବିଧା ଯୋଗାଇ ଦେଇଛି ।…

ଇତିଶ୍ରୀ ମୃତ୍ୟୁ ମାମଲାର ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ: ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଆଜୀବନ ସଜା କାଟୁଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି । ଏନେଇ କୋରାପୁଟ ଜେଲ ଅଧୀକ୍ଷକଙ୍କ ପକ୍ଷରୁ ସୂଚନା ମିଳିଛି । ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡ ଭୋଗୁଛନ୍ତି…

ଆଜିଠୁ ରାୟଗଡ଼ାରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ

ରାୟଗଡ଼ା: ଆଜିଠୁ ରାୟଗଡ଼ା ଜିଲ୍ଲାରେ ଆରମ୍ଭ ହେବ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ । କରୋନା ଲକ୍ଷଣ ଥିବା ଲୋକଙ୍କର ନମୁନା ପରୀକ୍ଷା କରାଯିବ । ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ ପାଇଁ ଜିଲ୍ଲାର ୧୧ଟି ବ୍ଲକରେ ଗଠନ କରାଯାଇଛି ୨୭ଟି ଟିମ୍ । ପ୍ରତି ବ୍ଲକ ପାଇଁ ଦୁଇଟି ଟିମ୍ । ରାୟଗଡ଼ା ଜିଲ୍ଲାପାଳ…

ରାୟଗଡ଼ା ଜିଲ୍ଲା ୭୨ ଘଣ୍ଟା ସଟଡାଉନ୍

ରାୟଗଡ଼ା: ୨୪ ଘଣ୍ଟାରେ ୧୬୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାୟଗଡ଼ା ଜିଲ୍ଲାରେ ୭୨ ଘଣ୍ଟିଆ ସଟଡାଉନ୍ ଘୋଷଣା । ସମ୍ପୂର୍ଣ୍ଣ ସଟଡାଉନରେ ରହିବ ଜିଲ୍ଲା । ଏନେଇ ରାୟଗଡ଼ା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଏହାସହ ତିନି ଦିନ ବନ୍ଦ ରହିବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ଗୋଟିଏ ଦିନରେ…

ଦକ୍ଷିଣରେ କରୋନା କାୟା: ଗଞ୍ଜାମରେ ଖସୁଛି, ରାୟଗଡ଼ା ଓ ଗଜପତିରେ ମାଡୁଛି

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କରୋନାର ନାଲି ଆଖି । ମାଡ଼ି ମାଡ଼ ଚାଲିଛି । ଗଞ୍ଜାମ ପରେ ଗଜପତି ଓ ରାୟଗଡ଼ା । ଯଦିଓ ଚଳିତ ସପ୍ତାହରେ ଗଞ୍ଜାମ ଜିଲ୍ଲାରେ ପଜିଟିଭ୍ କେସ୍ କମୁଛି, କିନ୍ତୁ ଚିନ୍ତା ବଢ଼ାଇଛନ୍ତି ରାୟଗଡ଼ା ଓ ଗଜପତି ଜିଲ୍ଲା । ଗଜପତି, ରାୟଗଡ଼ା ଟେନସନ୍ ଗତ ୨୪ ଘଣ୍ଟାରେ…

କାଲିଠୁ ରାୟଗଡ଼ା ଜିଲ୍ଲା ସପ୍ତାହେ ସଟଡାଉନ୍

ରାୟଗଡ଼ା: ଜିଲ୍ଲାରେ କରୋନା ସଂକ୍ରମଣ ବଢୁଛି । ପ୍ରତିଦିନ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲ୍ଲା ଆସନ୍ତାକାଲିଠୁ ସଟଡାଉନ୍ ରହିବ । ସପ୍ତାହେ ସଟଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା । ଆସନ୍ତାକାଲି ସକାଳୁ ଲାଗୁ ହେବ ସଟଡାଉନ୍…

ସାପ୍ତାହିକ ସଟଡ଼ାଉନରେ ସାମିଲ୍ ହେଲା ଆଉ ଏକ ଜିଲ୍ଲା

ରାୟଗଡ଼ା: ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ପରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ଜୁଲାଇ ମାସରେ ସାପ୍ତାହିକ ସଟଡ଼ାଉନ କରିବା ନେଇ ଗୁରୁବାର ଦିନ ନିଷ୍ପତ୍ତି ଗ୍ରହଣ କରିଛନ୍ତି । କରୋନା ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଓ ସଂଗରୋଧ ଜରୁରୀ ହୋଇପଡ଼ିଛି ଏବଂ ଏହି କାରଣରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି…