Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ବୁର୍ଲା ଭିସୁଟରେ ଅଫଲାଇନ୍ କ୍ଲାସ ବାତିଲ

ସମ୍ବଲପୁର: ବୁର୍ଲା ଭିସୁଟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକ ଦୃଷ୍ଟିରେ ରଖି ତୃତୀୟ, ପଞ୍ଚମ ଓ ସପ୍ତମ ସେମିଷ୍ଟାର ଅଫଲାଇନ୍ ପରୀକ୍ଷା ସ୍ଥଗିତ ରଖାଯାଇଛି । କ୍ୟାମ୍ପସ ଛାଡ଼ିଲେ ଛାତ୍ରଛାତ୍ରୀ । କୋଭିଡ଼ ଆକ୍ରାନ୍ତ ଛାତ୍ରଛାତ୍ରୀଙ୍କୁ ଅଙ୍ଗିରା ହଷ୍ଟେଲରେ ଆଇସୋଲେସନରେ…

ସୋ’ରୁମରୁ ୩୫ହଜାର ଟଙ୍କିଆ ଶାଢୀ ଚୋରି କରି ସହକାରୀ ରାଜସ୍ୱ ନିରୀକ୍ଷକ ଗିରଫ

ସମ୍ବଲପୁର : ପାଟଶାଢୀ ଚୋରି କରିବା ପଡିଲ ମହଙ୍ଗା । ସୋ ରୁମରୁ ୩୫ ହଜାର ଟଙ୍କା ମୂଲ୍ୟର ଶାଢୀ ଚୋରି କରି ଗିରଫ ହେଲେ ସହକାରୀ ରାଜସ୍ୱ ନିରୀକ୍ଷକ । ସମ୍ବଲପୁର ଜିଲ୍ଲା ଜୁଜୁମୁରା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ସହକାରୀ ରାଜସ୍ୱ ନିରୀକ୍ଷକ ଏରଆଇ ସନ୍ଧ୍ୟା ଆନନ୍ଦ ଦୋରାଙ୍କୁ ଟାଉନ…

୪ ଦିନ ବନ୍ଦ ରହିବ ସମଲେଶ୍ୱରୀ ମନ୍ଦିର

ସମ୍ବଲପୁର: ନୂଆ ବର୍ଷ ଭିଡ଼କୁ ଦୃଷ୍ଟିରେ ରଖି ୪ ଦିନ ବନ୍ଦ ରହିବ ମା ସମଲେଶ୍ୱରୀଙ୍କ ମନ୍ଦିର । ସଂକ୍ରମଣ ବୃଦ୍ଧି ନହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ନିଷ୍ପତ୍ତି ଅନୁସାରେ ଚଳିତ ମାସ ୩୦ ତାରିଖ ଠାରୁ ୨୦୨୨ ଜାନୁଆରୀ ୨ ପର୍ଯ୍ୟନ୍ତ କଟକଣା ଲାଗୁ ରହିବ । ଏହି…

ଭିମସାରରେ ୨ଡେଲ୍ଟା ପ୍ଳସ୍ ଭାରିଆଣ୍ଟ ସଂକ୍ରମିତ ଚିହ୍ନଟ

ସମ୍ବଲପୁର: ଭିମସାରେ ପୁଣି ୨ଜଣଙ୍କ ଠାରେ ଚିହ୍ନଟ ହେଲା ଡେଲଟା ପ୍ଲସ୍ ଭାରିଆଣ୍ଟ । ଛାତ୍ରଛାତ୍ରୀଙ୍କ ଦ୍ୱିତୀୟ ପର୍ଯ୍ୟାୟ ଜିନମ ସିକ୍ବେନ୍ସିଂ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଭିମସାର ଅଧ୍ୟକ୍ଷା ପ୍ରଫେସର ଜୟଶ୍ରୀ ଦୋରା । ମୋଟ ୩୭ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ…

ସମ୍ବଲପୁରରୁ ଗିରଫ ଟ୍ୟୁସନ ମାଷ୍ଟର, ଅପହୃତା ୨ ନାବାଳିକା ଉଦ୍ଧାର

ଭୁବନେଶ୍ବର : ଶେଷରେ ବନ୍ଧା ହେଲେ ରସିକିଆ ଟ୍ୟୁସନ୍ ମାଷ୍ଟର। ପାଠ ପଢାଉଥିବା ଛାତ୍ରୀଙ୍କୁୂ ଅପହରଣ କରି ନେଇଥିବା ଏହି ଟ୍ୟୁସନ୍ ସାର୍ଙ୍କୁ ସମ୍ବୁଲପୁରରୁ ଗିରଫ କରିଛି ପୁଲିସ୍। ଭୁବନେଶ୍ବରରେ ଦୁଇ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ ସାର ଅପହରଣ କରିନେବା ଅଭିଯୋଗ ହୋଇଥିଲା। ଟ୍ୟୁସନ ସାର୍…

ଗୁଟଖା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୨୫ ଜଣ ଆହତ

ସମ୍ବଲପୁର: ଗୁଟଖା କାରଖାନାରେ ଅଗ୍ନିକାଣ୍ଡ । ସମ୍ବଲପୁର ଜିଲ୍ଲା ଶରଧାପାଲିରେ ଥିବା ଗୁଟଖା କାରଖାନାରେ ନିଆଁ ଲାଗିଛି । ଏଥିରେ ୨୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତମାନଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।…

ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ

ସମ୍ୱଲପୁର: ରଙ୍ଗବତୀ ଗୀତର ଗୀତିକାର ତଥା ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ସମ୍ୱଲପୁର ମେଡିକାଲରୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ମିତ୍ରଭାନୁ ଗୌନ୍ତିଆ ଜଣେ ଓଡ଼ିଆ ଓ…

ଭିମସାରରେ କୋଭିଡ଼ ଆକ୍ରାନ୍ତ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨ଜଣ ଡ଼େଲଟା ଭାରିଆଣ୍ଟ ଚିହ୍ନଟ

ସମ୍ବଲପୁର: ବୁର୍ଲା ଭୀମସାରର କୋଭିଡ଼ ଆକ୍ରାନ୍ତ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କ ଆସିଲା ଜେନୋମ ସିକ୍ୟୁଏନ୍ସିଂ ରିପୋର୍ଟ । ଜେନମ ସିକ୍ୟୁଏନ୍ସିଂରୁ ୨ଜଣ ଡ଼େଲଟା ଭାରିଆଣ୍ଟରେ ଆକ୍ରାନ୍ତ ଥିବା ଜଣାପଡ଼ିଛି । ପରୀକ୍ଷା ହୋଇଥିବା ୧୧ଟି ନମୂନାରୁ ଅନ୍ୟ ୯ଟି ଡ଼େଲଟାର ଅନ୍ୟ ଭାରଆଣ୍ଟରେ ଆକ୍ରାନ୍ତ ରହିଥିବା…

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ ରେଡ଼୍ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି ।…

ଲ୍ୟାମ୍ପସ ଏମଡିଙ୍କ ଘରେ ପଞ୍ଝା ମାରିଲା ଭିଜିଲାନ୍ସ

ସମ୍ୱଲପୁର: ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପସର ଏମଡି । ସମ୍ୱଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଲ୍ୟାମ୍ପସ ଏମଡି ଫଣୀନ୍ଦ୍ର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଚଢ଼ାଉ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍ ଚଳାଇଛି…