Latest Odisha News
Browsing Category

ସମ୍ବଲପୁର

Sambalpur

ଲଭ୍-ସେକ୍ସ-ଧୋକା: ପ୍ରତାରକ ପ୍ରେମିକ ଗିରଫ

ସମ୍ୱଲପୁର: ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ପ୍ରତାରଣା । ଯୁବତୀଙ୍କୁ ଗର୍ଭବତୀ କରାଇବା ସହ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କରାଇବାକୁ ଧମକ ଦେବା ଅଭିଯୋଗରେ ବନ୍ଧା ହେଲେ ପ୍ରେମିକ । ସମ୍ୱଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରୁ ଏମିତି ଘଟଣା ସାମନାକୁ ଆସିଛି । ପୀଡ଼ିତଙ୍କ ଅଭିଯୋଗ…

ଧବଳମୁଖୀ ବେଶରେ ଆଜି ଦର୍ଶନ ଦେଉଛନ୍ତି ମା’ ସମଲେଇ

ସମ୍ୱଲପୁର: ମହାଳୟା ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଆଜି ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଶଙ୍ଖ ଓ ଗୋପୀ ତିଳକରେ ମାଆଙ୍କୁ ଧବଳ ଲେପ ଦିଆଯାଇ ଧବଳମୁଖୀ ବେଶ କରାଯାଇଛି । ମାଆଙ୍କର ଏହି ବେଶକୁ ଗଙ୍ଗା ବେଶ ମଧ୍ୟ କୁହାଯାଏ । ବିଶ୍ୱାସ ରହିଛି,…

ଜୁଆ ଆଡ୍ଡାରେ ପୋଲିସର ଅତର୍କିତ ଚଢାଉ, ୫ ଅଟକ

ସମ୍ବଲପୁର: ଜୁଆଡିଙ୍କ ନାକେଦମ କରିଛି ସମ୍ବଲପୁର ପୋଲିସ । ଜିଲ୍ଲାରେ ପ୍ରତିଦିନ ଜାରି ରହିଛି ଅତର୍କିତ ଚଢାଉ । ଆଜି ମାନେଶ୍ୱର ଗାଁରେ ଜୁଆ ଖେଳ ଚାଲିଥିବା ସମୟରେ ସଦର ପୋଲିସ ଅତର୍କିତ ଭାବେ ଚଢାଉ କରିଥିଲା । ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ମାନେଶ୍ୱର ଗାଁର କେନାଲପଡାରେ ପୋଲିସ ଚଢାଉ…

ମହାନଦୀରେ ଭାସିଗଲେ ଗୋଟିଏ ପରିବାରର ୩ ସଦସ୍ୟ, ଦୁଇ ଉଦ୍ଧାର

ସମ୍ବଲପୁର: ଗାଧୋଇବାକୁ ଯାଇ ସମ୍ବଲପୁର ମହାନଦୀ ଦଲେଇପଡା ଘାଟରେ ଭାସିଗଲେ ଗୋଟିଏ ପରିବାରର ୩ ସଦସ୍ୟ । ଆଜି ଅପରାହ୍ନରେ ଏହି ଅଘଟଣ ଘଟିଥିଲାବଳେ ଦୁଇଜଣଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ରହିଛି । ଅପରାହ୍ନ ପ୍ରାୟ ୪ଟା ସମୟରେ ଦଲେଇପଡା ଘାଟରେ ପେନସନପଡାର ୪୦ ବର୍ଷୀୟ ଏମ୍‌ଡି ଅଲତାଫ୍‌,…

ୟୁଜିସି ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମ ଭୋଇଙ୍କ ଜୀବନି, ୟୁଜିସିକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ରଶିକ୍ଷା ମନ୍ତ୍ରୀ

ସମ୍ୱଲପୁର : ୟୁଜିସି ପାଠ୍ୟକ୍ରମରେ ନୂଆ ଯୋଜନା । ଏଥର ୟୁଜିସି ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମ ଭୋଇଙ୍କ ଜୀବନି । ବିଭିନ୍ନ ରାଜ୍ୟର ବିଶ୍ୱବିଦ୍ୟାଳୟରେ ଭୀମ ଭୋଇଙ୍କ ନାଁରେ ପ୍ରତିଷ୍ଠା ହେବ ସନ୍ଥ କବି ଭୀମ ଭୋଇ ଚେୟାର। ଏନେଇ ୟୁଜିସିକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି କେନ୍ଦ୍ର…

ସମ୍ବଲପୁରରେ ଦେଶର ପ୍ରଥମ ଗାନ୍ଧୀ ମନ୍ଦିର

ସମ୍ବଲପୁର: ସମ୍ବଲପୁରରେ ଅଛି ଦେଶର ପ୍ରଥମ ଗାନ୍ଧୀ ମନ୍ଦିର, ବର୍ଷ ସାରା ପୂଜା ପାଇଥାନ୍ତି ମହାତ୍ମା ଗାନ୍ଧୀ | ଯେଉଁଠି ଭଗବାନଙ୍କ ମୂର୍ତ୍ତି ବଦଳରେ ରହିଛି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ମୂର୍ତ୍ତି । ୩୬୫ ଦିନ ଧରି ସେଠାରେ ମହାତ୍ମା ଗାନ୍ଧୀଙ୍କ ପୂଜା କରାଯାଉଥିବାବେଳେ ଗାନ୍ଧୀ…

ପୁଅ ଜିଉଁନ୍ତିଆ ପୂଜା ବନ୍ଦାପନା

ସୁବର୍ଣ୍ଣପୁର : ଆଶ୍ବୀନ ମାସ ମୂଳାଷ୍ଟମୀରେ ସାରା ପଶ୍ଚିମ ଓଡିଶାରେ ପାଳିତ ହୋଇଯାଇଛି ପୁଅ ଜିଉନ୍ତିଆ ଓଷା l ହେଲେ ସୁବର୍ଣ୍ଣପୁର ଗଡଜାତରେ ଏହି ପୂଜାର ସ୍ୱତନ୍ତ୍ରତା ରହିଛି l ସନ୍ତାନମାନଙ୍କ ମଙ୍ଗଳ ତଥା ଦୀର୍ଘାୟୁ କାମନା କରି ମାଆ ମାନେ ଅତି ନିଷ୍ଠାର ସହ ଏହି ଓଷା ପାଳନ କରିଛନ୍ତି l ଏହି…

ରାଗିଂ ଅଭିଯୋଗରେ ବୁର୍ଲା ଭିସୁଟର ୧୨ ଛାତ୍ର ବହିଷ୍କୃତ

ସମ୍ୱଲପୁର: ବୁର୍ଲା ଭିସୁଟରେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କୁ ରାଗିଂ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ । ୧୨ ଜଣ ଛାତ୍ରଙ୍କୁ ବହିଷ୍କାର କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣ ଛାତ୍ରଙ୍କୁ ୨ ବର୍ଷ ପାଇଁ ଓ ଅନ୍ୟ ୧୦ ଜଣଙ୍କୁ ବର୍ଷେ ପାଇଁ ବହିଷ୍କାର କରାଯାଇଛି । ବିଶ୍ୱବିଦ୍ୟାଳୟ ଶୃଙ୍ଖଳା…

ହୀରାକୁଦ ଜଳଭଣ୍ଡାର ମଧ୍ୟରେ ବାଦୁଡି ଦ୍ବୀପ

ସମ୍ବଲପୁର: ହୀରାକୁଦର ଜଳରାଶି ମଧ୍ୟରେ ରହିଛି ରହସ୍ୟମୟ ବାଦୁଡି ଦ୍ବୀପ । ରହସ୍ୟ ଭରା ଏହି ଦ୍ବୀପରେ ରହୁଛନ୍ତି ହଜାର ହଜାର ବିରଳ ବାଦୁଡି । କୌଣସି ଦୈବୀ ଶକ୍ତି ଦ୍ବୀପଟିର ସୁରକ୍ଷା କରୁଥିବା ଯୋଗୁଁ ବାଦୁଡିମାନେ ନିର୍ଭୟରେ ବାସ କରୁଥିବା ବିଶ୍ବାସ କରନ୍ତି ସ୍ଥାନୀୟ ମତ୍ସ୍ୟଜୀବୀ । ରହସ୍ୟ ଓ…

ହୀରାକୁଦ ଡ୍ୟାମ୍ ଭର୍ତ୍ତି: କ୍ଷମତା ଯେତିକି ଏବେ ପାଣି ଅଛି ସେତିକି

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାର ଫୁଲ୍ । ଯେତିକି ଜଳ ଧାରଣ କ୍ଷମତା ଏବେ ଡ୍ୟାମରେ ସେତିକି ପରିମାଣର ଜଳ ରହିଛି । ହୀରାକୁଦ ଡ୍ୟାମର ବିପଦ ସଙ୍କେତ ୬୩୦ ଫୁଟ୍ । ଏବେ ଜଳଭଣ୍ଡାରରେ ସମାନ ପରିମାଣର ଜଳସ୍ତର ରହିଛି । ଏବେ ଦୁଇଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରରେ…