Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ଯଶୋଧାରାଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର: ଓଡ଼ିଆ ଭାଷା ପାଇଁ ୨୦୨୦ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି । ଓଡିଆ ଗଳ୍ପ ସଂକଳନ ‘ସମୁଦ୍ର କୂଳ ଘର’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବେ ବିଶିଷ୍ଟ କଥାଶିଳ୍ପୀ ଡକ୍ଟର ଯଶୋଧାରା ମିଶ୍ର । ଏକ ସ୍ୱତନ୍ତ୍ର ଉତ୍ସବରେ ଡକ୍ଟର ମିଶ୍ରଙ୍କୁ ତାମ୍ରଫକଳ ସହିତ…

ରହସ୍ୟମୟ ଝୁଲନ୍ତା ଖମ୍ବ

ଭୁବନେଶ୍ୱର: ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ପ୍ରତିଦିନ ଆମ ଚାରିପଟେ…

ବୁର୍ଲା ଭୀମସାରରେ ଦୁଇ ଜଣ ଶିଶୁ କରୋନା ସଂକ୍ରମିତ

ସମ୍ୱଲପୁର: ବୁର୍ଲା ଭୀମସାରରେ ଦୁଇ ଜଣ ଶିଶୁ କରୋନା ସଂକ୍ରମିତ । ସେମାନଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ସଂକ୍ରମିତ ଦୁଇ ଶିଶୁ ଏବେ କୋଭିଡ୍-୨ ଓ୍ୱାର୍ଡରେ ଚିକିତ୍ସିତ ହେଉଛନ୍ତି । ସଂକ୍ରମିତ ଦୁଇ ଶିଶୁଙ୍କ ବୟସ ଯଥାକ୍ରମେ ୮ ମାସ ଓ ୫ ବର୍ଷ ହେବ । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ…

ସମ୍ୱଲପୁରରୁ ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଠାବ, ୬ ଜଣ ଗିରଫ

ସମ୍ୱଲପୁର: ଜାଲ୍ ନୋଟ୍ କାରବାର ରାକେଟର ପର୍ଦ୍ଦାଫାସ । ସମ୍ୱଲପୁରରୁ ୬ ଜଣଙ୍କୁ ଗିରଫ କରିଛି ପୋଲିସ । ୧୩ ଲକ୍ଷ ଟଙ୍କାର ନକିଲ ନୋଟ୍ ଜବତ ହୋଇଛି । ଏଥିରେ ଅଛି ୨୦୦୦, ୫୦୦ ଓ ୧୦୦ ଟଙ୍କିଆ ଜାଲ୍ ନୋଟ୍ । ନକଲି ନୋଟ୍ ତିଆରି ମେସିନ୍ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ପୋଲିସ । ଗିରଫ…

ବୁର୍ଲା ଏମସିଏଲରେ ଭୟାବହ ଅଗ୍ନିକାଣ୍ଡ

ସମ୍ବଲପୁର: ବୁର୍ଲା ଏମସିଏଲରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗିବା ଫଳରେ ନଷ୍ଟ ହୋଇଯାଇଛି ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି । ଆନନ୍ଦ ବିହାରସ୍ଥିତ ପାର୍କ ନିକଟରେ ଥିବା କମ୍ୟୁନିଟି ସେଣ୍ଟରରେ ଲାଗିଲା ନିଆଁ । ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଅଗ୍ନିଶମବାହିନୀ ନିଆଁକୁ…

ଋଣ ସୁଝିନପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ସମ୍ବଲୁପର: ସମ୍ବଲପୁର ବୁର୍ଲା ଥାନା କୁଦ-ଗୁଣ୍ଡେରପୁରରେ ଚାଷୀ ଆତ୍ମହତ୍ୟା ଅଭିଯୋଗ । ଚାଷୀ ଜଣଙ୍କ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଚାଷୀ କୁଦ ଗୁଣ୍ଡେରପୁର କୈବଲ୍ୟ ରୋହିଦାସ ବୋଲି ଜଣାପଡିଛି । ଧାନ ବିକ୍ରି ସମସ୍ୟା ଓ ଚାଷ କ୍ଷତିକୁ ନେଇ ସେ ମାନସିକ ଚାପରେ ଥିଲେ।…

କାଲିଠୁ ଭକ୍ତଙ୍କୁ ଦର୍ଶନ ଦେବେ ମାଆ ସମଲେଶ୍ୱରୀ

ସମ୍ୱଲପୁର: ତିନି ମାସ ପରେ କାଲିଠୁ ଭକ୍ତଙ୍କୁ ଦର୍ଶନ ଦେବେ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ । ସର୍ବସାଧାରଣ ଦର୍ଶ ପାଇଁ ସମଲେଶ୍ୱରୀ ମନ୍ଦିର ଖୋଲିବ । ସମଲେଶ୍ୱରୀ ମନ୍ଦିରରେ ସକାଳ ୬ଟାରୁ ସାଢ଼େ ୧୧ଟା ଓ ଅପରାହ୍ଣ ୩ଟାରୁ ସାଢ଼େ ୭ଟା ଯାଏ ସର୍ବସାଧାରଣ ଦର୍ଶନ ଚାଲିବ । କୌଣସି…

ସମ୍ବଲପୁର ଧନକଉଡା ବିଇଓ କାର୍ଯ୍ୟାଳୟ ମୁଖ୍ୟ କିରାଣିଙ୍କ ଘରେ ଭିଜିଲାନ୍ସ ରେଡ୍

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ୱଲପୁର ଜିଲ୍ଲା ଧନକଉଡା ବିଇଓ କାର୍ଯ୍ୟାଳୟର ମୁଖ୍ୟ କିରାଣି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ମୁଖ୍ୟ କିରାଣି ଦିଲ୍ଲୀପ ଦେବଙ୍କ ଘରେ ଚଢ଼ାଉ ହୋଇଛି । ଏକକାଳୀନ ୨ଟି ସ୍ଥାନରେ ପଞ୍ଝା ମାରିଛି ଭିଜିଲାନ୍ସ ଟିମ୍ । ଚଢାଉ ସମୟରେ ଗୋଟିଏ କୋଠାଘର,…

ଟ୍ରକ୍ ସହ ପିଟି ହେଲା କାର୍, ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ

ସମ୍ୱଲପୁର: ଅଶୁଭ ହେଲା ସୋମବାର । ଦୁର୍ଘଟଣା ନେଲା ଦୁଇ ଜଣଙ୍କର ଜୀବନ । ଟ୍ରକ୍ ସହ କାର୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇଛନ୍ତି ଆଉ ଦୁଇ ଜଣେ । ୫୫ ନମ୍ବର ଜାତୀୟ ରାଜପଥର ସମ୍ୱଲପୁର ଜିଲ୍ଲା ଯୁଯୁମୁରା ଥାନା ଅନ୍ତର୍ଗତ କୟାକୁଦ ନିକଟରେ ଏହି ମର୍ମନ୍ତୁଦ…

୨ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଡ୍ୟାମରୁ ଛଡ଼ାଗଲା ପ୍ରଥମ ବନ୍ୟା ଜଳ

ସମ୍ୱଲପୁର: ଗେଟ୍ ଖୋଲିଲା ହୀରାକୁଦ ଡ୍ୟାମ୍ । ଚଳିତବର୍ଷର ପ୍ରଥମ ବନ୍ୟା ଜଳ ଛଡ଼ାଯାଇଛି । ପ୍ରଥମ ପର୍ୟ୍ୟାୟରେ ଜଳଭଣ୍ଡାରର ୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ପାରମ୍ପରିକ ପୂଜାର୍ଚ୍ଚନା ପରେ ନଡିଆ ପିଟି ପ୍ରଥମ ବନ୍ୟା ଜଳ ନିଷ୍କ।ସନ ହେ।ଇଛି । ୭ ଓ ୮ ନମ୍ବର ସ୍ଲୁଇସ୍ ଗେଟ୍…