Latest Odisha News
Browsing Category

ସମ୍ବଲପୁର

Sambalpur

ଜଙ୍ଗଲରେ ନିଆଁ ଲଗାଇଲେ ଗିରଫ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ବାବଦରେ ସୂଚନା ଦେଲେ ମିଳିବ ପୁରସ୍କାର

ସମ୍ୱଲପୁର: ରାଜ୍ୟରେ ଅଣାୟତ୍ତ ହେଲାଣି ଜଙ୍ଗଲ ନିଆଁ । ଲିଭାଇବା କାମରେ ଲାଗିଛନ୍ତି ବନ ବିଭାଗ ଓ ଅଗ୍ନିଶମ ବାହିନୀ କର୍ମଚାରୀ । ଏଣିକି ଜଙ୍ଗଲରେ ନିଆଁ ଲଗାଇବେ ଗିରଫ ହେବେ । ଏନଇ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ସମ୍ୱଲପୁର ଡିଏଫଓ ସଞ୍ଜୀତ କୁମାର । ଜଙ୍ଗଲ ନିଆଁକୁ ଆୟତ୍ତ କରିବା ସହ…

ବୁର୍ଲା ଭିସୁଟ୍ ସଟ୍ ଡାଉନ

ସମ୍ବଲପୁର: ବୁର୍ଲା ଭିସୁଟ୍ ରେ କରୋନା ପଜିଟିଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସେଠାରେ ସଟ୍ ଡାଉନ ଘୋଷଣା କରାଯାଇଛି । ଏଠାରେ ୨୯ ଜଣ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷପେ ନିଆଯାଇଛି । ଭିସୁଟ୍‌ର ହଷ୍ଟେଲଗୁଡିକୁ…

ପରଲୋକରେ ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁ

ସମ୍ବଲପୁର: ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁଙ୍କ ପରଲୋକ । ସମ୍ବଲପୁର କଳାପରିଷଦ ସହ ଜଡିତ ଥିଲେ କୃପାସିନ୍ଧୁ । ସମ୍ବଲପୁର ଆକାଶବାଣୀ କେନ୍ଦ୍ରରେ ଗୀତିକାର ଥିଲେ । ସେ ଅନେକ ଜଣାଶୁଣା ସମ୍ବଲପୁରୀ ଗୀତ ରଚନା କରିଥିଲେ । ‘ଅସ୍ତରାଗ’ ଫିଲ୍ମର ‘ରାଧା ନାନୀ ଲହର…

ସଞ୍ଚାର କଳାକାର ଦୁଃଖନାଶନ ବେହେରା ବେନି ମାଧବ ସମ୍ମାନ ପାଇଁ ମନୋନୀତ

ସମ୍ବଲପୁର : ଗଙ୍ଗାଧର ବିଶି ପ୍ରକାଶନୀ ସମ୍ବଲପୁର ତରଫରୁ ଦ୍ୱିତୀୟ "ବେନି ମାଧବ ସମ୍ମାନ" ପାଇବା ପାଇଁ ବିଶିଷ୍ଟ ସଞ୍ଚାର କଳାକାର  ଦୁଃଖନାଶନ ବେହେରା ମନୋନୀତ ହୋଇଛନ୍ତି। ଏକ ସ୍ଵତନ୍ତ୍ର ବୈଠକରେ ମନୋନୟନ କମିଟିର ସଦସ୍ଯ ଶ୍ରୀଯୁକ୍ତ ସଞ୍ଜୟ ସୂପକାର, ଶ୍ରୀଯୁକ୍ତ ଅଶୋକ ପଧାନ, ଡ.…

ମା’ ସମଲେଶ୍ୱରୀ ମନ୍ଦିରରୁ ଟୁରିଷ୍ଟ ବସ୍ ସେବାର ଶୁଭାରମ୍ଭ

ସମ୍ୱଲପୁର: ମା’ ସମଲେଶ୍ୱରୀଙ୍କ ମନ୍ଦିରରୁ ଆରମ୍ଭ ହେଲା ଟୁରିଷ୍ଟ ବସ୍ ସେବା । ଏହି ବସ୍‌ ସେବାର ଆଜି ଶୁଭାରମ୍ଭ କରିଛନ୍ତି ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର । ପ୍ରତି ରବିବାର ଏହି ବସ୍‌ରେ ସମଲେଶ୍ୱରୀ ବୁଲି ପାରିବେ ପର୍ଯ୍ୟଟକ । ଏହାସହ ହୀରାକୁଦ, ଘଣ୍ଟେଶ୍ୱରୀ ଓ ଡେବରିଗଡ଼ ବୁଲି…

ଘର ଭିତରକୁ ଷୁଣ୍ଢ ପୁରାଇ ହାତୀ ଭିଡି ନେଉଛି ସବୁ ଜିନିଷ, ଲୋକେ ଆତଙ୍କିତ

ସମ୍ବଲପୁର: ଦନ୍ତାର ଉତ୍ପାତରେ ତ୍ରାହିତ୍ରାହି ଡାକିଲେଣି ଲୋକେ । ଏପରିକି ବନ ବିଭାଗ ନିରୁପାୟ ହୋଇ ବସିଛି ।  ହାତୀକୁ  ଟ୍ରାଙ୍କୁଲାଇଜ କରିବା ପାଇଁ ଜୋର ଧରିଲାଣି ଦାବି । ସମ୍ବଲପୁର ସଦର ରେଞ୍ଜରେ ଦନ୍ତା ହାତୀର ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି । ହାତୀ ଗାଁରେ କାହା ବାଡି…

ରାସ୍ତା କଡରେ ପଡିଛି ଗଞ୍ଜେଇ, ଗୋଟାଇବାରେ ବ୍ୟସ୍ତ ଲୋକେ

ସମ୍ବଲପୁର: ରାସ୍ତା କଡରେ ପଡିଛି ଗଞ୍ଜେଇ । ଲୋକେ ମଧ୍ୟ ଗଞ୍ଜେଇ ଗୋଟାଇବାରେ ବ୍ୟସ୍ତ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସମ୍ବଲପୁର ଝାଂକରପାଲି ଅଂଚଳରେ । ସୂଚନାଅନୁସାରେ, ଝାଂକରପାଲିରୁ ହାଲିପାଲି ମଧ୍ୟରେ ଯାଇଥିବା ରାସ୍ତାକଡରେ କେହି ଜଣେ ଗଞ୍ଜେଇ ଫିଙ୍ଗି ଦେଇଛି । ସ୍ଥାନୀୟ ଲୋକେ ମଧ୍ୟ…

କରୋନା କଟକଣା ଭିତରେ ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା

ଭୁବନେଶ୍ବର : ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା । କୋଭିଡ କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ପାଳିତ ହୋଇଛି ୭୨ ତମ ସାଧାରଣତନ୍ତ୍ର ଦିବସ । ମନ୍ତ୍ରୀ ତୁଷାରକାନ୍ତି ବେହେରା ଜିଲ୍ଲାସ୍ତରୀୟ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ…

ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ 

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ପୁଣି ଦନ୍ତା ହାତୀର ମୃତ୍ୟୁ ହୋଇଛି । ଜୁଜୁମୁରା କଂସର ଜଙ୍ଗଲରେ ବିଦ୍ୟୁତ ଆଘାତରେ ମାଈ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।  ଜଙ୍ଗଲରେ ହାତୀଟି ବାଉଁଶ ଗଛ ଭାଙ୍ଗି ଖାଉଥିବା ବେଳେ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ହାତୀବାରିରୁ ଜୁଜୁମୁରା ୧୧…

ପ୍ରଫେସର ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲାର ନୂଆ କୁଳପତି ନିଯୁକ୍ତ। ପ୍ରଫେସର ସଞ୍ଜୀବ ମିତ୍ତଲ ନୂଆ କୁଳପତି ଭାବରେ ନିଯୁକ୍ତି ପାଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତାଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୪ବର୍ଷ ପାଇଁ ସେ ପଦରେ ରହିବେ। ପ୍ରଫେସର ସଞ୍ଜୀବ ମିତ୍ତଲ ବର୍ତ୍ତମାନ…