Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ସମ୍ବଲପୁରରେ ଗଜରାଜଙ୍କ ଉତ୍ପାତ, ୨ ଶ୍ରମିକ ମୃତ

ସମ୍ବଲପୁର: ସଦର ଫରେଷ୍ଟ ରେଞ୍ଜ କୁଡେରନିଶା ଗାଁରେ ଅଘଟଣ । ଏକ ଅସ୍ଥାୟୀ ଘରେ ଦୁଇ ଶ୍ରମିକ ଶୋଇଥିବା ବେଳେ ଦନ୍ତାହାତୀ ଦଳି ଦେବାରୁ ଘଟଣା ସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ମୃତକମାନଙ୍କ ଘର ବରଗଡ ଅଂଚଳରେ ବୋଲି ଜଣାପଡିଛି । ପୋଲିସ ଓ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଚଦନ୍ତ…

କବି ପ୍ରଦୀପ ପଣ୍ଡା ଭୀମ ଭୋଇ ଚେୟାର ପ୍ରଫେସର ମନୋନୀତ

ସମ୍ବଲପୁର : ବିଶିଷ୍ଟ କବି ଓ ପ୍ରାବନ୍ଧିକ ଡ. ପ୍ରଦୀପ କୁମାର ପଣ୍ଡା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଭୀମ ଭୋଇ ଚେୟାର ପ୍ରଫେସର ଭାବରେ ଯୋଗଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଏନ୍. ନାଗାର୍ଜୁନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାକ୍ଷାତକାରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର…

ଜଙ୍ଗଲରେ ନିଆଁ ଲଗାଇଲେ ଗିରଫ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ବାବଦରେ ସୂଚନା ଦେଲେ ମିଳିବ ପୁରସ୍କାର

ସମ୍ୱଲପୁର: ରାଜ୍ୟରେ ଅଣାୟତ୍ତ ହେଲାଣି ଜଙ୍ଗଲ ନିଆଁ । ଲିଭାଇବା କାମରେ ଲାଗିଛନ୍ତି ବନ ବିଭାଗ ଓ ଅଗ୍ନିଶମ ବାହିନୀ କର୍ମଚାରୀ । ଏଣିକି ଜଙ୍ଗଲରେ ନିଆଁ ଲଗାଇବେ ଗିରଫ ହେବେ । ଏନଇ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ସମ୍ୱଲପୁର ଡିଏଫଓ ସଞ୍ଜୀତ କୁମାର । ଜଙ୍ଗଲ ନିଆଁକୁ ଆୟତ୍ତ କରିବା ସହ…

ବୁର୍ଲା ଭିସୁଟ୍ ସଟ୍ ଡାଉନ

ସମ୍ବଲପୁର: ବୁର୍ଲା ଭିସୁଟ୍ ରେ କରୋନା ପଜିଟିଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସେଠାରେ ସଟ୍ ଡାଉନ ଘୋଷଣା କରାଯାଇଛି । ଏଠାରେ ୨୯ ଜଣ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷପେ ନିଆଯାଇଛି । ଭିସୁଟ୍‌ର ହଷ୍ଟେଲଗୁଡିକୁ…

ପରଲୋକରେ ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁ

ସମ୍ବଲପୁର: ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁଙ୍କ ପରଲୋକ । ସମ୍ବଲପୁର କଳାପରିଷଦ ସହ ଜଡିତ ଥିଲେ କୃପାସିନ୍ଧୁ । ସମ୍ବଲପୁର ଆକାଶବାଣୀ କେନ୍ଦ୍ରରେ ଗୀତିକାର ଥିଲେ । ସେ ଅନେକ ଜଣାଶୁଣା ସମ୍ବଲପୁରୀ ଗୀତ ରଚନା କରିଥିଲେ । ‘ଅସ୍ତରାଗ’ ଫିଲ୍ମର ‘ରାଧା ନାନୀ ଲହର…

ସଞ୍ଚାର କଳାକାର ଦୁଃଖନାଶନ ବେହେରା ବେନି ମାଧବ ସମ୍ମାନ ପାଇଁ ମନୋନୀତ

ସମ୍ବଲପୁର : ଗଙ୍ଗାଧର ବିଶି ପ୍ରକାଶନୀ ସମ୍ବଲପୁର ତରଫରୁ ଦ୍ୱିତୀୟ "ବେନି ମାଧବ ସମ୍ମାନ" ପାଇବା ପାଇଁ ବିଶିଷ୍ଟ ସଞ୍ଚାର କଳାକାର  ଦୁଃଖନାଶନ ବେହେରା ମନୋନୀତ ହୋଇଛନ୍ତି। ଏକ ସ୍ଵତନ୍ତ୍ର ବୈଠକରେ ମନୋନୟନ କମିଟିର ସଦସ୍ଯ ଶ୍ରୀଯୁକ୍ତ ସଞ୍ଜୟ ସୂପକାର, ଶ୍ରୀଯୁକ୍ତ ଅଶୋକ ପଧାନ, ଡ.…

ମା’ ସମଲେଶ୍ୱରୀ ମନ୍ଦିରରୁ ଟୁରିଷ୍ଟ ବସ୍ ସେବାର ଶୁଭାରମ୍ଭ

ସମ୍ୱଲପୁର: ମା’ ସମଲେଶ୍ୱରୀଙ୍କ ମନ୍ଦିରରୁ ଆରମ୍ଭ ହେଲା ଟୁରିଷ୍ଟ ବସ୍ ସେବା । ଏହି ବସ୍‌ ସେବାର ଆଜି ଶୁଭାରମ୍ଭ କରିଛନ୍ତି ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର । ପ୍ରତି ରବିବାର ଏହି ବସ୍‌ରେ ସମଲେଶ୍ୱରୀ ବୁଲି ପାରିବେ ପର୍ଯ୍ୟଟକ । ଏହାସହ ହୀରାକୁଦ, ଘଣ୍ଟେଶ୍ୱରୀ ଓ ଡେବରିଗଡ଼ ବୁଲି…

ଘର ଭିତରକୁ ଷୁଣ୍ଢ ପୁରାଇ ହାତୀ ଭିଡି ନେଉଛି ସବୁ ଜିନିଷ, ଲୋକେ ଆତଙ୍କିତ

ସମ୍ବଲପୁର: ଦନ୍ତାର ଉତ୍ପାତରେ ତ୍ରାହିତ୍ରାହି ଡାକିଲେଣି ଲୋକେ । ଏପରିକି ବନ ବିଭାଗ ନିରୁପାୟ ହୋଇ ବସିଛି ।  ହାତୀକୁ  ଟ୍ରାଙ୍କୁଲାଇଜ କରିବା ପାଇଁ ଜୋର ଧରିଲାଣି ଦାବି । ସମ୍ବଲପୁର ସଦର ରେଞ୍ଜରେ ଦନ୍ତା ହାତୀର ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି । ହାତୀ ଗାଁରେ କାହା ବାଡି…

ରାସ୍ତା କଡରେ ପଡିଛି ଗଞ୍ଜେଇ, ଗୋଟାଇବାରେ ବ୍ୟସ୍ତ ଲୋକେ

ସମ୍ବଲପୁର: ରାସ୍ତା କଡରେ ପଡିଛି ଗଞ୍ଜେଇ । ଲୋକେ ମଧ୍ୟ ଗଞ୍ଜେଇ ଗୋଟାଇବାରେ ବ୍ୟସ୍ତ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସମ୍ବଲପୁର ଝାଂକରପାଲି ଅଂଚଳରେ । ସୂଚନାଅନୁସାରେ, ଝାଂକରପାଲିରୁ ହାଲିପାଲି ମଧ୍ୟରେ ଯାଇଥିବା ରାସ୍ତାକଡରେ କେହି ଜଣେ ଗଞ୍ଜେଇ ଫିଙ୍ଗି ଦେଇଛି । ସ୍ଥାନୀୟ ଲୋକେ ମଧ୍ୟ…

କରୋନା କଟକଣା ଭିତରେ ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା

ଭୁବନେଶ୍ବର : ଲାଲଗଡ଼ରେ ଉଡିଲା ତ୍ରିରଙ୍ଗା । କୋଭିଡ କଟକଣା ଭିତରେ ମାଲକାନଗିରି ଜିଲ୍ଲାରେ ପାଳିତ ହୋଇଛି ୭୨ ତମ ସାଧାରଣତନ୍ତ୍ର ଦିବସ । ମନ୍ତ୍ରୀ ତୁଷାରକାନ୍ତି ବେହେରା ଜିଲ୍ଲାସ୍ତରୀୟ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ…