Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ଏପ୍ରିଲରେ କାର୍ଯ୍ୟକାରୀ ହେବ ଭିମସାରର ସୁପର ସ୍ପେଶିଆଲିଟି କୋଠା; ୨୦୧୭ରୁ ଆରମ୍ଭ ହୋଇଥିଲା କାର୍ଯ୍ୟ

ବୁର୍ଲା:ଭିମସାରରେ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ସୁପର ସ୍ପେଶିଆଲିଟି କୋଠା। ଏପ୍ରିଲ ସୁଦ୍ଧା ଏହାକୁ କାର୍ଯ୍ୟକ୍ଷମ କରିବା ପାଇଁ ମତପ୍ରକାଶ ପାଇଛି। ବୁର୍ଲା ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ସଂସ୍ଥାନ ବା ଭିମସାରରେ ନିର୍ମାଣାଧୀନ ସୁପର ସ୍ପେଶିଆଲିଟି କୋଠା ୨୦୧୭ ମସିହାରୁ…

ସକାଳୁ ସକାଳୁ ସମଲେଇ ପୀଠରେ 5T ଅଧ୍ୟକ୍ଷ, ଭୀମସାର ଷ୍ଟାଡିୟମରେ ପିଲାଙ୍କ ସହ ଖେଳିଲେ କ୍ରିକେଟ୍

ସମ୍ବଲପୁର: ସକାଳୁ ସକାଳୁ ସମ୍ବଲପୁର ଗସ୍ତରେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ । ସମ୍ବଲପୁରରେ ପହଞ୍ଚି ପ୍ରଥମେ ମା’ ସମଲେଇଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ ମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ । ଏହାସହ ମହାନଦୀ ହାଫ୍ ମାରାଥନର କଲେ ଶୁଭାରମ୍ଭ…

ସମଲେଇ ପ୍ରକଳ୍ପ ଲୋକାର୍ପଣ: ୨୭ରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର: ଆସନ୍ତା ୨୭ତାରିଖରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସେଦିନ ଚତୁର୍ଥ ଶନିବାର ଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ଥିବା ବେଳେ ସମସ୍ତ ଶିକ୍ଷାନୁଷ୍ଠାକୁ ବନ୍ଦ ଘୋଷାଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀ…

ଖୋଲାଗଲା ମା’ ସମଲେଇଙ୍କ ହୁଣ୍ଡି ବାକ୍ସ, ମିଳିଲା ପ୍ରେମ ପତ୍ର

ସମ୍ବଲପୁର: “ମା’ ଏବେ ତୁ ହିଁ ଭରସା । ମୁଁ ଶୁଣିଛି ତୁ ସମସ୍ତଙ୍କ ମନସ୍କାମନା ପୂରା କରୁ । ମୋର ବି କରିଦେ ମା’ । ତୁତ ଜାଣିଛୁ ମୁଁ କାହ୍ନାକୁ କେତେ ଭଲ ପାଉଛି । ମୋ ଉପରେ ଏତିକି କୃପା କର, ଆମ ଦୁଇ ଜଣଙ୍କୁ ସବୁଦିନ ପାଇଁ ଏକ କରିଦେ । ଆମ ଦୁଇ ଜଣଙ୍କ ବାହାଘର କରେଇ ଦେ ମା’” । ଏସବୁ କଥା…

ହସ୍ପିଟାଲ୍ ରୁ ଡିସଚାର୍ଜ ପରେ ମା’ ପାଖକୁ ଯିବନି ବିଜୟିନୀ

ସମ୍ବଲପୁର: ଆଜି ହସ୍ପିଟାଲ୍ ରୁ ଡିସଚାର୍ଜ ହେବ ଶିଶୁକନ୍ୟା ‘ବିଜୟିନୀ’ । ସେଥିପାଇଁ ସମସ୍ତ ପ୍ରକ୍ରିୟା ଆରମ୍ଭ କରିଛି ମେଡିକାଲ । ଏନେଇ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଡିସଚାର୍ଜ ପରେ ଶିଶୁଟି ମା ପାଖକୁ ଯିବନି । ତାକୁ ମେଡିକାଲରୁ ସିଧା ସଳଖ ଶିଶୁ ଗୃହକୁ ନିଆଯିବ । ଗତ ୧ ମାସ…

ଆଜିଠୁ ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ

ସମ୍ବଲପୁର: ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ। ହୀରାକୁଦ ୱାଇଲ୍ଡ ଲାଇଭ ଡିଜିଜନ ପକ୍ଷରୁ ସମ୍ବଲପୁର, ଝାରସୁଗୁଡା ଓ ଛତିଶଗଡ଼ ସଂଲଗ୍ନ ଜଳଭଣ୍ଡାରରେ ଗଣନା କରାଯାଉଛି ।…

ବସ୍ ଧକ୍କାରେ ନାବାଳକ ମୃତ ; ଘଟଣାସ୍ଥଳରେ ପୁଲିସର ଲାଠିଚାର୍ଜ 

ସମ୍ବଲପୁର ;  ସମ୍ବଲପୁରରେ ବସ୍ ଚକାତଳେ ଚାଲିଗଲା ନାବାଳକ ପୁଅର ଜୀବନ। ସ୍କୁଟି ନେଇ ମାର୍କେଟକୁ ମା‘ଙ୍କ ପାଇଁ ଔଷଧ ଆଣିବାକୁ ଯିବାବେଳେ, ନାବାଳକର ସ୍କୁଟିକୁ ଧକ୍କା ଦେଇଥିଲା ବସ୍।   ସୂଚନା ଅନୁସାରେ ସମ୍ବଲପୁର ଟାଉନ୍ ଥାନା ଅନ୍ତର୍ଗତ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଅଫିସ ସାମ୍ନାରେ…

ମାନସିକ ରୋଗୀ ନା ସୁଚିନ୍ତିତ ଯୋଜନା, ମା’ କହିଲା ଶିଶୁ କନ୍ୟାକୁ ବୋରୱେଲରେ ପକାଇବାର କାରଣ

ସମ୍ବଲପୁର: ମୁହଁ ଖୋଲିଲେ ବିଜୟିନୀର ମା’ । କହିଲେ ମାନସିକ ସ୍ଥିତି ଠିକ୍ ନଥିବାରୁ ଶିଶୁକୁ ବୋରୱେଲ୍ ମଧ୍ୟକୁ ପକେଇ ଦେଇଥିଲି । ତେବେ ଏହି କଥା ଭିତରେ କେତେ ସତ୍ୟତା ରହିଛି ତା’ ଉପରେ ଏବେ ପ୍ରଶ୍ନ ଉଠିଛି । କାରଣ ବିଜୟିନୀର ମା’ ନିଜକୁ ମାନସିକ ରୋଗୀ କହୁଥିବା ବେଳେ ଡାକ୍ତର କିନ୍ତୁ ଏହି…

ପ୍ରତିଶୃତି ରଖିଲେ କେନ୍ଦ୍ରମନ୍ତ୍ରୀ, ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ସମେତ ବୀର ସୁରେନ୍ଦ୍ର ସାଏଙ୍କ…

ସମ୍ବଲପୁର: ଓଡ଼ିଶାର ଦେବ୍ରୀଗଡ଼ ସମେତ ଖିଣ୍ଡା ଗ୍ରାମକୁ ବିଶେଷ ଆକର୍ଷଣୀୟ ସ୍ଥାନ ଭାବେ ସ୍ୱଦେଶ ଦର୍ଶନ ୨.୦ରେ ସାମିଲ କରାଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ପତ୍ର ପ୍ରକାଶ ପାଇଛି । ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଭାଗୀୟ ମନ୍ତ୍ରୀ ଜି…

ବୋରୱେଲରୁ ଶିଶୁକନ୍ୟା ଉଦ୍ଧାର ଘଟଣା, ମିଳିଲା ବିଜୟିନୀର ମା’ଙ୍କ ପରିଚୟ

ସମ୍ବଲପୁର: ମିଳିଲା ବିଜୟିନୀ ମାର ପରିଚୟ । ସମ୍ବଲପୁରର ରେଙ୍ଗାଲି ବୋର୍‌ୱେଲରୁ ଉଦ୍ଧାର ଶିଶୁକନ୍ୟାର ମାଆଙ୍କ ପରିଚୟ ମିଳିଛି । ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସ୍‌ପି । ମହିଳା ଜଣଙ୍କ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ତାଙ୍କର ମାନସିକ ଅବସ୍ଥା ଠିକ୍ ନଥିବା କହିଛନ୍ତି ସମ୍ବଲପୁର…