Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ମୃତ୍ୟୁକୁ ଜୟ କରି ନାଁ ହେଲା ବିଜୟିନି, ହସ୍ପିଟାଲରେ ହେଲା ଏକୋଇଶିଆ

ଭୁବନେଶ୍ଵର: କଥାରେ ଅଛି ରଖେ ହରି ତ ମାରେ କିଏ, ମାରେ ହରି ତ ରଖେ କିଏ । ମୃତ୍ୟୁକୁ ଜୟ କରି ବୋରୱେଲ୍ ରୁ ସୁରକ୍ଷିତ ବାହାରିଥିଲା ବୋଲି ଆଜି ତା ନାଁ ହେଲା ବିଜୟିନି । ଆପଣ ଭାବୁଥିବେ ଆମେ ଏପରି କାହା କଥା କହୁଛୁ । ଇଏ ହେଉଛି ସେଇ ଶିଶୁ ଯାହାର ଜନ୍ମର କେଇ ଘଣ୍ଟା ପରେ ପରିତ୍ୟକ୍ତ…

ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ଭିଜିଲାନ୍ସ ରେଡ୍

ସମ୍ବଲପୁର : ଭିଜିଲାନ୍ସ ପଞ୍ଝାରେ ସମ୍ବଲପୁର ଉନ୍ନୟନ କର୍ତ୍ତୁପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବର । ସକାଳୁ ସକାଳୁ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘରେ ରେଡ୍ କରାଯାଉଛି । ଜୁନିଅର୍ କ୍ଲର୍କ ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ବି ଚଢାଉ ଜାରି ରହିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ…

ମୋବାଇଲ ଛଡାଇ , ଟଙ୍କା ଲୁଟୁଥିଲେ : ବନ୍ଧା ହେଲେ ବର୍ଦ୍ଦି ବାବୁ

ସମ୍ବଲପୁର : ବର୍ଦ୍ଦି ବାବୁଙ୍କ ଦବଙ୍ଗଗିରି  । ମୋବାଇଲ ଛଡାଇବା ଓ ଟଙ୍କା ଲୁଟ ଅଭିଯୋଗରେ ଗିରଫ ହେଲେ ପୋଲିସ କର୍ମଚାରୀ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର ଅଇଁଠାପାଲି ଅଞ୍ଚଳରେ । ସୂଚନା ଅନୁସାରେ ହଠାତ୍ କିଛି ଯୁବକ ଅଇଁଠାପାଲି ଥାନା ପାଞ୍ଚୋଗୋଚ୍ଛିଆ ନିକଟରେ ଥିବା…

ଆସ ବୁଲିଯିବା ଓଡିଶା: ପର୍ଯ୍ୟଟକଙ୍କ ମନମୋହୁଛି ଗୁଦଗୁଦା ଜଳପ୍ରପାତ

ସମ୍ବଲପୁର: ଚାଲିଛି ଶୀତ ଋତୁ । ଶୀତ ଋତୁରେ ନୂଆନୂଆ ପର୍ଯ୍ୟଟନସ୍ଥଳ ବୁଲିଯିବା ସହ ବଣ ଭୋଜି କରିବାକୁ ସମସ୍ତେ ଭଲ ପାଆନ୍ତି । ଥଣ୍ଡା ପାଗରେ ବୁଲିବାର ମଜା ନିଆରା । ଯଦି ଝରଣା, ପାହାଡ ଓ ଘଞ୍ଚ ଜଙ୍ଗଲରେ ପିକନିକ୍ ହୁଏ ତେବେ କଥା ସରିଲା । ପ୍ରାକୃତିକ ଶୋଭାରାଜିକୁ ଭଲ କରି ଉପଭୋଗ କରିବା ସହ…

ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗରେ ବନ୍ଧାହେଲେ ରସିକିଆ ଇଂରାଜୀ ଶିକ୍ଷକ

ସମ୍ବଲପୁର : ଥମୁନି ଲଜ୍ଜା  । ପୁଣି ସମ୍ବଲପୁରରୁ ଆସିଛି ଲଜ୍ଜାଜନକ ଘଟଣା  । ବରେଇପାଲି ଥାନା ଅନ୍ତର୍ଗତ ପାଞ୍ଚଗଛିଆ ଠାରେ ଥିବା ଏକ ଇଂଲିଶ ମିଡିୟମ୍ ସ୍କୁଲରେ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଦିଆଯାଇଥିବାର ଅଭିଯୋଗ ହୋଇଛି । ଏନେଇ ବରେଇପାଲି ଥାନାରେ ଏକ ମାମଲା ରୁଜ୍ଜୁ ହୋଇଛି । ପରେ…

ଟ୍ରାକରୁ ଖସିଲା ଜମ୍ମୁତାୟି ଏକ୍ସପ୍ରେସ

ସମ୍ବଲପୁର: ଟ୍ରାକରୁ ଖସିଲା ଜମ୍ମୁ ତଓ୍ବି ଏକ୍ସପ୍ରେସ୍ ଟ୍ରେନ୍ । ଏଭଳି କିଛି ଘଟଣା ଘଟିଛି ସମ୍ବଲପୁର ରେଳ ଷ୍ଟେସନରେ । ଗତକାଲି ବିଳମ୍ବିତ ରାତିରେ ଜମ୍ମୁ ତୱି ଏକ୍ସପ୍ରେସ୍ ଟ୍ରେନ ଲାଇନଚ୍ୟୁତ ହୋଇଛି । ଷ୍ଟେସନରେ ଥିବା ୱାସିଙ୍ଗ ଲାଇନକୁ ଖାଲି ଗାଡ଼ି ଯାଉଥିବା ସମୟରେ ଗୋଟିଏ ବଗିର ଚକ…

ଉତ୍ତରକାଶୀରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର ପାଇଁ ସମ୍ବଲପୁରରୁ ଗଲା ଅଗର ମେସିନ

ଉତ୍ତରାଖଣ୍ଡ: ଶେଷ ହେବାକୁ ଯାଉଛି ଦୀର୍ଘ ୧୩ ଦିନର ସଂଘର୍ଷ । ଆଉ ମାତ୍ର କିଛି ସମୟର ଅପେକ୍ଷା । ଜୋରଦାର ଚାଲିଛି ଉତ୍ତରାଖଣ୍ଡ ଉତ୍ତରକାଶୀ ଟନେଲ ରେ ଫସିଥିବା ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ । ନୂଆ ଜୀବନ ଆଶାରେ ୪୧ ଶ୍ରମିକ । ପାଖାପାଖି ୯୦ ପ୍ରତିଶତ ଡ୍ରିଲିଂ କାମ ଶେଷ ହୋଇଥିବା ବେଳେ ଆଜି…

ଗାଁ ରାସ୍ତାରେ ଜିଆରଏସଙ୍କ ମୃତଦେହ

ସମ୍ବଲପୁର : ସମ୍ବଲପୁର ରେଢାଖୋଲରେ ଅଭାବନୀୟ ଘଟଣା ଘଟିଛି  । ନାକଟିଦେଉଳ ଥାନା ଘୋଷରାମାଳ –ରାଇଲ ରାସ୍ତାରୁ  ଜିଆରଏସଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଘୁସୁରାମାଲ ପଞ୍ଚାୟତରେ କାର୍ଯ୍ୟରତ ଜିଆରଏସ ଦିନବନ୍ଧୁ ଦାସ ବୋଲି ଜଣାପଡିଛି । ସୂଚନା ଅନୁସାରେ ଗତକାଲି ଦୀନବନ୍ଧୁ କୌଣସି…

ମା’ଙ୍କ ପୂଜାରେ ମା’ଙ୍କୁ ଅପମାନ: ମନ୍ଦିରରୁ ଚୋରୀ କରିବା ସହ ଭାଙ୍ଗିଲେ ମା’ କାଳୀଙ୍କ ମୂର୍ତ୍ତି

ସମ୍ବଲପୁର: ଆଜି ପବିତ୍ର ଦୀପାବଳି ତଥା ମା’ କାଳୀଙ୍କ ପୂଜା । ମା’ଙ୍କ ପୂଜାରେ ମା’ଙ୍କୁ ଅପମାନ । ମନ୍ଦିରରୁ ଚୋରୀ କରିବା ସହ ମା’ କାଳୀଙ୍କ ପ୍ରତୀମାକୁ ଭାଙ୍ଗିଲେ ଦୁର୍ବୃତ । ଏପରି ଅଭାବନୀୟ ଘଟଣା ଘଟିଛି  ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ । ସୂଚନା ଅନୁସାରେ, ସମ୍ବଲପୁର ଜିଲ୍ଲା…

ଖୁବ୍ ଶିଘ୍ର ସରିବ ସମଲେଇ ପ୍ରକଳ୍ପ କାର୍ଯ୍ୟ, ସକାଳୁ ସକାଳୁ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଶ୍ରୀ ପାଣ୍ଡିଆନ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଆଜି ସକାଳୁ ସକାଳୁ ସମ୍ବଲପୁର ଯାଇ ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ସମୀକ୍ଷା ବେଳେ ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇବାକୁ ନିର୍ଦ୍ଦେଶ…