Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

ହୀରାକୁଦ ଖୋଲିଲା ଆଉ ୪ଟି ଗେଟ, ୨୬ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ଆଉ ୪ଟି ଗେଟ ଖୋଲିଛନ୍ତି ହୀରାକୁଦ କତୃପକ୍ଷ । ବର୍ତ୍ତମାନ ମୋଟ ୨୬ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି । ବର୍ତ୍ତମାନ ହୀରାକୁଦ ଡ୍ୟାମର ଉପର ମୁଣ୍ଡରୁ ଜଲଭଣ୍ଡାରକୁ…

ଖୋଲିଲା ହୀରାକୁଦର ଆଉ ୬ଟି ଗେଟ, ୨୦ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୬ଟି ଗେଟ । ବର୍ତ୍ତମାନ ସମୁଦାୟ ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବଙ୍ଗୋପସଗାରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପର ମୁଣ୍ଡରେ ଜାରି ରହିଛି ଲଗାଣ ବର୍ଷା । ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ଗୋଟିଏ ପରେ ଗୋଟିଏ ଗେଟ୍ ଖୋଲିବାରେ…

ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସିତ : ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୧୫ ଫୁଟ୍

ସମ୍ବଲପୁର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ଗତକାଲି ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍ ଖୋଲିଛି  । ବର୍ତ୍ତମାନ ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି  । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୮.୧୫…

ହୀରାକୁଦ ଡ୍ୟାମରେ ଖୋଲିଲା ଆଉ ୮ଟି ଗେଟ: ଖୋଲିପାରେ ଆଉ ୨ଟି ଗେଟ

ସମ୍ବଲପୁର: ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା କାରଣରୁ ଗତକାଲି ହୀରାକୁଦର ୨ଟି ଗେଟ ଖୋଲାଯାଇଥିବା ବେଳେ ଆଜି ଆଉ ୮ଟି ଗେଟ ଖୋଲିଛି ହୀରାକୁଦ । ବାର୍ତ୍ତମାନ ମୋଟ ୧୦ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ତେବେ ବର୍ଷାର ପରିମାଣ ଦେଖି ଆଉ ୨ଟି ଗେଟ ଖୋଲିପାରେ । ଏନେଇ ସୂଚନା…

ଖୋଲିଲା ହୀରାକୁଦର ୨ଟି ଗେଟ, ଉପର ମୁଣ୍ଡରେ ବର୍ଷା ଦେଖି ନିଆଗଲା ନିଷ୍ପତି

ସମ୍ବଲପୁର: ଖୋଲିଲା ହୀରାକୁଦର ଦୁଇଟି ଗେଟ୍ । ଆଜି ଅପରାହ୍ନ ୪ଟାରେ ହୀରାକୁଦ ଡ୍ୟାମ୍‌ର ୨ଟି ଗେଟ୍ ଖୋଲାଯାଇଛି । ଉଭୟ ଡାହାଣ ଓ ବାମ ପଟରେ ଗୋଟାଏ ଲେଖାଏଁ ଗେଟ ଖୋଲାଯାଇଛି । ଉପରମୁଣ୍ଡରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ । ଏନେଇ…

ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍: ସମ୍ବଲପୁରରୁ ଚିହ୍ନଟ ହେଲେ ଆଉ ୩ ଆକ୍ରାନ୍ତ

ସମ୍ବଲପୁର: ଡ଼େଙ୍ଗୁ ପରେ ଏବେ ରାଜ୍ୟରେ ସ୍କ୍ରପ ଟାଇଫସ ଆତଙ୍କ । ଟ୍ରମ୍ବୀ କୁଲାଇଟ କୀଟ କାମୁଡିବ ଦ୍ୱାରା ଏହି ଜ୍ୱର ହୋଇଥାଏ । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଏଥିରେ ଆକ୍ରାନ୍ତ ହେଉଥିବା ରୋଗୀ ଚିହ୍ନଟ ହେଉଥିବା ବେଳେ ଏହି କୀଟ ଆକ୍ରମଣରେ ଲୋକଙ୍କ ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି ।…

ରାସ୍ତା ପାଇଁ ରାସ୍ତାରୋକ୍ : ରେଢାଖୋଲ ୫୫ନଂ ଜାତୀୟ ରାଜପଥ ମରାମତି ଦାବି

ରେଢ଼ାଖୋଲ : ରାସ୍ତା ପାଇଁ ରାସ୍ତା ଅବରୋଧ। ଆଜି ସକାଳ ୬ଟାରୁ ୫୫ ନମ୍ବର ଜାତୀୟ ରାଜପଥ ରେଢାଖୋଲ ଭୀମଭୋଈ ଛକ ନିକଟରେ ରାସ୍ତା ଅବରୋଧ କରାଯାଇଛି  । ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମଡ଼ର ଅଟକି ରହିଥିବା ଦେଖିବାକୁ ମିଳିଛି  । ରେଢାଖୋଲ ନାଗରିକ କମିଟି ପକ୍ଷରୁ ଏହି…

ଉଦ୍ଧାର ହେଲେ ମହାନଦୀକୁ ଡେଇଁ ନିଖୋଜ ଥିବା ବ୍ୟକ୍ତି : ସେଲଫି ନେବା ବେଳେ ଖସି ପଡିଥିଲେ

ସମ୍ବଲପୁର: ମହାନଦୀକୁ ଡେଇଁ ନିଖୋଜ ଥିବା ବ୍ୟକ୍ତି ଉଦ୍ଧାର  । ସମଲେଇ ମନ୍ଦିର ଘାଟରୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ । ସେଲଫି ନେବାବେଳେ ସମ୍ବଲପୁର ଚାଉଁରପୁର ବ୍ରିଜ୍ ରୁ ଖସି ପଡିଥିଲେ  । ସୂଚନାନୁସାରେ, ଆଜି ସକାଳେ ସମ୍ବଲପୁରରୁ ଏକ  ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଥିଲା ।   …

ଫେଲ ମାରିଲା ମହାପ୍ରୟାଣ ଗାଡି: ସ୍ତ୍ରୀର ଶବ ନେବାକୁ ଭିକ ମାଗିଲେ ସ୍ବାମୀ

ସମ୍ବଲପୁର: ଫେଲ ମାରିଲା ମହାପ୍ରୟାଣ ଗାଡି  । ସ୍ତ୍ରୀର ଶବ ନେବାକୁ ଟଙ୍କା ନଥିବାରୁ ଗାମୁଛା ପକାଇ ଭିକ ମାଗିଲେ ସ୍ବାମୀ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି  ସମ୍ବଳପୁର ଭୀମସାରରେ । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ପୁକତୁଙ୍ଗା ଗାଁର ପାଣ୍ଡବ  ମୁଖୀଙ୍କ ପତ୍ନୀ କର୍କଟ…

ସମ୍ବଲପୁରରେ ଚାଞ୍ଚଲ୍ୟ: ପୋଲ ଉପରେ ସ୍କୁଟି ଥୋଇ ମହାନଦୀକୁ ଡେଇଁ ପଡିଲେ ଯୁବକ, କାରଣ ଅସ୍ପଷ୍ଟ

ସମ୍ବଲପୁର : ସମ୍ବଲପୁରରେ ଚାଞ୍ଚଲ୍ୟକର ଘଟଣା ଘଟିଛି  ।  ଚାଉଁରପୁର ପୋଲ ଉପରେ ସ୍କୁଟି ଥୋଇ ମହାନଦୀକୁ ଡେଇଁ ପଡିଛନ୍ତି ଜଣେ ଯୁବକ  । ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ବ୍ୟକ୍ତିଙ୍କର କୌଣସି ପତ୍ତା ମିଳିନି  ।  ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଉଦ୍ଧାର…