Latest Odisha News

BREAKING NEWS

Browsing Category

ସମ୍ବଲପୁର

Sambalpur

କମୁଛି ହୀରାକୁଦ ଜଳସ୍ତର: ଟଳିଲା ବନ୍ୟା ବିପଦ

ସମ୍ବଲପୁର ; କମୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୨୦ଟି ଗେଟ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୨୦ ଫୁଟ ତଳକୁ ଖସିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୫ହଜାର କ୍ୟସେକ ଜଳ ପ୍ରବେଶ କରୁଥିବା ବେଳେ ୩ଲକ୍ଷ ୫୦ହଜାର ଜଳ ନିଷ୍କାସିତ ହେଉଛି ।…

ବଢ଼ୁଛି ହୀରାକୁଦ ଜଳସ୍ତର, ଖୋଲିପାରେ ଆହୁରି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ବର୍ତ୍ତମାନ ହୀରାକୁଦର ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମପଟୁ ୧୩ ଦକ୍ଷିଣ ପଟୁ ୭ଟି ଗେଟ୍ ଦେଇ ବନ୍ୟାଜଳ ନିସ୍କାସିତ…

ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ…

ଆଉ ୬ଟି ଗେଟ ବନ୍ଦ କଲା ହୀରାକୁଦ, ୨ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ । ଏବେ ୨ଟି ଗେଟ ଦେଇ ହେଉଛି ବନ୍ୟା ଜଳ ନିଷ୍କାସନ । ବାମ ପାର୍ଶ୍ଵରେ ଗୋଟେ ଓ ଡାହାଣ ପାର୍ଶ୍ଵରେ ଗୋଟେ ଗେଟ ଦେଇ ହେଉଛି ଜଳ ନିଷ୍କାସନ । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର କମିବା କାରଣରୁ ୬ଟି ସୁଇସ୍ ଗେଟକୁ ବନ୍ଦ କରିଛନ୍ତି ହୀରାକୁଦ…

ମହାନଦୀକୁ ଡ଼େଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ସମ୍ବଲପୁର: ମହାନଦୀ ବ୍ରିଜରୁ ଡେଇଁଲେ ଯୁବକ। ସମ୍ବଲପୁର ଚାଉଁପୁର ମହାନଦୀ ବ୍ରିଜ ଉପରୁ ଡେଇଁ ଯୁବକ ନିଖୋଜ। ନିଖୋଜ ଯୁବକ ହେଲେ ସମରିନ୍‌ ପ୍ରଧାନ। ତେବେ ଆତ୍ମହତ୍ୟା ପଛର କାରଣ କ’ଣ ଏନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ…

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ: ୫ ଟି ଗେଟ୍ ଦେଇ ହେବ ଜଳ ନିଷ୍କାସନ

ସମ୍ବଲପୁର: ରାଜ୍ୟରେ ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାମଧ୍ୟରେ ଆଜି ଖୋଲା ଯାଇଛି ହୀରାକୁଦ ଗେଟ । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପାରିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ହୀରାକୁଦ…

ସୁନା କଳସର ଦାମ ୧ କୋଟି ନୁହେଁ, ୧୦ ଲକ୍ଷ

ସମ୍ବଲପୁର: ସାମ୍ନାକୁ ଆସିଲା ପ୍ରକୃତ ସତ୍ୟ । ଗଣମାଧ୍ୟମରେ ମୁହଁ ଖୋଲିଲେ ନବ ଦାସ । ଭଗବାନ ଶନିଙ୍କ ପୀଠରେ ସୁନାକଳସ ଦାନ କରିବା ନେଇ ଚର୍ଚ୍ଚା ଜୋର ଧରି ଥିବାବେଳେ ଏନେଇ ମୁହଁ ଖୋଲିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ଶନି ଦେବଙ୍କୁ ସୁନାକଳସ ଦାନ କରିଥିବା ଭକ୍ତ ସେ ନିଜେ ବୋଲି ନବ…

ବୋଲେରୋ ଧକ୍କାରେ ବାଇକ୍‌ ଆରୋହୀ ମୃତ

ସମ୍ବଲପୁର : ବୋଲେରୋ ଧକ୍କାରେ ବାଇକ୍‌ ଆାରୋହୀ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି  ସମ୍ବଲପୁର ଜିଲ୍ଲା ଧନୁପାଲି ମହାବୀରପଡ଼ା ନିକଟରେ । ମୃତକ ଭତରା ଅଞ୍ଚଳର ରଞ୍ଜିତ ବୋଲି ଜଣାପଡ଼ିଛି । ତେବେ ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ମୃତକ ରଞ୍ଜିତ ବାଇକରେ ଘରକୁ ଫେରୁଥିଲେ ।…

ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ

ସମ୍ବଲପୁର :  ଆଜି ଖୋଲିବ ହୀରାକୁଦ ଗେଟ୍ । ଦିନ ୧୧ଟାରେ ପର୍ଯ୍ୟାୟକ୍ରମେ ୫ଟି ଗେଟ୍ ଖୋଲିବ । ପ୍ରଥମେ ୭ନଂ ଗେଟ୍ ଖୋଲାଯିବ । ମହାନଦୀ ତଟବର୍ତ୍ତୀ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ ମସିହା ଜୁଲାଇ ୧୧ ତାରିଖ ଦିନ ଗତ ବର୍ଷର ପ୍ରଥମ ବନ୍ୟାଜଳ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ଘଟଣା । ଷଷ୍ଠ ସେମିଷ୍ଟାର ପରୀକ୍ଷା ବାତିଲ୍

ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷ ପ୍ରଶ୍ନ ପତ୍ର ଲିକ୍ ଅଭିଯୋଗ । ଏଜୁକେସନ ଅନର୍ସ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ହେବା ପରେ ପରୀକ୍ଷା ବାତିଲ କରାଯାଇଛି । ସକାଳେ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ସହ ମିଶୁଛି ଓରିଜିନାଲ ପ୍ରଶ୍ନପତ୍ର । ପ୍ରଶ୍ନପତ୍ର ପେପର ଲିକ୍ ହୋଇଥିବା ନେଇ…