Latest Odisha News

BREAKING NEWS

Browsing Category

ସୋନପୁର

Sonepur

ବେଆଇନ ମଦ ବିକ୍ରିକୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବିରୋଧ

ସୋନପୁର: କେଉଁ ଏକ ନିର୍ଦ୍ଧିଷ୍ଟ ଜିଲ୍ଲାରେ ନୁହେଁ ସାରା ରାଜ୍ୟରେ ଚାଲିଛି ବେଆଇନ ମଦ ବିକ୍ରି । ତେବେ ସୋନପୁର ଜିଲ୍ଲାରେ ଏ ନେଇ ଉଠିଛି ବିରୋଧର ସ୍ୱର । ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ । ବିନିକା ଏନ୍‌ଏସି ୧୨ ନମ୍ବର ୱାର୍ଡ ନୂଆଁପଲ୍ଲୀ ଗାଁରେ…

ମଦ ବେପାରୀକୁୁ କାବୁ କଲେ ଗାଁ ଲୋକେ, ରନ୍ଧା ମଦ ଜବତ

ସୋନପୁର: ସଚେତନ ନାଗରିକର ଭୂମିକା ତୁଲାଇଲେ ଗାଁ ଲୋକେ । ରନ୍ଧା ଦେଶୀ ମଦ ବେପାରୀଙ୍କୁ ଧରି ପୋଲିସରେ ଜିମା ଦେଲେ । ଏପରି ଏକ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ସୋନପୁର ଜିଲ୍ଲାର ମାନପୁର ଅଂଚଳ । ସୂଚନା ଅନୁଯାୟୀ ଝାରବାହାଳି ଗାଁରୁ ଦୁଇଜଣ ବ୍ୟକ୍ତି ଏକ କାର ଯୋଗେ ରନ୍ଧା ମଦ ଧରି…

ଶୁଖିଲା ଖାଦ୍ୟ ବଣ୍ଟନରେ ହେରଫେର ଅଭିଯୋଗ

ସୋନପୁର : ଶୁଖିଲା ଖାଦ୍ୟ ବଣ୍ଟନରେ ପାତର ଅନ୍ତର ଅଭିଯୋଗ l ଅସହାୟ ଗରିବ ଲୋକଙ୍କୁ ଦିଆଯାଉଛି ଶୁଖିଲା ଖାଦ୍ୟ । ସୁବର୍ଣ୍ଣପୁର ଜିଲ୍ଳା ବିଜୁ ଜନତା ଦଳ ତରଫରୁ ସହରର ବିଭିନ୍ନ ବର୍ଗର ନିସହାୟ ପରିବାର ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଉଛି l ତେବେ ଏହି ଶୁଖିଲା ଖାଦ୍ୟ ବଣ୍ଟନ ନେଇ ଲୋକଙ୍କ…

ମହାନଦୀରେ ମାଛ ପାଇଁ ବ୍ଲାଷ୍ଟିଂ, ଜଣେ ଗିରଫ

ସୋନପୁର: ମାଛ ଧରିବା ପାଇଁ ଅନେକ ଉପାୟ ଅଛି । କିଏ ଜାଲ ପକାଏ ତ କିଏ ବନିଶୀ । ହେଲେ କେବେ ବିସ୍ଫୋରଣ ଘଟାଇ ମାଛ ଧରିବା ଘଟଣା ବୋଧ ହୁଏ ଆପଣ କେବେ ପଢିଥିବେ କି ଶୁଣିଥିବେ । ଏପରି ଅଜବ କାଣ୍ଡ ଘଟାଇ ସୋନପୁରର ଜଣେ ବ୍ୟକ୍ତିକୁ ପୋଲିସ ଗିରଫ କରିଛି । ମହାନଦୀରେ କିଛି ଲୋକ କ୍ରମାଗତ…

ଲକଡାଉନ୍‌ରେ ସକ୍ରିୟ ବିଦ୍ୟୁତ ଖୁଣ୍ଟ ଚୋରି ରାକେଟ !

ସୋନପୁର: କରୋନା ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ଲାଗି ଜାରି ହୋଇଛି ଲକଡାଉନ୍ । ହେଲେ ଏହି ଲକଡାଉନ୍‌କୁ ସୁବର୍ଣ୍ଣ ସୁଯୋଗ ଭାବି ସକ୍ରିୟ ହୋଇଛନ୍ତି ଲୁହା ବିଦ୍ୟୁତ ଖୁଣ୍ଟ ଚୋରି ରାକେଟ୍ । ବେଶ କିଛି ଦିନ ହେବ ସୋନପୁର ଉଲୁଣ୍ଡା ଥାନା ଅଂଚଳରେ ବିଦ୍ୟୁତ ଖୁଣ୍ଟ ଚୋରି ରାକେଟ ସକ୍ରିୟ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିନିକା ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍‌

ସୋନପୁର: ଭିଜିଲାନ୍ସ ଜାଲରେ ବନ ବିଭାଗ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଫରେଷ୍ଟରଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନା ଜଗବନ୍ଧୁ ବାରିକ । ଏକକାଳୀନ 3ଟି ସ୍ଥାନରେ ଚଢ଼ାଉ ଚାଲିଛି । ସୋନପୁର ଶାନ୍ତିପଡ଼ାରେ ଥିବା ଦୁଇ ମହଲା କୋଠା, ସୋନପୁର…

ବିନିକାରେ ହାତୀ ପଲଙ୍କ ଉତ୍ପାତ କମୁନି, ୧୦ ଦିନ ହେଲାଣି ନୟାନ୍ତ କରୁଛନ୍ତି

ସୋନପୁର: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କମୁନି ହାତୀଙ୍କ ଉପଦ୍ରବ । ୬୦ ଟିକିଆ ହାତୀ ପଲ ଉତ୍ପାତ ଚଲାଇଛନ୍ତି । ଭୟଭୀତ ଅବସ୍ଥାରେ ଅଛନ୍ତି ସ୍ଥାନୀୟ ଲୋକ । ଗତ ରାତିରେ ବିନିକା ଝରାପଡା ଗାଁରେ ପଶି ଘର ଭାଙ୍ଗିବା ସହ ବ୍ୟାପକ ଅଞ୍ଚଳରେ ଫସଲ ନଷ୍ଟ କରିଛନ୍ତି । ନଷ୍ଟ କରୁଛନ୍ତି ବ୍ୟାପକ…

ରାଜ୍ୟରେ ସବୁଠୁ ଥଣ୍ଡା ସହର ସୋନପୁର, ଏସବୁ ଜିଲ୍ଲାରେ ବଢୁଛି ଶୀତ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା । ଅନୁଭୂତ ହେଲାଣି ଶୀତ । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଅଞ୍ଚଳରେ ଥଣ୍ଡା ବଢ଼ିଲାଣି । ୧୧.୮ ଡିଗ୍ରୀ ସେଲସିୟସ ସହ ରାଜ୍ୟରେ ସବୁଠୁ ଥଣ୍ଡା ସହର ହୋଇଛି ସୋନପୁର । ଗତକାଲି ସୋନପୁରରେ ପାରଦ ୧୨ ଡିଗ୍ରୀ ତଳକୁ ଖସିଛି । ସେହିପରି ଆଉ…

ନୂଆଖାଇ ଚଳଚଞ୍ଚଳ ସୋନପୁର, ନବାନ୍ନ ଖାଇବା ପାଇଁ ବିଭିନ୍ନ ଗଛର ପତ୍ରରୁ ପ୍ରସ୍ତୁତ ସରିଲାଣି ପତ୍ର ଓ ଦନା

ସୋନପୁର: ଆସନ୍ତାକାଲି ନୂଆଖାଇ । ପଶ୍ଚିମ ଓଡିଶାର ଏହି ଗଣ ପର୍ବ ପାଇଁ ଏବେ ଚାରିଆଡ ଉତ୍ସବମୁଖର । ଧାର୍ଯ୍ୟ ସମୟ ଅନୁସାରେ ପରିବାରର ସମସ୍ତେ ମିଶି ନୂଆ ଖାଇବେ । ସାନମାନେ ବଡମାନଙ୍କ ଆଶୀର୍ବାଦ ନେବେ । ଲୋକ ପର୍ବ ନୂଆଁଖାଇ ରେ ଦେଖିବାକୁ ମିଳେ ମଣିଷ ଓ ପ୍ରକୃତିର ନିବିଡ ସମ୍ପର୍କ ।…

ପଶ୍ଚିମ ଓଡ଼ିଶାରେ ମାଡୁଛି କରୋନା, ଫୋକସରେ S-S-B ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ପରେ ପଶ୍ଚିମ ଓଡ଼ିଶାରେ ମାଡ଼ି ମାଡ଼ି ଚାଲିଛି କରୋନା ଚେର । ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବରେ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପଜିଟିଭ୍ କେସ ଶତକ ପାର କରିଥିବା ବେଳେ ବରଗଡ଼ ଜିଲ୍ଲାରୁ ୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…