Latest Odisha News

BREAKING NEWS

Browsing Category

ସୁନ୍ଦରଗଡ଼

Sundargarh

ସଡ଼କ ସୁରକ୍ଷା ସପ୍ତାହରେ ସୁନ୍ଦରଗଡ଼ରେ ଗଡ଼ିଲା ସଚେତନତା ରଥ

ସୁନ୍ଦରଗଡ଼: ନୂଆ ଟ୍ରାଫିକ ନିୟମ ପାଳନ ଓ ସଡ଼କ ଦୁର୍ଘଟଣା କମାଇବା ଦିଗରେ ସଚେତନତା ପାଇଁ ସୁନ୍ଦରଗଡ଼ରେ ୩୨ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଆରମ୍ଭ ହୋଇଛି। ଏହି ଅବସରରେ ସୋମବାର ଦିନ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟରୁ ଏକ ସଚେତନତା ରଥ ବାହାରିଥିଲା। ଯାହାକୁ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଓ…

ମାଆର ତଣ୍ଟି କାଟି ମାରି ଦେଲା ପୁଅ, ଟଙ୍କା ନଦେବାରୁ ହତ୍ୟା

ସୁନ୍ଦରଗଡ଼: ଜନ୍ମଦାତ୍ରୀକୁ ହତ୍ୟା କଲା ପୁଅ । ତଣ୍ଟି କାଟି ବୀଭତ୍ସ ହତ୍ୟା କରିଛି । ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ବାହିୟାମ ଗାଁରେ । ମାଆର ତଣ୍ଟି କାଟି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଫେରାର୍ ଅଛି । ତା ନାଁ ରାଜୁ ଗୌଡ଼ । ମାଆ…

ସୁନ୍ଦରଗଡ଼ରେ ପ୍ରଥମ ଦିନରେ ୬୨୩ ସ୍ୱାସ୍ଥ୍ୟ କର୍ମୀ ଓ ସଫେଇ କର୍ମଚାରୀ ନେଲେ ଟିକା

ସୁନ୍ଦରଗଡ଼: ସାରା ଦେଶରେ ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିଥିବା ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲା ମଧ୍ୟ ସାମିଲ ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ରାଉରକେଲା…

ଆଜି ପୁଣି ମିଳିଲା ଗ୍ରାମସାଥୀଙ୍କ କଟା ଗୋଡ, ତଦନ୍ତ ଚଳାଇଛି ପୋଲିସ

ସୁନ୍ଦରଗଡ : ହତ୍ୟାର ଶିକାର ହୋଇଥିବା କିରେଇ ଗ୍ରାମପଞ୍ଚାୟତର ଗ୍ରାମସାଥୀ ରମେଶ ସିଂ ଆଜି ଏକ କଟା ଗୋଡ ମିଳିଛି । ଗତକାଲି ତାଙ୍କର କଟା ମୁଣ୍ଡ, ଗଣ୍ଡି, କଟା ହାତ ଆଦି ମିଳିଥିଲା । ପୋଲିସ ଏ ଘଟଣାରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ଗତ ୧୩ ତାରିଖରେ ରମେଶ ସାଙ୍ଗମାନଙ୍କ ସହ ଭୋଜି…

ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ ପାଇଁ ସୁନ୍ଦରଗଡ଼ ପ୍ରସ୍ତୁତ, ୮ଟି କେନ୍ଦ୍ରରେ ଦିଆଯିବ ଟିକା

ସୁନ୍ଦରଗଡ଼ : ଆସନ୍ତାକାଲିଠାରୁ ପ୍ରଥମ ପର୍ଯ୍ୟାୟ କୋଭିଡ୍ ଟିକାକରଣ ଆରମ୍ଭ ହେଉଛି। ଏହି ପ୍ରକ୍ରିୟାରେ ସୁନ୍ଦରଗଡ଼ ଜିଲ୍ଲା ମଧ୍ୟ ସାମିଲ ହୋଇଛି। ଜିଲ୍ଲାରେ ୮ଟି କେନ୍ଦ୍ର କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାକୁ ୧୧ ହଜାର ୫୦ଟି ଟିକା ଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ…

ସୁନ୍ଦରଗଡରେ ନଦୀରେ ଭାସିଯାଇ ଯୁବତୀ ମୃତ୍ୟୁ ଘଟଣାରେ ଭିଡିଓ ଭାଇରାଲ

ସୁନ୍ଦରଗଡ଼: ଇବ୍ ନଦୀ କୂଳରେ ସେଲଫି ନେବା ବେଳେ ସୁଅରେ ଭାସିଯିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଘଟଣାଟି ଗତ ତିନି ତାରିଖରେ ଘଟିଥିଲା । ଦୀର୍ଘ ୨୨ ଘଣ୍ଟାର ଖୋଜାଖୋଜି ପରେ ମୃତଦେହ ଏକ ପଥର ସନ୍ଧିରୁ ମିଳିଥିଲା । ସୂଚନା ଅନୁଯାୟୀ, ରାଜଗାଙ୍ଗପୁର କୁମ୍ଭାରପଡ଼ାର ୨୩…

ବଣଭୋଜି କରିବାକୁ ଯିବା ବେଳେ ଦୁର୍ଘଟଣା, ଜଣେ ମୃତ ଓ ୭ ଆହତ

ସୁନ୍ଦରଗଡ଼: ବଣଭୋଜି କରିବାକୁ ଯାଉଥିଲେ । ବାଟରେ ଛକି ବସିଥିଲା ମୃତ୍ୟୁ । ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଲା । ଜଣଙ୍କର ଜୀବନ ଯାଇଥିବା ବେଳେ ଆହତ ହୋଇଛନ୍ତି ସାତ ଜଣ । ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅନ୍ତର୍ଗତ ସବଡେଗାରେ ଏହି ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ବୋଲେରୋଟି ଗଛରେ ପିଟି…

ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ଓ ଜିଲ୍ଲା ପାଠାଗାର ଉଦଘାଟିତ

ସୁନ୍ଦରଗଡ଼: ସୁନ୍ଦରଗଡ଼ଠାରେ ନବନିର୍ମିତ ସଂସ୍କୃତି ଭବନରେ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ଏବଂ ଜିଲ୍ଲା ପାଠାଗାର ଉଦଘାଟିତ ହୋଇଯାଇଛି। ତା’ସହିତ ଲୋକକଳାର ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ଆରମ୍ଭ କରିଥିବା ‘ସହଭାଗିତା’ କାର୍ଯ୍ୟକ୍ରମ ଜିଲ୍ଲାରେ ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ…

ସୁନ୍ଦରଗଡରୁ ନିଖୋଜ ବିରଜୁ କୁଲୁ ତାଳଚେରରୁ ଉଦ୍ଧାର

ସୁନ୍ଦରଗଡ଼: ପାକିସ୍ତାନ ଫେରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବିରଜୁ କୁଲୁ ତାଳଚେରରୁ ଉଦ୍ଧାର । ୩ଦିନ ପରେ ବିରଜୁଙ୍କୁ ଉଦ୍ଧାର କରିଛି ପୋଲିସ । ତାଳଚେର ଅଞ୍ଚଳରେ ବୁଲୁଥିବା ସମୟରେ ଉଦ୍ଧାର କଲେ ସ୍ଥାନୀୟ ପୋଲିସ । ମାନସିକ ଭାରସାମ୍ୟ ହରାଇ ଘରୁ ବାହାରି ଟ୍ରକରେ ପଳାଇଥିଲେ ବିରଜୁ କୁଲୁ । ଗତ…

ATM ଭାଙ୍ଗି ଟଙ୍କା ଲୁଟ୍ ଉଦ୍ୟମ ଅଭିଯୋଗ

ସୁନ୍ଦରଗଡ଼: ରାତିରେ ମାତିଲେ ଲୁଟେରା । ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ । ସୁନ୍ଦରଗଡ଼ ଜିଲ୍ଲା ସଵଡେଗା ସ୍ଥିତ ଆକ୍ସିସ ବ୍ୟାଙ୍କ ଏଟିଏମ ଭାଙ୍ଗି ଲୁଟ୍ ଉଦ୍ୟମ ହୋଇଛି । ଗତକାଲି ମଧ୍ୟରାତ୍ରିରେ ଦୁର୍ବୃତ୍ତ ଏହି ଲୁଟ୍ ଉଦ୍ୟମ କରିଥିଲେ । ତେବେ ଡକାୟତ ଏଟିଏମରୁ ଟଙ୍କା ଲୁଟିବାରେ ସଫଳ ହୋଇ ନଥିବା…