Latest Odisha News

BREAKING NEWS

Browsing Category

ପଂଚାୟତ ନିର୍ବାଚନ 2022

[ଦେଖନ୍ତୁ ଭିଡିଓ] ମଇଦାନରେ ଚାଲିଛି ରଣନୀତି, ଭୋଟ୍ ହାତେଇବାକୁ ପ୍ରାର୍ଥୀଙ୍କ ପ୍ରୟାସ

ଜଗତସିଂହପୁର : ବଢୁଛି ନିର୍ବାଚନୀ ଉଷ୍ଣତା । ମଇଦାନରେ ଚାଲିଛି ରଣନୀତି । ଭୋଟ୍ ହାତେଇବାକୁ ପ୍ରର୍ଥୀ ମାନଙ୍କ ବିଭିନ୍ନ ପ୍ରୟାସ । ସେହିଭଳି ଆସନ୍ତା ୨୨ତାରିଖରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପାଇଁ ଜଗତସିଂହପୁର ଜିଲ୍ଲାରେ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି । ପୂରଣ ଓଡ଼ପଡା ଗ୍ରାମ…

ମୌଳିକ ସୁବିଧା ନଥିବାରୁ ଭୋଟ ବର୍ଜନ କଲେ ଗ୍ରାମବାସୀ

ପଦ୍ମପୁର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି  ।ଦୁଇଟି ବ୍ଲକରେ ଭୋଟ ବର୍ଜନ କରିଛନ୍ତି ଗ୍ରାମବାସୀ । ରାଜବୋଡାସମ୍ବର ବ୍ଲକର ୨ ଟି ଗାଁ ଓ ଗାଇସିଲାଟ ବ୍ଲକର ଗୋଟିଏ ଗାଁ ର ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ…

ବଣ୍ଡାଘାଟିରେ ପଂଚାୟତ ପାଇଁ ଭୋଟିଂ

ମାଲକାନଗିରି: ଚାଲିଛି ପଞ୍ଚାୟତ ନିର୍ବାଚନ । ବିଭିନ୍ନ ସ୍ଥାନରେ ଜୋରଦାର ପ୍ରଚାର ପ୍ରସାର ସାଙ୍ଗକୁ ବିଭିନ୍ନ ରଣନୀତି ଆପଣାଉଛନ୍ତି ପ୍ରାର୍ଥୀ ମାନେ। ସେପଟେ ଭୋଟିଂ ସମୟରେ ବିଭିନ୍ନ ବୁଥ ଗୁଡିକରେ ସୁରକ୍ଷା ଉପରେ ବି ବିଶେଷ ଗୁରୁତ୍ୱ ଦିଆଯାଉଛି । ସେହିଭଳି ବଣ୍ଡାଘାଟିରେ ମଧ୍ୟ ଶୃଙ୍ଖଳିତ…

ବୁଥରୁ ଭୋଟ ବାକ୍ସ ନେଇ ପଳାଇଲେ ଦୁର୍ବୃତ୍ତ, ମତଦାନ ବନ୍ଦ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ଦୁଇଟି ବୁଥରୁ ଦୁର୍ବୃତ୍ତମାନେ ଭୋଟ ବାକ୍ସ ନେଇ ପଳାଇଛନ୍ତି । ଆଜି ସକାଳ ୬ଟା ବେଳେ ଦୁର୍ବୃତ୍ତମାନେ ସଦର ବ୍ଲକ ପଟସରା କେନ୍ଦ୍ରର ୧ ଓ ୨ ନମ୍ବର ବୁଥରୁ ଭୋଟ ବାକ୍ସ ନେଇ ପଳାଇଥିଲେ । ମତଦାତାମାନେ ବୁଥକୁ ଆସିବା ପରେ ଏହି ଘଟଣାକୁ ନେଇ ଉତ୍ତେଜନା…

ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ । ନିର୍ବାଚନ ବେଳେ ରାଜନୈତିକ ଦଳମାନେ ସେମାନଙ୍କ ପ୍ରଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତି କରି ସେମାନଙ୍କ ନାମ ରାଜ୍ୟ…

[ଦେଖନ୍ତୁ ଭିଡିଓ] ନିର୍ବାଚନୀ ମଇଦାନରେ ରଣନୀତି : ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

ଜଗତସିଂହପୁର: ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଅର୍ଥାତ ଆସନ୍ତା ୨୨ତାରିଖରେ ହେବ । ମତଦାନ ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଳକ ଏବଂ ବ୍ଳକ ଅନ୍ତର୍ଗତ ୨ ଗୋଟି ଜିଲ୍ଲା ପରିଷଦ ଜୋନରେ ଭୋଟ ଗ୍ରହଣ ପ୍ରକ୍ରିୟା ହେବାକୁ ଯାଉଛି । ଚଳିତ ନିର୍ବାଚନରେ ପ୍ରତିଦ୍ବନ୍ଦିତା…

ଯାଜପୁରରେ ନିର୍ବାଚନ ସମୟରେ ବାଲାଟ ପେପର ଦୁର୍ବୁତ୍ତ ନେବା ଘଟଣା : ୨ ଅଭିଯୁକ୍ତ ଗିରଫ

ଯାଜପୁର : ଯାଜପୁରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଗଣ୍ଡଗୋଳ ଘଟଣା । ଏହି ଘଟଣାରେ ଯାଜପୁର ସଦର ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ।ଗିରଫ ହୋଇଥିବା ଦୁଇ ଜଣ ଅଭିଯୁକ୍ତ ହେଲେ କରୁଣାକର ଆଚାର୍ଯ୍ୟ ଓ ମଣିନାଥ ସାହୁ । ସୂଚନା ଅନୁସାରେ ଗତକାଲି ରୁଦ୍ରପୁର ଗ୍ରାମରେ ୫ ନମ୍ବର ବୁଥ…

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: କାଲି ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । କାଲି ସନ୍ଧ୍ୟାରେ ପ୍ରଚାର ସରିଥିଲା । ୩୦ଜିଲ୍ଲାର ୬୮ଟି ବ୍ଲକରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ନିର୍ବାଚନ ହେବ । ୧୫୧୪…

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ, ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶେଷ ହେଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ ସରିଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ…

ରାଜ୍ୟରେ ୨୩ ଜଣ ପ୍ରାର୍ଥଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ୟନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ…