Latest Odisha News

BREAKING NEWS

Browsing Category

ପଂଚାୟତ ନିର୍ବାଚନ 2022

[ଭିଡିଓ] ମତଦାନ ଖବର ସଂଗ୍ରହ ବେଳେ ୪ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ

ପିପିଲି: ନିର୍ବାଚନ ସମୟରେ ମତଦାନ ଖବର ସଂଗ୍ରହ କରିବାକୁ ଯାଇ ୪ଜଣ ଗଣମାଧ୍ୟମ ପ୍ରତିନିଧି ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପୁରୀ ଜିଲ୍ଲା କଣାସ ବ୍ଲକରେ ଘଟିଛି ଏହି ଘଟଣା । ଆକ୍ରମଣର ଶିକାର ହୋଇଥିବା ଗଣମାଧ୍ୟମ ପ୍ରତିନିଧି ହେଲେ ନ୍ୟୁଜ ୧୮ ଓଡ଼ିଆର ରିପୋର୍ଟର ସୁମନ୍ତ ସୁନ୍ଦରାୟ ଓ…

ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ , ସ୍ଥଗିତ ହେଲା ନିର୍ବାଚନ

ନବରଙ୍ଗପୁର : ନିର୍ବାଚନ ସଂଗ୍ରାମ ପୂର୍ବରୁ ଜୀବନ ସଂଗ୍ରାମରେ ହାରିଗଲେ ସରପଞ୍ଚ ପ୍ରାର୍ଥୀ । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି . ମାଳିଗୁଡା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାଗିରଥୀ ଅମନାତ୍ୟଙ୍କ ମୃତ୍ୟୁ ହୋଇଯାଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ହୋଇପଡିଥିଲେ । ରାତିରେ ଦେହ…

କୃଷ୍ଣପ୍ରସାଦ ବୋମାମାଡ଼ ଘଟଣା: ବିଜେଡି ଉପରେ ଆରୋପ ଲଗାଇଲା ବିଜେପି

ପୁରୀ: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଆନ୍ଦଳା ଗ୍ରାମପଞ୍ଚାୟତରେ ଆନ୍ଦଳା ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ସଂଘର୍ଷ ଓ ବୋମାମାଡ଼ ଫଳରେ ୪୦ରୁ ଅଧିକ ଲୋକ ଏଠାରେ ଗୁରୁତର ହୋଇଛନ୍ତି । ଏହି ଘଟଣାରେ ୨୫ରୁ ଅଧିକ ବାଇକ୍ ନଷ୍ଟ ହୋଇଥିବା…

ବ୍ରହ୍ମଗିରିରେ ନିର୍ବାଚନୀ ହିଂସା ଘଟି ୪ ଗରୁତର

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରିରେ ନିର୍ବାଚନୀ ହିଂସା ଘଟିଥିବା ଜଣାପଡ଼ିଛି । ଏହି ହିଂସାକାଣ୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ, ଆଜି ରାହାଡ଼ମଲ ଗ୍ରାମପଞ୍ଚାୟତର ନିଶିଭଅଁରର ବୁଥ ନମ୍ବର ୮ରେ ମତଦାନ ଚାଲିଥିଲା । ଏହି…

ପଞ୍ଚାୟତ ନିର୍ବାଚନ : ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ସରିଲା ପ୍ରଥମ ପଯ୍ୟାୟ ମତଦାନ ।  ରାଜ୍ୟରେ ୩୦ ଟି ଜିଲ୍ଲାରେ ୭୧ ଟି ବ୍ଲକରେ ଶାନ୍ତି ଶୃଙ୍ଖଳାର ସହ ଶେଷ ହେଲା ମତଦାନ । ସକାଳ ୭ ଟାରୁ ଦିନ ୧ ଟାଏ ଯାଏ ମତଦାନ ଚାଲିଥିଲା । ଭୋଟର ମାନେ ଆସି ନିଜେ ନିଜେ ମନସ୍ଥ କରିଥିବା ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି…

ସାଲେପୁରରେ ସମିତିସଭ୍ୟ ପ୍ରାର୍ଥୀଙ୍କ ଘରକୁ ବୋମାମାଡ, ଦିଲ୍ଲୀପଙ୍କ ପତ୍ନୀ ଗୁରୁତର

ସାଲେପୁର : ସାଲେପୁରରେ ସମିତି ସଭ୍ୟ ପ୍ରାର୍ଥୀଙ୍କ ଘରକୁ ବୋମାମାଡ । ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ତଥା ପ୍ରାର୍ଥୀ ଦିଲ୍ଲୀପ କୁମାର ଦାସଙ୍କ ଘରକୁ ବୋମାମାଡ ହୋଇଛି ।ତାଙ୍କ ଶିଶୁଆ ସ୍ଥିତ ବାସ ଭବନକୁ ବୋମାମାଡ ହୋଇଛି ।ବୋମାମାଡରେ ଦିଲ୍ଲୀପଙ୍କ ପତ୍ନୀ ନିରୁପମା ଆହତ ହୋଇଛନ୍ତି ।ଗତକାଲି…

ବୋରିଗୁମ୍ମାରେ ନିର୍ବାଚନୀ ହିଂସା , ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ବିଜେପି କର୍ମୀଙ୍କ ମରଣାତ୍ମକ ଆକ୍ରମଣ ଅଭିଯୋଗ

କୋରାପୁଟ  : ବୋରିଗୁମ୍ମାରେ ନିର୍ବାଚନୀ ହିଂସାକାଣ୍ଡ ।ବୋରିଗୁମ୍ମା ବ୍ଲକ କସାଗୁଡା ଗାଁରେ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ପ୍ରତିନିଧି ନରେନ୍ଦ୍ର ବିଶୋଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ଗୁରୁତର ଅବସ୍ଥାରେ ବୋରିଗୁମ୍ମା ହସ୍ପିଟାଲରେ ଭର୍ତି…

କଂଗ୍ରେସକୁ ଝଟକା, ଡେଲାଙ୍ଗ ୧୫ ନମ୍ବର ଜୋନ୍ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡିରେ ମିଶିଲେ

ପିପିଲି : ପଞ୍ଚାୟତ ନିର୍ବାଚନ ଚାଲିଥିବା ସମୟରେ କଂଗ୍ରେସକୁ ବଡ ଝଟକା । ପିପିଲି ନିର୍ବାଚନ ମଣ୍ଡଳୀ ଅଧିନ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ସୁକାନ୍ତି ସାହୁ ବିଜେଡିରେ ସାମିଲ ହୋଇଛନ୍ତି । କଂଗ୍ରେସ ତାଙ୍କୁ ଅସମ୍ମାନ କରିଥିବାରୁ ସେ ବିଜେଡିରେ ଯୋଗଦାନ…

ଭୋଟ୍ ଦେଲେ ହେଭିୱେଟ୍ ମନ୍ତ୍ରୀ

ଭୁବନେଶ୍ୱର: ଭୋଟ୍ ଦେଲେ ମନ୍ତ୍ରୀ । ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ୟ୍ୟାୟରେ ଭୋଟ୍ ଦେଇଛନ୍ତି ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ମହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜଳେଶ୍ୱରପୁର ପଞ୍ଚାୟତର ୧୧ ନମ୍ବର ବୁଥରେ ନିଜ ପରିବାର ସହ ଭୋଟ୍ ଦେଇଛନ୍ତି ମନ୍ତ୍ରୀ ପ୍ରତାପ ଜେନା…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ପ୍ରଥମ ପର୍ଯ୍ୟାୟରେ ଆଜି ୨୦୦ ଜିଲ୍ଲା…