Latest Odisha News

BREAKING NEWS

Browsing Category

ପଂଚାୟତ ନିର୍ବାଚନ 2022

ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ମତଦାନ ବନ୍ଦ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାର୍ଥୀଙ୍କ ଅକାଳ ବିୟୋଗ । ଫଳରେ ନିର୍ବାଚନ ବାତିଲ ହୋଇଛି । କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀ ନମିତା ବେହେରା (୩୨)ଙ୍କର ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି । ଏଜେଣ୍ଟ ଓ ସମର୍ଥକଙ୍କ ସହ ରାତି ସାଢ଼େ ୧୦ଟାରେ ଆଲୋଚନା…

ପଞ୍ଚାୟତ ନିର୍ବାଚନ: ମହିଳା ଭୋଟରଙ୍କ ଭିତରେ ଜବରଦସ୍ତ ଉତ୍ସାହ

ଭୁବନେଶ୍ୱର: ନିର୍ବାଚନରେ ମହିଳା । ପ୍ରାର୍ଥୀ ହୁଅନ୍ତୁ କି ଭୋଟର । ନିର୍ବାଚନରେ ସେମାନଙ୍କର ସଂଖ୍ୟା ବଢୁଛି । ଚଳିତ ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ପଦବୀରେ ମହିଳା ପ୍ରତିଦ୍ୱନ୍ଦିତା କରୁଛନ୍ତି । ଆଜି ପ୍ରଥମ ପର୍ଯ୍ୟାୟ ଭୋଟ ବେଳେ ବି ମହିଳା ଭୋଟରଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି ।…

ଫୋକସରେ ମାଓ ଇଲାକାରେ ମତଦାନ, ସୁରକ୍ଷା ଦାୟିତ୍ୱରେ ୨୩୫ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ସୁରକ୍ଷିତ ଓ ଶୃଙ୍ଖଳିତ ମତଦାନ ଉପରେ ଫୋକସ୍ କରାଯାଉଛି । ରାଜ୍ୟର ମାଓ ଅଧ୍ୟୁଷିତ ଅଞ୍ଚଳରେ ବି ଆରମ୍ଭ ହୋଇଛି ମତଦାନ । ସେସବୁ ସ୍ଥାନରେ ସମ୍ବେଦନଶୀଳ ବୁଥ୍ ଉପରେ ପୋଲିସର…

ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ , କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ସ୍ଥଗିତ

ବରଗଡ଼ : ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ । ବରଗଡ ଜିଲ୍ଲା ଭଟଲୀ ବ୍ଲକ କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀ ସରୋଜ ସେଠ୍ ଙ୍କ ମୃତ୍ୟୁ ହୋଇଯାଇଛି ।ଫଳରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛିାଏନେଇ ବରଗଡ ଜିଲ୍ଲାପାଳଶୁଭେନ୍ଦ୍ର ସାମଲ ସୁଚନା ଦେଇଛନ୍ତି…

ଅନୁଗୁଳରେ ହୃଦଘାତରେ ପ୍ରିଜାଇଡିଂ ଅଫିସରଙ୍କ ପରଲୋକ

ଅନୁଗୁଳ : ପ୍ରିଜାଇଡିଂ ଅଫିସରଙ୍କ ପରଲୋକ । ବୁଧବାର ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ତାପୂର୍ବରୁ ହୃଦଘାତରେ ପ୍ରଜାଇଡିଂ ଅଫିସରଙ୍କ ପରଲୋକ ହୋଇଛି । କିଶୋରନଗର ବ୍ଲକ ରଜ।ମୁଣ୍ଡା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ନାୟକଙ୍କ ହୃଦଘାତରେ ପରଲୋକ ହୋଇଛି ।…

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ : ରାଜ୍ୟ ନିର୍ବାଚନ କମିଶନ

 ଭୁବନେଶ୍ୱର : ଆସନ୍ତାକାଲି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ସାମ୍ବାଦିକ ସମ୍ମିଳନୀ । ଚଳିତଥର ପଞ୍ଚାୟତ ନିର୍ବାଚନ କରୋନା କଟକଣା ମଧ୍ୟରେ ହେବ । ରାଜ୍ୟ ନିର୍ବାଚନ କମିଶନଙ୍କ ତତ୍ୱାବଧାନରେ ସମସ୍ତ ଜିଲ୍ଲାରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକରେ…

ଲଟେରୀ ଅଫର୍ ମାଧ୍ୟମରେ ଭୋଟରଙ୍କ ମନ ମୋହୁଛନ୍ତି ସରପଞ୍ଚ ପ୍ରାର୍ଥୀନୀ ସସ୍ମିତା ନାଏକ

କଳାହାଣ୍ଡି : ଭୋଟ ପାଇଁ ଭୋଟରଙ୍କୁ ଲଟେରୀ ଲୋଭ ଦେଖାଇଲେ ପ୍ରାର୍ଥୀ । ନିର୍ବାଚନୀ ମଇଦାନରେ ପ୍ରାର୍ଥୀମାନେ ନିଜ ନିଜ ଶୈଳିରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଲାଗିପଡିଛନ୍ତି । ହେଲେ ଏବେ ଚର୍ଚ୍ଚାରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କୁହୁରା ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀନୀ…

ଭୋଟ ପାଇଁ କଙ୍ଗାରୁକୋର୍ଟ: ଦଳିତ ପରିବାରକୁ ନିର୍ଯାତନା

ବଲାଙ୍ଗୀର : ଭୋଟ୍‌ ପାଇଁ କଙ୍ଗାରୁକୋର୍ଟ । ଜଣେ ପ୍ରାର୍ଥୀଙ୍କୁ ଭୋଟ୍‌ ଦେବାପାଇଁ ମନା କରିଦେବାରୁ ଏକ ଦଳିତ ପରିବାରକୁ ଗାଁ ଛାଡ଼ିବାକୁ ପଡ଼ିଛି। ଜୀବନ ପ୍ରତି ଭୟ ରହିଥିବା ଆଶଙ୍କାରେ ପରିବାର ପୁଲିସ ପାଖକୁ ବି ଯାଇନାହାନ୍ତି । ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ୍‌ ମଣ୍ଡଳ ପଞ୍ଚାୟତରେ…

ପିପିଲିରେ ନିର୍ବାଚନୀ ହିଂସା : ବିଜେପି –ବିଜେଡି ମୁହାଁମୁହିଁ , ୨୪ ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଆହତ

ପିପିଲି : ପିପିଲିରେ ନିର୍ବାଚନୀ ହିଂସା । ଦୁଇଟି ରାଜନୈତିକ ଦଳ ମଧ୍ୟରେ ଘଟିଛି ହିଂସାକାଣ୍ଡ ।୨୪ ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଆହତ ହୋଇଛନ୍ତି । ପିପିଲି ବ୍ଲକ ପୋଟଳ ଗାଁରେ ବିଜେପି ପ୍ରଚାର ଗାଡିକୁ ବିଜେଡି କର୍ମୀମାନେ ଅଟକାଇବା ଫଳରେ ରାଜନୈତିକ ହିଂସାକାଣ୍ଡ ଦେଖାଦେଇଥିଲା ।…

ନିର୍ବାଚନୀ ମାହୋଲ ସରଗରମ , ଭୋଟ ମାଗୁଛନ୍ତି ୮ମାସର ଗର୍ଭବତୀ

ନୂଆପଡା:  ନିର୍ବାଚନୀ ପ୍ରଚାର ମାହୋଲ ସରଗରମ । ହେଲେ ଏଥର ମଇଦାନରେ ଜଣେ ୮ ମାସର ଗର୍ଭବତୀ ମହିଳା ଭୋଟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛିା  ମହିଳା ଜଣକ ହେଉଛନ୍ତି ସଂଯୁକ୍ତା ଦଳେଇ । ସେ ନୂଆପଡା ବୋଡେନ ବ୍ଲକ ପଲସଦା ଗ୍ରାମପଞ୍ଚାୟତର ସମିତି ସଭ୍ୟା ରୂପେ ପ୍ରତିତ୍ୱନ୍ଦିତା କରୁଛନ୍ତି ।…