Latest Odisha News

BREAKING NEWS

Browsing Category

ପାଣିପାଗ

ଆହୁରି ବଢ଼ିବ ତାତି, ଆଜି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ଵର: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ସାରା ରାଜ୍ଯ । ଆକାଶରୁ ବର୍ଷୁଛି ନିଆଁ । ଗତବର୍ଷର ରେକର୍ଡ ଭାଙ୍ଗିଛି ତାତି । ଆଜି ବି ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ନୟାଗଡ଼, ଅନୁଗୁଳ, ମୟୂରଭଞ୍ଜ ଓ ବୌଦ୍ଧରେ ଭୀଷଣ ଗ୍ରୀଷ୍ମପ୍ରବାହ ବହିବ।…

ଦିନ ସାଢେ ୨ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ଵର, ୪୩.୬ ଡିଗ୍ରୀରେ ଜଳିଲା ରାଜଧାନୀ

ଭୁବନେଶ୍ଵର: ତେଲ କଡ଼େଇରେ ଭାଜି ହେଉଛି ଓଡ଼ିଶା । ଆହୁରି କଲବଲ କରିବ ତାତି । ରାତିରେ ବି ମିଳିବନି ଆଶ୍ଵସ୍ତି । ଡହ ଡହ ଖରାରେ ଆଉଟୁ ପାଉଟୁ ଜନଜୀବନ । ଆଜି ଦିନ ସାଢେ ୨ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ଵର । ୪୩.୬ ଡିଗ୍ରୀ ତାପମାତ୍ରାରେ ଜଳିଛି ରାଜଧାନୀ ।…

ଆହୁରି କଲବଲ କରିବ ତାତି, ସାଢ଼େ ୧୧ଟା ସୁଦ୍ଧା ୨ ସହରର ତାପମାତ୍ରା ୪୦ ଡିଗ୍ରୀ

ଭୁବନେଶ୍ଵର: ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ…

କଲବଲ କରୁଛି ତାତି, ସକାଳ ସାଢେ ୮ଟା ସୁଦ୍ଧା ୩୪ ଡିଗ୍ରୀ ପାର୍

ଭୁବନେଶ୍ଵର: ରାଜ୍ୟବାସୀଙ୍କୁ କଲବଲ କରୁଛି ତାତି। ସାରା ରାଜ୍ୟରେ ପ୍ରବଳ ଖରା । ଜଳୁଛି ରାଜଧାନୀ । ଆଜି ସକାଳୁ ସକାଳୁ ବାଲେଶ୍ଵର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ସକାଳ ସାଢେ ୮ଟା ସୁଦ୍ଧା ସେଠାରେ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ଵରରେ ସକାଳ ସାଢେ ୮ଟା…

ଆଜିଠୁ ପ୍ରଚଣ୍ଡ ତାତି,୧୫ ତାରିଖରୁ ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀ ଡେଇଁପାରେ ତାପମାତ୍ରା

ଭୁବନେଶ୍ବର: ଆଜିଠୁ ପ୍ରଚଣ୍ଡ ତାତି  । ୪-୫ ଦିନର କୋହଲା ପାଗ ପରେ ରାଜ୍ୟରେ ଅନୁଭୁତ ହୋଇପାରେ ପ୍ରବଳ ଗରମ । କିଛିଦିନ ହେଲା କାଳବୈଶାଖୀ ଯୋଗୁଁ ଓଡିଶାରେ ନିଆଁ ବର୍ଷାରୁ ଆଶ୍ୱସ୍ତି ମିଳିଥିଲା । ୧୫ ତାରିଖରୁ ବିଭିନ୍ନ ସ୍ଥାନରେ ତାତି ୪୦ ଡିଗ୍ରୀ ଡେଇଁପାରେ ବୋଲି ପୂର୍ବାନୁମାନ କରିଛି…

ବାତ୍ୟା ନେଇ ସୂଚନା ଦିଆଯାଇନାହିଁ: IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର

ନୂଆଦିଲ୍ଲୀ: ଅକ୍ଟୋବର ମାସ ପ୍ରଥମ ସପ୍ତାହରେ ବାତ୍ୟା ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବିଷୟରେ ପ୍ରତିକ୍ରିୟା ରଖିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୁୟ ମହାପାତ୍ର । ବାତ୍ୟା ନେଇ ଆମେ ଏବେଯାଏ କୌଣସି ସୂଚନା ଦେଇନାହୁଁ ବୋଲି କହିଛନ୍ତି ଡିଜି । ସେ କହିଛନ୍ତି ଯେ, ସେପ୍ଟେମ୍ବର ଶେଷ ସପ୍ତାହ…

ଘାରିଲାଣି ବାତ୍ୟା ଭୟ : ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା

ଭୁବନେଶ୍ଵର: ଏବେଠାରୁ ଓଡ଼ିଶାକୁ ଘାରିଲାଣି ବାତ୍ୟା ଭୟ । ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆସିପାରେ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ । ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ଆକଳନ କରାଯାଇଛି । ଆଉ ଏହି ବାତ୍ୟାଟି ଓଡିଶା ମୁହାଁ ହୋଇପାରେ ବୋଲି କିଛି…

ଆସନ୍ତା ୧୨ରେ ଆଉ ଏକ ଘୂର୍ଣ୍ଣିବଳୟ, ବଢିପାରେ ବର୍ଷାର ପରିମାଣ

ଭୁବନେଶ୍ଵର: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ । ଫଳରେ ଗତ କିଛି ଦିନ ହେବ ରାଜ୍ୟରେ ପ୍ରବଳ ବର୍ଷା ହେଉଥିଲା। କିନ୍ତୁ ଦୁଇ ଦିନ ହେବ ରାଜ୍ୟରେ ପାଗ ଶୁଖିଲା ରହିଛି । ତେବେ ପୁଣି ବର୍ଷାରେ ଭିଜିବ ଓଡି଼ଶା । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ…

ଉତ୍ତରାଖଣ୍ଡରେ ଓ ହିମାଚଳ ପ୍ରଦେଶରେ ବର୍ଷା ଓ ଭୂସ୍ଖଳନ ବିତ୍ପାତ: ମୃତ୍ୟୁ ସଂଖ୍ୟା ୮୧କୁ ବୃଦ୍ଧି

ନୂଆଦିଲ୍ଲୀ: ହିମାଚଳ ଓ ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ । ତାସ ଘର ପରି ଭୁଶୁଡ଼ୁଛି ଘର । ପାହାଡରୁ ଖସୁଛି ବଡ ବଡ ପଥର ଖଣ୍ଡ । ଯେଉଁ ଆଡ଼େ ଦେଖିବ କେବଳ ବିଧ୍ବଂସର ଚିତ୍ର। ଦୁଇଟି ରାଜ୍ୟର ବିଭିନ୍ନ ସ୍ଥାନରେ ଭୂସ୍ଖଳନ । ମାତ୍ର ୩ ଦିନ ମଧ୍ୟରେ ୮୧ ଜଣଙ୍କ ଜୀବନ ଗଲାଣି। ଲଗାଣ ବର୍ଷା ସାଙ୍ଗକୁ…

ହିମାଚଳରେ ବାଦଲଫଟା ବର୍ଷା-ବନ୍ୟା-ଭୂସ୍ଖଳନ, ମାଟିରେ ମିଶିଲା ସିମଲାର ଶିବ ମନ୍ଦିର

ସିମଲା: ପ୍ରକୃତିର ତାଣ୍ଡବରେ ଛାରଖାର ହୋଇଛି ହିମାଚଳ ପ୍ରଦେଶ । ଦେବଭୂମିରେ ତାଣ୍ଡବ ରଚୁଛି ବର୍ଷା ବିତ୍ପାତ । ବିପଦସଙ୍କେତ ଉପରେ ଅଳକାନନ୍ଦା, ଗଙ୍ଗା, ମନ୍ଦାକିନି। ଉଛୁଳୁଛି ନଇଁ, ତଳିଆ ଅଞ୍ଚଳ ଜଳମଗ୍ନ । ଫ୍ଲାସ ଫ୍ଲଡରେ ଭାସୁଛି ବସ୍, କାର୍। ବାଦଲଫଟା ବର୍ଷା ସହ ଲ୍ୟାଣ୍ଡସ୍ଲାଇଡ ଯୋଗୁ…