Home ପାଣିପାଗ

ପାଣିପାଗ

ଆଜି ରାତିରେ ଏହି ୬ଟି ଜିଲ୍ଲାକୁ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗୁରୁବାର ରାତି ୧୨ଟା ୩୦ ମଧ୍ୟରେ ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି...

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କଟକ, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର,...

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ଓଡ଼ିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏନେଇ...

୨୫ ଯାଏଁ ପ୍ରବଳ ବର୍ଷା, ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର‌୍ୟ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ...

ବିଳମ୍ବରେ ଓଡିଶା ଛାଡିବ ଦକ୍ଷିଣ-ପଶ୍ଚିମ ମୌସୁମୀ !

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବା ନେଇ ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ...

ଆହୁରି ବର୍ଷିବ; ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ରାଜ୍ୟରେ ଆହୁରି ତିନି ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଓଡିଶାରେ ଆସନ୍ତା ୧୨ ଘଣ୍ଟାରେ ବର୍ଷା ହେବାର ସମ୍ଭାବନର ରହିଛି । ରାଜ୍ୟରେ ଆସନ୍ତା ୨ ଦିନ ଅର୍ଥାତ୍ ସୋମବାର...

ଆସନ୍ତା ୩୬ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଅବପାତ !

ଭୁବନେଶ୍ୱର/ନୂଆଦିଲ୍ଲୀ: ଉତ୍ତର ଆଣ୍ଡାମାନରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଏହା ଧିରେ ଧିରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ମୁହାଁଉଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ସତର୍କ ସୂଚନା ଜାରି କରାଯାଇଛି...

ଲଘୁଚାପ ନେଲା ଓ୍ୱେଲ ମାର୍କଡ୍ ଲୋପ୍ରେସର ରୂପ, ଓଡ଼ିଶାର ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିନ ଘନୀଭୂତ ହୋଇ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବା ସମ୍ଭାବନା ରହିଛି...

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ଦାରିଙ୍ଗବାଡିରେ ପାରଦ ୭.୫ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରବିବାର ଦିନ ଦାରିଙ୍ଗବାଡିରେ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଫୁଲବାଣୀରେ ଆଜି ତାପମାତ୍ରା ୯.୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୯.୮ ଡିଗ୍ରି ସେଲସିୟସ୍ ରହିଥିଲା...

ଦିନ ୧୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଅନୁଗୁଳ, ବୌଦ୍ଧ, ଖୋର୍ଦ୍ଧା, ଭୁବନେଶ୍ୱର,...

ସାହିତ୍ୟ