Latest Odisha News

BREAKING NEWS

Browsing Category

ପାଣିପାଗ

ସତର୍କ ରୁହନ୍ତୁ ! ପ୍ରବଳ ବର୍ଷା ଓ ବିଜୁଳି, ଘଡ଼ଘଡି ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଦୁର୍ବଳ ହୋଇଛି ଲଘୁଚାପ। ଏହା ଘୂର୍ଣ୍ଣିବଳୟ ଭାବେ ଛତିଶଗଡ ଉପରେ ରହିଛି। ତଥାପି ଏହାର ପ୍ରଭାବରେ ଆସନ୍ତାକାଲି ଯାଏ ବର୍ଷା ରହିବ। ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଅନେକ ସ୍ଥାନରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ରହିବ। ଝଡତୋଫାନ ମଧ୍ୟ ବୋହିବ। ଏନେଇ…

ରାଜ୍ୟରେ ଆଜିଠୁ ଦୁଇ ଦିନ ବଡ଼ ବର୍ଷା; ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି…

ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ପ୍ରବଳ ବର୍ଷିବ, ୩ ଘଣ୍ଟା ପାଇଁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପ୍ରବଳ ବର୍ଷିବା ନେଇ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରରେ…

ପୁଣି ସୃଷ୍ଟି ହୋଇପାରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୬ ତାରିଖରେ ପ୍ରବଳ ବର୍ଷା ହେବ। ସୋମବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। କିନ୍ତୁ ଏହି ପ୍ରକ୍ରିୟା ବିଳମ୍ବିତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ…

ପ୍ରବଳ ବର୍ଷିବ: ୩ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ୟେଲାେ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷିବ । କିଛି ସ୍ଥାନରେ ଘଡଘଡି ସହ  ବର୍ଷା ମଧ୍ୟ ଅନୁଭୂତି ହେବ । ଏନେଇ ୧୪ ଜିଲ୍ଲାକୁ  ହେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏନେଇ ଭଦ୍ରକ, ବାଲେଶ୍ବର, ନୟାଗଡ, କନ୍ଧମାଳ, କୋରାପୁଟ, ଯାଜପୁର, ଜଗତସିଂହପୁର, ପୁରୀ, ଗଞ୍ଜାମ,…

ଘଡଘଡି ସହ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା । ଏନେଇ ୧୨ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର,…

ବେହାଲ ବାଲେଶ୍ବର: ନଦୀବନ୍ଧ, ଘର ଛାତ ସାଜିଛି ସାହାରା

ବାଲେଶ୍ବର: ବନ୍ୟାରେ ବେହାଲ ହୋଇପଡିଛି ବାଲେଶ୍ବର । ଘର ଭିତରେ ବାହାରେ ସବୁଠି ପାଣି । କିଛି ସ୍ଥାନରେ ପାଣି ଛାତ ଛୁଇଁଥିବା ବେଳେ ଏବେ ନଦୀବନ୍ଧ ଓ କୋଠାଘର ଛାତ ସାଜିଛି ସାହାରା । ତମ୍ବୁ ଟାଣି ତା ତଳେ କିଏ ଆଶ୍ରୟ ନେଇଛନ୍ତି ତ ଆଉ କିଏ ସେମିତି ପଡିରହିଛନ୍ତି । କ’ଣ ଖାଇବେ କେମିତି…

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ୨୨ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ଆସନ୍ତା ୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗରେ ୨୨ରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଫଳରେ ୨୪…

୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୩ ଘଣ୍ଟିଆ ସତର୍କତା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର। ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବା…

କାଲି ପ୍ରବଳ ବର୍ଷିବ, ୧୭ରୁ ଥମିବ

ଭୁବନେଶ୍ବର: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ଗଭୀର ଅବପାତ । ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହା ରହିଛି । ପରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଗତିକରିବ ।  ଏହାର ପ୍ରଭାବରେ ରବିବାର ଉତ୍ତର ଓଡ଼ିଶାର ଅଧିକାଂଶ ଓ ଦକ୍ଷିଣର ଅନେକ…