Latest Odisha News
Browsing Category

ପାଣିପାଗ

ପୁଣି ଲଘୁଚାପ, ଆହୁରି ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ତତସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୪ ଦିନ ପ୍ରବଳ ବର୍ଷିବ ବୋଲି…

୨୮ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍ ଛେଚିବ, ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟର ଅନେକ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ସ୍ଥାନରେ ଭାରି ବର୍ଷାର ସମ୍ଭାବନା ରହିଛି। ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣାଞ୍ଚଳ…

ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ, ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସକ୍ରିୟ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ। ଆଜି ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ବୁଧବାର ସକାଳ…

୨୫ ଯାଏଁ ବର୍ଷିବ, ମାଲକାନଗିରିକୁ ଆଲର୍ଟ ଜାରି

ଭୁବନେଶ୍ବର: ଲଘୁଚାପ କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ତେବେ ସକ୍ରିୟ ମୌସୁମୀ ଏବଂ ଅବପାତ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏଁ ବର୍ଷା ହେବ ବୋଲି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ…

ସୁଧୁରୁଛି ମାଲକାନଗିରି ସ୍ଥିତି, ବନ୍ୟାର ନାହିଁ ଆଶଙ୍କା

ଭୁବନେଶ୍ବର: ଏବେ ରାଜ୍ୟର ଅନେକ ସ୍ଥାନରେ ଲଘୁଚାପ କାରଣରୁ ବର୍ଷା ଲାଗିରହିଛି । ଯାହା ଫଳରେ ଅନେକ ସ୍ଥାନରେ ବନ୍ୟା ସ୍ଥିତି ଭଳି ଅନୁଭୂତ ହେଉଛି । ଏଥିରେ ସବୁଠୁ ବେଶୀ ପ୍ରଭାବିତ ହୋଇଛି ମାଲକାନଗିରି ଜିଲ୍ଲା । ଗତକାଲି ଅପେକ୍ଷା ଜଳସ୍ତର କମିଥିଲେ ମଧ୍ୟ ଏହାର ଅନେକ ଅଞ୍ଚଳ ଏବେ ବି ଜଳମଗ୍ନ…

ଆହୁରି ୩ ଦିନ ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଶୁକ୍ରବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି ।  ଏହି ଲଘୁଚାପ ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୦ କି.ମି ଏବଂ ଗୋପାଳପୁର ପାରାଦ୍ବୀପଠାରୁ ୯୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଯାହା ଘଣ୍ଟା ପ୍ରତି ୭ କି.ମି ବେଗରେ ପଶ୍ଚିମ- ଉତ୍ତର…

୨୨ ଯାଏଁ ବର୍ଷିବ, ୧୯ରେ ପୁଣି ଲଘୁଚାପ

ଭୁବନେଶ୍ବର: ଆଗାମୀ ୫ରୁ ୭ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାରେ ଭିଜିବ ଓଡିଶା। ଆସନ୍ତା ୧୯ ତାରିଖରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଯାହାର ପ୍ରଭାବରେ ଭିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏନେଇ ୬ ଜିଲ୍ଲାକୁ ୟେଲୋ ଓ୍ବର୍ଣ୍ଣିଂ…

ହିଟ୍ଓ୍ବେଭ୍ ଆଲର୍ଟ; ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହର ପ୍ରଭାବ । ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଓଡିଶା ଛୁଇଁଥିଲେ ମଧ୍ୟ ତାତିରୁ ମିଳୁନି ଆଶ୍ବସ୍ତି । ଏହାକୁ ନେଇ ଆଜି ସତର୍କ ଜାରି କରିଛନ୍ତି ଏସଆରସି । ଆହୁରି ବଢିପାରେ ତାତି । ପ୍ରଚଣ୍ଡ ତାତି ଆାକଳନ ନେଇ ଆଜି ୮ ଜିଲ୍ଲାପାଳଙ୍କୁ…

ଓଡିଶା ଛୁଇଁଲାଣି ମୌସୁମୀ ବାୟୁ, ହେଲେ କଲବଲ କରୁଛି ତାତି

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡିଶାକୁ ଛୁଇଁଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାତିରୁ ମିଳିଲାନି ଆଶ୍ବସ୍ତି । ରାଜ୍ୟରେ ଏବେ ବି ଜାରି ରହିଛି ଗ୍ରୀଷ୍ମ ପ୍ରବାହକୁ ଅସହ୍ୟ ଗୁଳୁଗୁଳି । ତେବେ ଏହାକୁ ନେଇ ଆଜି ଅଧିକ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି…

ଓଡିଶା ଛୁଇଁଲା ମୌସୁମୀ, ପ୍ରଭାବରେ ଅନେକ ସ୍ଥାନରେ ବର୍ଷା

ଭୁବନେଶ୍ବର: ଓଡିଶା ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମୌସୁମୀ ବାୟୁ ପ୍ରବେଶ କରିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା । କିଛି ଦିନ ମଧ୍ୟରେ ଏହା ସାରା ଓଡିଶାରେ ରଚିବ ତାଣ୍ଡବ । ଏହାକୁ…