Latest Odisha News

BREAKING NEWS

Browsing Category

ପାଣିପାଗ

ଘଡଘଡି ସହ ପ୍ରବଳ ବର୍ଷା: ୩ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା । ଏନେଇ ୧୨ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର,…

ବେହାଲ ବାଲେଶ୍ବର: ନଦୀବନ୍ଧ, ଘର ଛାତ ସାଜିଛି ସାହାରା

ବାଲେଶ୍ବର: ବନ୍ୟାରେ ବେହାଲ ହୋଇପଡିଛି ବାଲେଶ୍ବର । ଘର ଭିତରେ ବାହାରେ ସବୁଠି ପାଣି । କିଛି ସ୍ଥାନରେ ପାଣି ଛାତ ଛୁଇଁଥିବା ବେଳେ ଏବେ ନଦୀବନ୍ଧ ଓ କୋଠାଘର ଛାତ ସାଜିଛି ସାହାରା । ତମ୍ବୁ ଟାଣି ତା ତଳେ କିଏ ଆଶ୍ରୟ ନେଇଛନ୍ତି ତ ଆଉ କିଏ ସେମିତି ପଡିରହିଛନ୍ତି । କ’ଣ ଖାଇବେ କେମିତି…

ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ୨୨ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ଆସନ୍ତା ୨୨ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗରେ ୨୨ରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଫଳରେ ୨୪…

୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୩ ଘଣ୍ଟିଆ ସତର୍କତା

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର। ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବା…

କାଲି ପ୍ରବଳ ବର୍ଷିବ, ୧୭ରୁ ଥମିବ

ଭୁବନେଶ୍ବର: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ଗଭୀର ଅବପାତ । ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହା ରହିଛି । ପରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଗତିକରିବ ।  ଏହାର ପ୍ରଭାବରେ ରବିବାର ଉତ୍ତର ଓଡ଼ିଶାର ଅଧିକାଂଶ ଓ ଦକ୍ଷିଣର ଅନେକ…

ସୃଷ୍ଟି ହେଲା ଲଘୁଚାପ: ଆହୁରି ୩ ଦିନ ବର୍ଷିବ, ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ତୁହାକୁ ତୁହା ବର୍ଷା ଜାରି ରହିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର…

୧୩ରେ ପୁଣି ଏକ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ନାହିଁ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୧୩ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। ପରେ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ୧୩ରୁ ୧୫ ତାରିଖ ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ…

ଅବପାତରେ ପରିଣତ ହେଲା ଲଘୁଚାପ: ୧୦ ଯାଏଁ ପ୍ରବଳ ବର୍ଷିବ 

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେଲା ଲଘୁଚାପ। ଗତକାଲିର ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ସକାଳ ସମୟରେ ଘନୀଭୂତ ହୋଇ ଅବପାତ ପରିଣତ ହୋଇଛି।…

ଫିକା ପଡ଼ିବ ଗଣେଶ ପୂଜା: ୪ ଦିନ ଯାଏ ପ୍ରବଳ ବର୍ଷା, ୨୧ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ଫିକା ପଡିବ ଗଣେଶ ପୂଜା। ରାଜ୍ୟରେ ଗଣେଶ ପୂଜାକୁ ନେଇ ଚାରିଆଡେ ଉତ୍ସାହର ମାହୋଲ ଥିବା ବେଳେ ବର୍ଷା ପାଇଁ ଫିକା ପଡିପାରେ ଗଣେଶ ପୂଜା। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ସୃଷ୍ଟ ଲଘୁଚାପ ଯୋଗୁଁ ଆଜିଠୁ ପ୍ରବଳ ବର୍ଷା। ଆଜିଠୁ ୪ ଦିନ ଯାଏଁ ବିଭିନ୍ନ…

ପୁଣି ଆସୁଛି ବଡ଼ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣିଂ

ଭୁବନେଶ୍ୱର: ପୁଣି ଆସୁଛି ବଡ଼ ବର୍ଷା। ଏଥର ଭିଜିପାରେ ଗଣେଶ ପୂଜା। ଆଜି ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଆଉ ଏକ ନୂଆ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂ ଲଗ୍ନ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ଓ ବଙ୍ଗୋପସାଗରରେ ଲଘୁଚାପ…