Latest Odisha News
Browsing Category

ପାଣିପାଗ

କାଲି ୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ  । ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା କ୍ରମଶଃ ତୀବ୍ର ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ।…

ଜଳୁଛି ଉତ୍ତର ଭାରତ; ୪୮ ଡିଗ୍ରୀ ଛୁଇଁଲା ପାରଦ

ନୂଆଦିଲ୍ଲୀ:  ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ଦିଲ୍ଲୀ ସମେତ ରାଜସ୍ଥାନ, ପଞ୍ଜାବ, ହରିୟାଣା ଏବଂ ଉତ୍ତରପ୍ରଦେଶର ପଶ୍ଚିମାଞ୍ଚଳବାସୀ । ଏହାକୁ ନେଇ ଆଗାମୀ ୫ ଦିନ ଯାଏଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ତେବେ ବିଗତ କିଛି ଦିନ ହେବ ଉକ୍ତ ରାଜ୍ୟର ଅନେକ ସ୍ଥାନରେ ପାରଦ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଓଡିଶାରେ ନାହିଁ ପ୍ରଭାବ

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଧିରେ ଧିରେ ଉତ୍ତର ବଙ୍ଗୋପସାଗର ଆଡକୁ ଗତି କରିବ । ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତର ରୂପ ନେବ  । ଏହା ପରେ ଅଧିକ ଘନିଭୂତ ହୋଇ ଉତ୍ତର…

ଆଣ୍ଡାମାନ ଛୁଇଁଲା ମୌସୁମୀ; ୩୧ ତାରିଖ ସୁଦ୍ଧା କେରଳ ଛୁଇଁବା ନେଇ ସମ୍ଭାବନା

ନୂଆଦିଲ୍ଲୀ: ସକ୍ରିୟ ହେଲା ମୌସୁମୀ। ଭାରତର କୃଷି ଭିତ୍ତିକ ଅର୍ଥନୀତିର ଲାଇଫ୍ ଲାଇନ୍ କୁହାଯାଉଥିବା ଦକ୍ଷିଣ-ପଶ୍ଚିମ ମୌସୁମୀ ରବିବାର ଦିନ ଦେଶର ଦକ୍ଷିଣତମ ଅଞ୍ଚଳ ନିକୋବର ଦ୍ୱୀପପୁଞ୍ଜକୁ ଛୁଇଁଛି। ମାଳଦ୍ଵୀପ ଏବଂ କୋମରିନ୍ ଅଞ୍ଚଳର କିଛି ଅଂଶ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ୱୀପପୁଞ୍ଜ…

ଦ୍ବିତୀୟ ପର୍ଯ୍ୟାୟ ଭୋଟିଂରେ ଅସହ୍ୟ ତାତି, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ସକାଳୁ ସକାଳୁ ଜଳିଲାଣି ଭୁବନେଶ୍ବର । ଦିନ ସାଢେ ୮ ଟା ସୁଦ୍ଧା ୩୪ ଡିଗ୍ରୀ ଡେଇଁଲା ତାପମାତ୍ରା ।  ବାୟୁମଣ୍ଡଳରେ ଆର୍ଦ୍ରତା ୬୭ ପ୍ରତିଶତ ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ମଧ୍ୟ ଅନୁଭୂତ ହେଉଛି । ରାଜ୍ୟରେ ପୁଣି ଫେରିଛି ଗ୍ରୀଷ୍ମ ପ୍ରବହ । ଆଜି ସକାଳୁ ସକାଳୁ ଦିନ ସାଢେ…

ଆଗାମୀ  ୩ରୁ ୪ ଦିନ ହେବ ଝଡ ବର୍ଷା

ଭୁବନେଶ୍ବର: ଆଗାମୀ ୩ରୁ ୪ ଦିନ ଝଡ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ ।  ରାଜ୍ୟରେ ବର୍ତ୍ତମାନ ମିଶ୍ରିତ ପାଗ ରହିଛି । ସକାଳେ ଖରା ହେଉଛି । ଅପରାହ୍ଣରେ ପ୍ରଭାବ ଦେଖାଉଛି କାଳବୈଶାଖୀ । ଗତ କିଛି ଦିନ ହେବ ଖରା ତାତିରୁ ଆଶ୍ୱସ୍ତି ମିଳିଛି । ତେବେ ଏନେଇ ଆଜି ଅଧିକ ସୂଚନା…

ଆହୁରି ୪ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ବର: ଗତ କିଛି ଦିନ ହେବ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରୁଥିଲା  । ଏବେ ଏହି ତାତିରୁ ମିଳିବ  ଆଶ୍ୱସ୍ତି । ଗତକାଲି  କାଳବୈଶାଖୀ ବର୍ଷା  ପାଇଁ ତାତିରୁ କିଛି ମାତ୍ରାରେ ମିଳିଛି ଆଶ୍ୱସ୍ତି  । ସେହିପରି ରାଜ୍ୟରେ ଆସନ୍ତା ୧୨ ତାରିଖ ଯାଏ…

ଆହୁରି ୫ଦିନ ବର୍ଷା, ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ଵର: ଲଗାତାର ୨୧ ଦିନର ହିଟ୍ ୱେବ୍ ପରେ କାଳବୈଶାଖୀ ବର୍ଷା ଆଣି ଦେଇଛି ଆସ୍ବସ୍ତି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିରୁ ତ୍ରାହି ପାଇଛନ୍ତି ରାଜ୍ୟବାସୀ । ପ୍ରାୟ ସମସ୍ତ ସହରରେ ପାରଦ ହ୍ରାସ ପାଇଛି । ତାତି କମିଛି ଆଉ ଗରମରୁ ମିଳିଛି ଆଶ୍ବସ୍ତି । ଆସନ୍ତା ୪ଦିନ ଯାଏଁ…

୪୪ ଛୁଇଁଲା ଦିନର ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି । ଦିନ ସାଢ଼େ ୨ଟା ସୁଦ୍ଧା ପାରଦ ୪୪ ଛୁଇଁଲା । ୪୪ ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଛି ସବୁଠୁ ଉତ୍ତପ୍ତ ସହର  । ସେହି କ୍ରମରେ କେନ୍ଦୁଝରରେ ତାତି ୪୩ ଡିଗ୍ରୀ ଥିବା ବେଳେ , ସମ୍ବଲପୁର ୪୨.୭ ଡିଗ୍ରୀ, ରାଉରକେଲା ୪୨.୨ ଡିଗ୍ରୀ, ହୀରାକୁଦ ୪୧.୮…

ତାତିରୁ ମିଳିପାରେ ଆଶ୍ବସ୍ତି: ୩ ରୁ ୫ ଡିଗ୍ରୀ କମି ପାରେ ଦିନ ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିପାରେ ଆଶ୍ବସ୍ତି । ଆଗାମୀ ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା । ୩ ରୁ ୫ ଡିଗ୍ରୀ କମି ପାରେ ଦିନ ତାପମାତ୍ରା । ୭ ଏବଂ ୮ ତାରିଖରେ ତ୍ରୀବ ହୋଇପାରେ କାଳବୈଶାଖୀ ପ୍ରଭାବ । ଉତ୍ତର ଉପକୂଳ ଓଡିଶାର ନିକଟବତ୍ତୀ ଅଞ୍ଚଳରେ ଯେଉଁ ସମୁଦ୍ର ରହିଛି ସେଠାରେ  …