Latest Odisha News

BREAKING NEWS

Browsing Category

ପାଣିପାଗ

ତାଣ୍ଡବ ରଚୁଛି ‘ଉଡନ୍ତା ନଦୀ’

ନୂଆଦିଲ୍ଲୀ: ଫ୍ଲାଇଂ ରିଭର୍ ବା ଉଡନ୍ତା ନଦୀ । ଏମିତି ନାଁ କେବେ ଶୁଣିଛନ୍ତି କି ? ବୋଧହୁଏ ଏହି ଶବ୍ଦ ଶହ ଅନେକ ପରିଚିତ ନଥିବେ । କିନ୍ତୁ ଏଭଳି ଉଡନ୍ତା ନଦୀ ଓ ବାୟୁମଣ୍ଡଳୀୟ ନଦୀ ଭାରତରେ ବିନାଶକାରୀ ବର୍ଷା ଓ ବନ୍ୟାର କାରଣ ହୋଇଛନ୍ତି । ଏମିତି ତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ଭାରତର…

ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ମହାନଦୀ ଜଳସ୍ତର, ନାହିଁ ବନ୍ୟା ଆଶଙ୍କା

ସମ୍ବଲପୁର: ରାଜ୍ୟରେ ଜାରି ରହିଛି ବର୍ଷା ବିତ୍ପାତ । ଅନ୍ୟପଟେ ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣ ବଢୁଛି ହୀରାକୁଦ ଜଳସ୍ତର । ଫଳରେ ରାଜ୍ୟରେ ମହାନଦୀ ପ୍ରମୁଖ ଅନ୍ୟାନ୍ୟ ନଦୀ, ନାଳ ପୁରିଥିବାରୁ ଅନେକ ସ୍ଥାନରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାକୁ ନେଇ ବନ୍ୟା ଆଶଙ୍କା…

ଲଗାଣ ବର୍ଷାରେ ବେହାଲ ଓଡିଶା, ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ

କଟକ: ରାଜ୍ୟର ଅନେକ ସ୍ଥାନରେ ଜାରି ରହିଛି ଲଗାଣ ବର୍ଷା । ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ । ଏହାରି ଭିତରେ ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ବାଙ୍କୀରେ ସର୍ବାଧିକ ୩୧୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୟାଗଡ଼ ଭାପୁରରେ ଦ୍ବିତୀୟ ସର୍ବାଧିକ ୨୧୦…

ବର୍ଷାରେ ବେହାଲ ଉତ୍ତର ପୂର୍ବ ଭାରତ: ପାଣିରେ ବୁଡିଲା ଆସାମ

ନୂଆଦିଲ୍ଲୀ: ମୌସୁମୀ ପ୍ରଭାବରେ ଦେଶର ଅନେକ ଅଞ୍ଚଳ ବେହାଲ । ସବୁଠି ବର୍ଷାର ବିତ୍ପାତ ମୃତ୍ୟୁ ଫାଟକ ଖୋଲିକି ବସିଛି । ଲଗାଣ ବର୍ଷା ସାଙ୍ଗକୁ ଭୂସ୍ଖଳନ, ଏବେ ଜନଜୀବନ ଅସ୍ତବ୍ୟସ୍ତ କରିପକାଇଛି । କେରଳ, ହିମାଚଳ ପ୍ରଦେଶ, ରାଜସ୍ଥାନ, ଉତ୍ତରାଖଣ୍ଡରେ ତ ଏହା ସବୁ ସୀମା ପର କରିଥିବା ବେଳେ…

ଆଗକୁ ପ୍ରବଳ ବର୍ଷିବ, ୨୨ ଜିଲ୍ଲାକୁ ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ବର୍ଷା ବଢିବା ନେଇ ପୂର୍ବାନୁମାନ କଲା ଆଞ୍ଚଳିକ ପାଣିପାଗ ବିଭାଗ । ଝାଡଖଣ୍ଡ, ଛତିଶଗଡରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗାଙ୍ଗେୟ ପଶ୍ଚିମବଙ୍ଗର ସ୍ଥଳଭାଗ ଉପରେ ସକ୍ରିୟ ରହିଛି । ଯାହା ଶୁକ୍ରବାର ଲଘୁଚାପର ରୂପ ନେଇପାରେ । ଯାହାର ପ୍ରଭାବରେ ପଶ୍ଚିମ ଓ…

୩ ଯାଏଁ ଛେଚିବ, ୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ନେଇ ସତର୍କତା ଜାରି କଲେ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀ । ଏହାର ପ୍ରଭାବରେ ଅଗଷ୍ଟ ୩ ତାରିଖ ଯାଏଁ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ…

ମାୟାନଗରୀରେ ବର୍ଷା ବିତ୍ପାତ: ଭାଙ୍ଗିଲା ୩ ମହଲା କୋଠା, ଚାପି ହୋଇ ରହିଛନ୍ତି ଲୋକ!

ମୁମ୍ବାଇ: ମାୟାନଗରୀରେ ଏବେ ତାଣ୍ଡବ ରଚୁଛି ବର୍ଷା । ଚାରି ଆଡେ ଜଳମଗ୍ନ । କେଉଁଠି ଘରେ ପାଣି ପଶିଲାଣି ତ ଆଉ କେଉଁଠି ଗଛ ଓ ଘର ଧସେଇ ପଡିଲାଣି । ଆଜି ବଡି ଭୋରୁ ମଧ୍ୟ ସେହି ସମାନ ପରିସ୍ଥିତି ଦେଖାଦାଇଛି । ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି…

ପୁଣି ଲଘୁଚାପ, ଆହୁରି ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ତତସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁଁ ଉତ୍ତର ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୪ ଦିନ ପ୍ରବଳ ବର୍ଷିବ ବୋଲି…

୨୮ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍ ଛେଚିବ, ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟର ଅନେକ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ସ୍ଥାନରେ ଭାରି ବର୍ଷାର ସମ୍ଭାବନା ରହିଛି। ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣାଞ୍ଚଳ…

ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ, ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସକ୍ରିୟ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ମୌସୁମୀ ପ୍ରଭାବରେ ଆହୁରୀ ୩ ଦିନ ବର୍ଷିବ। ଆଜି ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ବୁଧବାର ସକାଳ…