Latest Odisha News
Browsing Category

ପାଣିପାଗ

୨୪ ଘଣ୍ଟାରେ ମିଳିବ ତାତିରୁ ଆଶ୍ବସ୍ତି

ଭୁବନେଶ୍ବର: ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା । ରାଜ୍ୟରେ ବର୍ତ୍ତମାନ ଅସହ୍ୟ ତାତି ଅନୁଭୂତ ହେଉଥିବା ବେଳେ ଏଥିରୁ ଆଶ୍ବସ୍ତି ମିଳିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ସତର୍କ କରାଯାଇଛି । ଉପକୂଳ ସମେତ କିଛି ସ୍ଥାନରେ…

କେଉଁଠି ତାତି ତ କେଉଁଠି ବନ୍ୟା..

ନୂଆଦିଲ୍ଲୀ: ପ୍ରକୃତିର କରାଳ ରୂପରେ ଯେ ଖାଲି ଭାରତ ବାସୀ ହିଁ ହନ୍ତସନ୍ତ ହେଉଛନ୍ତି ତାହା ନୁହେଁ, ବରଂ ପୂରା ବିଶ୍ବ ଏହାର ପରିଣାମ ଭୋଗୁଛି । ଆମେରିକା ଠାରୁ ଆରମ୍ଭ କରି ବ୍ରାଜିଲ ପର୍ଯ୍ୟନ୍ତ ସବୁଠି ତାଣ୍ଡବ କରୁଛି ପ୍ରକୃତି । କେଉଁଠି ଅସହ୍ୟ ଗ୍ରୀଷ୍ମ ପ୍ରବାହ ତ ଆଉ କେଉଁଠି ଏମିତି…

ଦିନକ ପରେ ପୁଣି ଫେରିଲା ତାତି, ୪୧ ଟପିଲା ତାପମାତ୍ରା

ଭୁବନେଶ୍ବର: ପୁଣି ସ୍ବାଭାବିକ ୪୦ ଟପିଲା ତାପମାତ୍ରା । ଦିନ ୨.୩୦ ସୁଦ୍ଧା ଭୁବନେଶ୍ବରରେ ୪୧.୬ ଡିଗ୍ରୀ ରେକର୍ଡ । ତେବେ ରାଜ୍ୟରେ ଅସହ୍ୟ ତାତି ଜାରି ରହିଥିବା ବେଳେ ଗତକାଲି ରେକର୍ଡ ପାର୍ ତାତିରୁ ଟିକେ ଆଶ୍ବସ୍ତି ମିଳିଥିଲା । ପୁଣି ଆଜି ତାପମାତ୍ରା ୪୦ ଡିଗ୍ରୀ ଟପିଛି । ଦିନ ୨ଟା ୩୦…

୨୪ ଘଣ୍ଟାର ବ୍ରେକ୍ ପରେ ବଢିଲା ତାପମାତ୍ରା, ପୁଣି ୪୦ ଡିଗ୍ରୀ ଡେଇଁଲା ରାଜଧାନୀ ତାତି

ଭୁବନେଶ୍ଵର: ଗୋଟିଏ ଦିନର ବ୍ରେକ ପରେ ପୁଣି ବଢିଛି ତାତି । ଗତ ୨୪ ଘଣ୍ଟା ପରେ ୪୦ ଡିଗ୍ରୀ ଟପିଛି ଭୁବନେଶ୍ଵର ତାତି । ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି । ଏଥିସହ ସମ୍ବଲପୁର ପାଲଟିଛି…

ଦିନ ସାଢେ ୧୧ଟାରେ ଜଳିଲା ଝାରସୁଗୁଡା, ୪୦ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ଵର: ତତଲା ତାୱାରେ ଭାଜି ହେଉଛି ସାରା ରାଜ୍ୟ। ଘର ବାହାରେ ମୁଣ୍ଡଫଟା ଖରା; ଭିତରେ ପ୍ରବଳ ଗରମ, ଗୁଳୁଗୁଳି । ଆଜି ଦିନ ସାଢେ ୧୧ଟା ସୁଦ୍ଧା ୪୧.୩ ଡିଗ୍ରୀ ତାପମାତ୍ରାରେ ଜଳିଛି ଝାରସୁଗୁଡା । ସେହିପରି ଭୁବନେଶ୍ୱରରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସମ୍ବଲପୁରରେ…

ରେକର୍ଡ ଭାଙ୍ଗିଲା ଓଡିଶା ତାତି, ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର

ଭୁବନେଶ୍ଵର: ରେକର୍ଡ ଭାଙ୍ଗିଲା ଓଡିଶା ତାତି । ୪୬ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାଲେଶ୍ଵର । ଚଳିତବର୍ଷର ରେକର୍ଡ ଭାଙ୍ଗିଛି ତାପମାତ୍ରା । ନିଆଁ ବର୍ଷାରେ ଭିଜିଛି ବାଲେଶ୍ଵର ଜିଲ୍ଲା । ସେପଟେ ଚଳିତବର୍ଷ ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ମଧ୍ୟ ୪୫ ଡିଗ୍ରୀ ଅତିକ୍ରମ କରି ରେକର୍ଡ…

ସାଢେ ୧୧ଟା ସୁଦ୍ଧା ୪୪ ଡିଗ୍ରୀ ପାର, ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଅସହ୍ୟ ତାତିରେ ଛଟପଟ ହେଉଛି ସାରା ଓଡ଼ିଶା। ଗୋଟିଏ ପରେ ଗୋଟିଏ ସହରରେ ତାପମାତ୍ରା ଲମ୍ବା ଲମ୍ଫ ମାରୁଛି। କେତେବେଳେ ଉତ୍ତର ଓଡ଼ିଶା ତ କେତେବେଳେ ପଶ୍ଚିମ ଓଡ଼ିଶା ପାଲଟୁଛି ନିଆଁ ପିଣ୍ଡୁଳା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି…

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଅଂଶୁଘାତରେ ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ହଡଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ  । ଗତ କିଛି ଦିନ ହେବ  ରାଜ୍ୟରେ ପାରଦ ଉପରମୁହାଁ । ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହର । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଆଜି କଟକ ସହରକୁ ରେଡ ଆଲର୍ଟ…

୪୩.୨ ଡିଗ୍ରୀ ତାପମାତ୍ରାରେ ସିଝିଲା ରାଜଧାନୀ ଭୁବନେଶ୍ଵର

ଭୁବନେଶ୍ଵର: ଦିନ କୁ ଦିନ ଉଗ୍ର ହେବାରେ ଲାଗିଛି ଗ୍ରୀଷ୍ମପ୍ରବାହ । ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି । ସୂର୍ଯ୍ୟୋଦୟରୁ ତାତିର ପ୍ରଭାବ ଆରମ୍ଭ ହେଉଥିବା ବେଳେ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି । ଚଳିତ ବର୍ଷ ଏପ୍ରିଲ ମାସରେ…

ଟ୍ୱିନସିଟିକୁ ପୁଣି ରେଡ ଆଲର୍ଟ, ଆଜି ସାଢେ ୧୧ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ଭୁବନେଶ୍ୱର

ଭୁବନେଶ୍ଵର: ଅସମ୍ଭାଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛି ରାଜଧାନୀ । ନିଆଁର କର୍ଫ୍ୟୁରେ ସନ୍ତୁଳି ହେଉଛି ଟ୍ଵିନସିଟି । ଗତ ୧୦ ଦିନ ହେଲା ଟ୍ୱିନସିଟିରେ ଆକାଶ ଖସୁଛି ନିଆଁଝୁଲ। ସେପଟେ ଟ୍ୱିନସିଟି ଭୁବନେଶ୍ୱର ଏବଂ କଟକ ପାଇଁ ଆଜି ମଧ୍ୟ ଭୀଷଣ ଗ୍ରୀଷ୍ମପ୍ରବାହ ସମ୍ଭାବନା ପାଇଁ ରେଡ-ଆଲର୍ଟ…