Latest Odisha News

BREAKING NEWS

Browsing Category

ପାଣିପାଗ

ଆସୁଛି ବାତ୍ୟା: ଆଜି ସ୍ପଷ୍ଟ ହେବ କୁଆଡ଼େ ଯିବ ‘ଜଓ୍ୱାଦ୍’

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ବାତ୍ୟା । ଆଣ୍ଡାମାନ ସାଗରରେ ସକ୍ରିୟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇପାରେ । ଆସନ୍ତାକାଲି ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ ବାତ୍ୟା । ଏହାର ନାଁ ରହିବ ଜଓ୍ୱାଦ । ସାଇକ୍ଲୋନ ହେବା ପରେ ଉପକୂଳ ମୁହାଁ ହେବ । ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି…

ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖ ସକାଳେ ଓଡିଶା ଉପକୂଳକୁ ଛୁଇଁବ

ଭୁବନେଶ୍ୱର : ଆସୁଛି ବାତ୍ୟା ‘ଜଓ୍ୱାଦ’ । ଏନେଇ ସ୍ପଷ୍ଟ କରଛି ପାଣିପାଗ କେନ୍ଦ୍ର । ୧୨ ଘଣ୍ଟାରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାପରେ ଦୁଇ ତାରିଖ ସୁଦ୍ଧା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଅବପାତର ରୂପ ନେବ । ଏହାପରେ ୨୪ ଘଣ୍ଟାରେ ଆହୁରୀ ଘନିଭୂତ ହୋଇ…

ବଙ୍ଗୋପସାଗରରେ ବଢୁଛି ବାତ୍ୟା ଆଶଙ୍କା

ଭୁବନେଶ୍ୱର: ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ଧୀରେ ଧୀରେ ବଙ୍ଗୋପସାଗରରେ ପ୍ରବେଶ କରିବ । ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବିଭିନ୍ନ ପାଣିପାଗ ସଂସ୍ଥା ଏଭଳି ପୂର୍ବାନୁମାନ କରୁଛନ୍ତି । ତେବେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ…

ଆଜି ବି ରାଜ୍ୟରେ କୋହଲା ପାଗ

ଭୁବନେଶ୍ୱର: ରାଜ୍ୟରେ କୋହଲା ପାଗ ଜାରି ରହିଛି । କିଛି ସ୍ଥାନରେ ବର୍ଷା ବି ହେଉଛି । ଆଜି ବି ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ କୋହଲା ପାଗ ଲାଗି ରହିବ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବାୟୁମଣ୍ଡଳରେ ଅହେତୁକ ଜଳୀୟବାଷ୍ପର ପରିଣାମ…

ରାଜଧାନୀକୁ ଘୋଡ଼ାଇ ଦେଲା ଘନ କୁହୁଡ଼ି

ଭୁବନେଶ୍ୱର: ରାଜଧାନୀରେ ଘଡ଼ କୁହୁଡ଼ି । ଦେଖାଗଲାନି ରାସ୍ତାଘାଟ । ଆଜି ସକାଳୁ ସକାଳୁ ଉୁବନେଶ୍ୱରକୁ ଘୋଡ଼ାଇ ରଖିଥିଲା ଘନ କୁହୁଡ଼ି । ସକାଳ ୭ଟା ଯାଏ ରାସ୍ତାଘାଟ ଦିଶୁ ନଥିଲା । ଅତି ପାଖରେ ଥିବା ଜିନିଷ ବି ଖାଲି ଆଖିରେ ଦୃଶ୍ୟମାନ ହେଉ ନଥିଲା । ୨୦୦ ମିଟର ଭିଜିବିଲିଟି ରହିଥିବାରୁ ଯାଆସ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷୁଛି, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଲୋ ପ୍ରେସର ଏରିଆ ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଏହି ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ ଟ୍ରଫ୍‌ଲାଇନ୍‌ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରୁ ଉତ୍ତର ଉପକୂଳ ଓଡ଼ିଶା ପର୍ୟ୍ୟନ୍ତ ଲମ୍ବିଛି । ଏହା…

ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟରେ ୧୬ରୁ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ…

ସକ୍ରିୟ ହେଉଛି ଘୂର୍ଣ୍ଣବଳୟ ,ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ସକ୍ରିୟ ହେବାରେ ଲାଗିଛି ଘୂର୍ଣ୍ଣବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତାକାଲି ଠାରୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର…

ଘୂର୍ଣ୍ଣି ବଳୟ ସକ୍ରିୟ , ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣି ବଳୟ ସକ୍ରିୟ ହୋଇଛି ଏହାର ପ୍ରଭାବରେ ୩୬ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା ଘନିଭୂତ ହୋଇ ୪ ରୁ ୫ ଦିନ ଯାଏଁ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରମୁହାଁ ହେବ । ତେବେ ବାତ୍ୟା…